Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୩୮୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୩୮୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ୍ ସୁସ୍ଥତାଙ୍କ ସଂଖ୍ୟା ୧୬୫୪୩୨ ଟପିଛି। ଖୋର୍ଦ୍ଧାରୁ ୭୪୪, କଟକରୁ ୪୯୬, ପୁରୀରୁ ୧୮୩,…

ଭୁବନେଶ୍ୱରରେ ୨୦ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୨୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୭୦ ଜଣ କ୍ୱାରେଣ୍ଟାଇନ୍…

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ପ୍ରତିଷ୍ଠା ହେବ ଆଉ ୯ଟି ‘ମା’ ଗୃହ’

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବିଶେଷକରି, ଜିଲ୍ଲାର…

କରୋନା ମୁକାବିଲା ପାଇଁ ରାଜଧାନୀରେ ହେଲା ଆଉ ୬୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା : ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀରେ ୩ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । କିନ୍ତୁ ସେମାନଙ୍କ ମଧ୍ୟରେ ୭୫ ପ୍ରତିଶତ ଘରେ ସଙ୍ଗରୋଧରେ ଅଛନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କମିଶନର…

କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର: କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଶୁକ୍ରବାର ଦିନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର କରୋନା ଟେଷ୍ଟ ପଜିଟିଭ ବାହାରିଛି । ଏବେ ମୋର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବେଳେ ହୋମ୍ ଆଇସୋଲେସନରେ ରହିଛି” ବୋଲି…

‘ଅନ୍ତ୍ରିକ୍ ସୁରକ୍ଷା ସେବା’ ପଦକ ପାଇବେ ୧୭୦୯ ପୋଲିସ ଅଧିକାରୀ

ଭୁବନେଶ୍ୱର: ନକ୍ସଲ ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ମଧ୍ୟରୁ ପ୍ରାୟ ୧୭୦୯ ଜଣଙ୍କୁ ମିଳିବ ଅନ୍ତ୍ରିକ୍ ସୁରକ୍ଷା ସେବା ପଦକ । ପ୍ରାପ୍ତ ସୂଚନାନୁଯାୟୀ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ କରାଯାଇଥିବା ଏହି ବ୍ୟବସ୍ଥାରେ ପଦକ ପ୍ରଦାନ କ୍ଷମତା ରାଜ୍ୟ ଆରକ୍ଷୀ…

ବିଶ୍ୱ ପର୍ଯ୍ୟଟନ ଦିବସରେ ପୁରୀ ଓ କୋଣାର୍କକୁ ଗଡିବ ମୋବସ୍‌

ପୁରୀ: କ୍ରୁଟ୍ ତରଫରୁ ବିଶ୍ୱ ପର୍ଯ୍ୟଟନ ଦିବସରେ ପୁରୀ, କୋଣାର୍କ କୁ ଗଡିବ ମୋ ବସ୍ । ୨୭ ସେପ୍ଟେମ୍ବର ରବିବାର ଠାରୁ ଆରମ୍ଭ ହେବ ଏହି ସେବା। ଏଥିପାଇଁ ବହୁ ଦିନରୁ ସ୍ଥାନୀୟ ଲୋକମାନେ ଅନୁରୋଧ କରିଆସୁଥିଲେ । ରୁଟ୍ ନଂ – ୫୦: ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍ ବସଷ୍ଟାଣ୍ଡ୍‌ରୁ ବାହାରି ମୋ…

ଶନିବାର ଦିନ ହେବ ବିଧାୟକଙ୍କ କରୋନା ଟେଷ୍ଟ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି ସର୍ବଦଳୀୟ ବୈଠକ । ଆସନ୍ତା ଶନିବାର ଦିନ ବିଧାୟକ ମାନଙ୍କ କୋଭିଡ ଟେଷ୍ଟ ହେବ ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଯେଉଁମାନଙ୍କର କରୋନା ଟେଷ୍ଟ ନେଗେଟିଭ ବାହାରିବ ସେମାନଙ୍କୁ…

ସୋମବାରଠାରୁ ଦୁଇ ଦିନିଆ ସଟଡାଉନ

ନୟାଗଡ଼: କୋଭିଡ-୧୯ ପ୍ରସାରକୁ ଅଟକାଇବା ପାଇଁ ଜିଲ୍ଲା ପ୍ରଶାସନ ସୋମବାର ଠାରୁ ନୟାଗଡ଼ ସହରରେ ଦୁଇ ଦିନିଆ ବନ୍ଦ ଘୋଷଣା କରିଛି। ଏହି ସମୟ ମଧ୍ୟରେ ଟାଉନ୍ ସଂପୂର୍ଣ୍ଣ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି ।

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୮ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ,…