Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭାର ମୌସୁମୀ ଅଧିବେଶନ: ମାସ୍କ ଓ ଫେସ୍ ସିଲ୍‌ଡରେ ବିଧାୟକ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ ଗୃହ କାର୍ଯ୍ୟ । ପ୍ରଥମ ଦିନରେ ଦିବଙ୍ଗତ ନେତା, କୋଭିଡ ଯୋଦ୍ଧା, ଦେଶ ପାଇଁ ସହିଦ ହୋଇଥିବା ସେନା ଅଧିକାରୀଙ୍କ ସହ ମୋଟ ୧୮ ଜଣଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କମୁଛି କରୋନା ସଂକ୍ରମଣ, ତୃତୀୟ ଦିନ ପାଇଁ ୪ ହଜାର ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନାକୁ ଲାଗିଛି ବ୍ରେକ୍ । ଆଜି ତୃତୀୟ ଦିନ ପାଇଁ ଓଡ଼ିଶାରେ ୪ ହଜାର ତଳେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟ ପାଇଁ ଆଣିଛି ସାମାନ୍ୟ ଆଶ୍ୱସ୍ତିକର ଖବର । ଗତ ୨୪ ଘଂଟାରେ ୩୦ ଜିଲ୍ଲାରୁ ୩୦୬୭ ନୂଆ କରୋନା ଆକ୍ରାନ୍ତ…

ମୋଷ୍ଟ ୱାଣ୍ଟେଡ ଏଟିଏମ୍ ଲୁଟେରା ଗିରଫ

ଭୁବନେଶ୍ୱର: ରାଜଧାନୀରୁ ଧରାପଡିଲା ମୋଷ୍ଟ ୱାଟେଂଡ ଏଟିଏମ୍ ଲୁଟେରା । କୁଖ୍ୟାତ ଲୁଟେରା ସମ୍ଭବ ଆଚାର୍ଯ୍ୟକୁ ପୋଲିସ ଗିରଫ କରିଛି । ସମ୍ଭବ ସମେତ ୬ ଜଣଙ୍କୁ ସ୍ପେଶାଲ ସ୍କାର୍ଡ ଗିରଫ କରିଥିବା ଜଣାପଡିଛି । ଏମାନଙ୍କ ଠାରୁ ନଗଦ ୪୨ ହଜାର ଟଙ୍କା ଜବତ ହୋଇଛି । ପୂର୍ବରୁ ଲୁଟେରା ସମ୍ଭବ…

ପୁଣି ଆଉ ୫ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେନଶ । ତେବେ ଏହା ପୂର୍ବରୁ କରୋନା କବଳରେ ମନ୍ତ୍ରୀ ଓ ବିଧାୟକ । ଏବେ ଆଉ ୫ ଜଣ ବିଧାୟକ ପଜିଟିଭ ଚିହ୍ନଟ ହୋଇଛନ୍ତି । ବିକ୍ରମ ପଣ୍ଡା, ଅଙ୍ଗଦ କଅର, ସୋରଜ ମେହେର, ଜୟନ୍ତ ଷଡ଼ଙ୍ଗୀ ଓ ଭୁଦାନ ମୁର୍ମୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତକାଲି…

ଅଣ ପରିବହନ ଗାଡିର ଭଡା ଉପରେ ଲାଗିବ କଟକଣା

ଭୁବନେଶ୍ୱର: ଏଣିକି ଅଣପରିବହନ ଗାଡିର ଭଡା ଲଗାଣ ଉପରେ ଲାଗିବ କଟକଣା । ପ୍ରାଇଭେଟ ଲାଇସେନ୍ସପ୍ରାପ୍ତ ଗାଡ଼ିଗୁଡିକ କୌଣସି ପରିସ୍ଥିତିରେ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇ ପାରିବନାହିଁ।  ଏପରି କଲେ ଗାଡ଼ି ଭଡ଼ା କରିଥିବା ବ୍ୟକ୍ତି ବା ଅନୁଷ୍ଠାନ ବିରୋଧରେ ଏତଲା ରୁଜୁ ହେବ।…

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ମହାମାରୀ କରୋନା ଭିତରେ ଆଜିଠୁ ଆରମ୍ଭ ହେଉଛି ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ଅଛନ୍ତି । ସେପେଟେ ମୁକାବିଲା କରିବାକୁ ସରକାର ବି ରଣ କୌଶଳ ପ୍ରସ୍ତୁତ କରିସାରିଛନ୍ତି । ଏହି ଅଧିବେଶନରରେ ମୋଟ ୮ଟି କାର୍ଯ୍ୟ…

ମା’ବିରଜାଙ୍କ ରଥଯାତ୍ରା ପାଇଁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ଜିଲ୍ଲାପାଳ ଓ ଏପିଙ୍କୁ ପକ୍ଷ ରଖିବାକୁ ହାଇକୋର୍ଟର…

କଟକ: ମା’ ବିରଜାଙ୍କ ରଥଯାତ୍ରା ଆୟୋଜନକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ଯାଜପୁର ଜିଲ୍ଲାପାଳ ଓ ଏସପିଙ୍କୁ ମାନ୍ୟବର ହାଇକୋର୍ଟ ରିପୋଟ ତଲବ କରିଛନ୍ତି । ହାଇକୋର୍ଟର ମୂଖ୍ୟ ବିଚାରପତି ମହମ୍ମଦ ରଫିକ୍ ଓ ବିଚାରପତି ବି.ଆର . ଷଡଙ୍ଗିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର…

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା; ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଦେଲେ…

ସୁନ୍ଦରଗଡ଼: ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି। ଅପରେସନ କରିବାକୁ ପଡ଼ିବ। ଝିଅକୁ କେମିତି ଭଲ କରିବୁ ଆମେ ଚିନ୍ତାରେ…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ…

ଓଡ଼ିଶା ଦୃଷ୍ଟିହୀନ ସମାଜର ଉଜ୍ଜ୍ୱଳ ଜ୍ୟୋତିଷ୍କ ରାଜକିଶୋର ସାବତ

ଭୁବନେଶ୍ୱର: ୫୨ ବର୍ଷ ବୟସ୍କ ବରିଷ୍ଠ ଦୃଷ୍ଟିହୀନ ସମାଜସେବୀ ତଥା ଡଃ. ରତ୍ନାକର ଦାସ ମେମୋରିଆଲ ଦୃଷ୍ଟିହୀନ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା, ତ୍ରୟମାସିକ ପତ୍ରିକା ଦିବ୍ୟଦୃଷ୍ଟି ଓଡ଼ିଶା ଓ ପ୍ରଜ୍ଞାର ସମ୍ପାଦକ, ପୀଙ୍ଗଲାଖି ପବ୍ଲିକ ୱେଲଫାରେ ଅର୍ଗାନାଇଜେସନ (PPWD)ର ସ୍ରଷ୍ଟା ତଥା…