Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ଦୃଷ୍ଟିହୀନ ସମାଜର ଉଜ୍ଜ୍ୱଳ ଜ୍ୟୋତିଷ୍କ ରାଜକିଶୋର ସାବତ

ଭୁବନେଶ୍ୱର: ୫୨ ବର୍ଷ ବୟସ୍କ ବରିଷ୍ଠ ଦୃଷ୍ଟିହୀନ ସମାଜସେବୀ ତଥା ଡଃ. ରତ୍ନାକର ଦାସ ମେମୋରିଆଲ ଦୃଷ୍ଟିହୀନ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା, ତ୍ରୟମାସିକ ପତ୍ରିକା ଦିବ୍ୟଦୃଷ୍ଟି ଓଡ଼ିଶା ଓ ପ୍ରଜ୍ଞାର ସମ୍ପାଦକ, ପୀଙ୍ଗଲାଖି ପବ୍ଲିକ ୱେଲଫାରେ ଅର୍ଗାନାଇଜେସନ (PPWD)ର ସ୍ରଷ୍ଟା ତଥା…

ବିବାହିତ ଝିଅକୁ ସୁରକ୍ଷା ଦେବାକୁ ଯାଇ ଗଲା ବାପାର ପ୍ରାଣ

ବରୀ ଥାନା ଅନ୍ୟାସୀପୁର ଗ୍ରାମରେ ଭଲପାଇ ବିବାହ କରିଥିବା ଝିଅକୁ ସୁରକ୍ଷା ଦେବାକୁ ଯାଇଥିବା ଝିଅର ଶ୍ବଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଝିଅର ବାପା ମୃତବରଣ କରିତଥିବା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ବରୀ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…

ରାଜ୍ୟରୁ ସୁସ୍ଥ ହେଲେ ୪୦୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୧୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ୫୪୫, କଟକରୁ ୪୦୪ ଜଣ, ପୁରୀରୁ ୨୯୮ ଜଣ, ଜଗତସିଂହପୁରରୁ ୨୧୨ ଜଣ, ଯାଜପୁରରୁ ୧୬୭ ଜଣ, ମୟୂରଭଞ୍ଜରୁ ୧୫୯ ଜଣ,…

ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ୍‌

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୪ ତାରିଖରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ୍ ଖୋଲିବ ବୋଲି ସୋମବାର ଦିନ ସୂଚନା ଦେଇଛନ୍ତି ନନ୍ଦନକାନନର ଡେପୁଟି ଡାଇରେକ୍ଟର ଚିତ୍ତରଞ୍ଜନ ମିଶ୍ର। ପ୍ରାଣୀ ଉଦ୍ୟାନ୍ ଖୋଲିବା ପୂର୍ବରୁ ଏକ ଏସଓପି ଜାରି କରାଯିବ । ଏଥିସହିତ ବୁଲିବା ସମୟରେ ପର୍ଯ୍ୟଟକ…

ଭୁବନେଶ୍ୱରରେ ୨୧ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମଣ ୨୧ ହଜାର ଟପିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଶ୍ରୀମନ୍ଦିର ନ ଖୋଲିବାକୁ ଯୁକ୍ତି ବାଢିଲେ ସରକାର

କଟକ : ପୁରୀରେ ସେବାୟତଙ୍କ ପରିବାରର ୩୩୨ ଜଣ ଓ ଶ୍ରୀମନ୍ଦିର କାର୍ଯ୍ୟାଳୟର ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀଜୀଉମାନଙ୍କ ନିୟମିତ ନୀତିକାନ୍ତି ଚାଲିଛି । ମନ୍ଦିର ଭକ୍ତମାନଙ୍କ ପାଇଁ କାହିଁକି ଖୋଲାଯିବନି ଏ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ହାଇକୋର୍ଟରେ ହୋଇଥିବା ମାମଲାର ଜବାବ…

ଆଉ ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣା ପଡ଼ିଛି। ସେ ମଧ୍ୟ ଘରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ସୂଚନା ଦେଇଛନ୍ତି । ତାଙ୍କ ସମର୍ଥକ ମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ…

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡା,…

ବିଧାନସଭା ଉପ ବାଚସ୍ପତିଙ୍କୁ କରୋନା

ଅନୁଗୁଳ: ବିଧାନସଭା ଉପ ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ତାଙ୍କୁ ଅଳ୍ପ ଜ୍ଵର ଥିବା ଯୋଗୁଁ ସେ ଟେଷ୍ଟ କରାଇଥିଲେ। ପରେ ତାଙ୍କୁ କରୋନା ଥିବା ସ୍ପଷ୍ଟ ହୋଇଥିଲା । ସେ ଭୁବନେଶ୍ୱରର ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇ…

ଖେଳକୁଦ ବୟସରେ ବିଛଣାରେ ପଡି ରହିଛି କୁନି ଝିଅ; କାରଣ ଜାଣିଲେ ଆଖିରୁ ଝରି ଆସିବ ଲୁହ !

ଯାଜପୁର: ଅସହ୍ୟ ହେଉଛି ଯନ୍ତ୍ରଣା । ତଥାପି ମୁକୁଳିବାକୁ ବାଟ ନାହିଁ । ଖେଳକୁଦ ବୟସରେ ଅକାମୀ ହୋଇଯାଇଛି ଶରୀର । ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ବିଦ୍ୟୁତ୍ ଆଘାତରେ ପୋଡିଯାଇ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଯାଜପୁର ବାରଗଡିଆ ଅଂଚଳର ୧୨ ବର୍ଷିୟା ପ୍ରିୟାଗ୍ନୀ ଦେଓ । ବିଦ୍ୟୁତ୍ ଆଘାତ…