Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲାଞ୍ଚ ନେଲା ବେଳେ ଧରାପଡିଲେ ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର କନିଷ୍ଠ ଯନ୍ତ୍ରୀ

ପାରାଦ୍ବୀପ: ସିବିଆଇ ହାତରେ ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଇଲେକ୍ଟ୍ରିକାଲ୍ ଜେଇ ରାଜୀବ ରଞ୍ଜନ ରେଡ୍ଡୀ। ଜଣେ ଠିକାଦାରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ସିବିଆଇ।ଠିକାଦାର ର ୬ ଜଣ ପିଲାଙ୍କୁ କାମ କରିବା ପାଇଁ ଅନୁମତି ଦେବାକୁ ନେଉଥିଲେ ଲାଞ୍ଚ। ପାରାଦ୍ବୀପ ରେ…

କାହିଁକି ବନ୍ଦ ଡାକରା ଦେଲା ବଲାଙ୍ଗୀର କରୋନା ନିୟାମକ କମିଟି, ପଢ଼ନ୍ତୁ

ବଲାଙ୍ଗୀର: ବଲାଙ୍ଗୀରରେ କୋଭିଡ ମାମଲାରେ କ୍ରମାଗତ ବୃଦ୍ଧି ହେତୁ ଚିନ୍ତାରେ ନବନିର୍ମିତ କରୋନା ନିୟାମକ କମିଟି ପକ୍ଷରୁ ଶୁକ୍ରବାର ଠାରୁ ଏକ ସପ୍ତାହ ପର୍ଯ୍ୟନ୍ତ ଜିଲ୍ଲାର ବାଣିଜ୍ୟ ପ୍ରତିଷ୍ଠାନଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବ୍ୟବସାୟୀ ସଂଘ, ରାଜନୈତିକ ଦଳ, ନାଗରିକ…

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ୱରରେ ଆଜି ୩୪୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୧୨୦ କ୍ୱାରେଣ୍ଟାଇନ୍ ଏବଂ…

ସୁସ୍ଥତା ତାଲିକାରେ ଓଡିଶା ଅଷ୍ଟମ ସ୍ଥାନରେ

ଭୁବନେଶ୍ୱର: ପ୍ରତିଦିନ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ତାଳ ଦେଇ ବଢୁଛି ସୁସ୍ଥତା ହାର । ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ସୁସ୍ଥତା ହାର ରେକର୍ଡ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟାରେ ପୁନରୁଦ୍ଧାର ହୋଇଥିବା ମାମଲା ମଧ୍ୟରୁ…

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା: ତଦନ୍ତ ପରିସରରେ ସମ୍ପୃକ୍ତ ପୋଲିସ ଅଧିକାରୀ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକାକୁ ଗଣଦୁଷ୍କର୍ମ ଘଟଣାରେ ସମ୍ପୃକ୍ତ ଥିବା ପୋଲିସଙ୍କୁ ତଦନ୍ତ ଅଧୀନରେ ଅଣାଯାଇଛି ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ, ତଦନ୍ତକରାଯାଉଛି, ଠିକ ସମୟରେ ଏନେଇ ପୋଲିସ ବକ୍ତବ୍ଯ ରଖିବ । ବର୍ତ୍ତମାନ କୌଣସି…

ଧାରଣାରେ କୋଭିଡ ଯୋଦ୍ଧା

ଯାଜପୁର: ଯାଜପୁର ଜିଲ୍ଲାରେ ଗତ ଅଗଷ୍ଟ ୨୦ ତାରିଖରେ ନିଯୁକ୍ତି ପାଇଥିବା କୋଭିଡ ଏ.ଏନ.ଏମ. ଯୋଦ୍ଧା ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ସୂଚନା ଅନୁସାରେ, ଗତ ଅଗଷ୍ଟ ୧୮ ତାରିଖରେ ଜିଲ୍ଲା ମେଡ଼ିକାଲ ଅଫିସ ପକ୍ଷରୁ ୩୧୧ଟି ଏ.ଏନ.ଏମ. ପୋଷ୍ଟ ଜିଲ୍ଲାର ୧୦ଟି…

ବିଦ୍ୟୁତ ଦର ନିଷ୍ପତ୍ତି OERCର: ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗକୁ ନେଇ ଚାରିଆଡୁ ପ୍ରତିବାଦ ହେଉଛି । ଏହାରି ଭିତରେ ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । ସେ କହିଛନ୍ତି, ବିଦ୍ୟୁତ ଦର ପ୍ରସଙ୍ଗରେ ଓଇଆର୍‌ସି ନିଷ୍ପତ୍ତି ନିଏ । ଦର ବୃଦ୍ଧି ନିଷ୍ପତ୍ତି…

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦ, ରାସ୍ତାକୁ ଓହ୍ଲାଇଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ଦର ୨୦ ପଇସା ଵୃଦ୍ଧି ପ୍ରତିବାଦରେ ବିଜେପିର ପ୍ରତିବାଦ। ଭୁବନେଶ୍ୱର ସ୍ଥିତ ରାଜ୍ୟ  ବିଦ୍ୟୁତ ନିୟମାକ ଆୟୋଗ ସାମ୍ନାରେ ପ୍ରରିବାଦ କରିଛି  ଭୁବନେଶ୍ୱର ଜିଲ୍ଲା ବିଜେପି। ଭୁବନେଶ୍ୱର  ଜିଲ୍ଲା ବିଜେପି ସଭାପତି ବାବୁ ସିଂ ଅଭିଯୋଗ କରିଛନ୍ତି ଯେ, କୋଭିଡ ଦମୟରେ…

ବନ୍ୟାରେ ଧୋଇଗଲା ୨୮୩ କୋଟି ଟଙ୍କାର ନଦୀବନ୍ଧ

ଭୁବନେଶ୍ୱର: ବନ୍ୟାରେ ଧୋଇଗଲା ୨୮୩ କୋଟି ଟଙ୍କାର ନନୀବନ୍ଧ । ଏଥିସହ ୩୮ଟି ଘାଇ ଏବଂ ୯୯୬ କିଟୋର ନବୀବନ୍ଦ ଆଂଶିକ କ୍ଷତିଗ୍ରସ୍ତ ହୋଇଛି । ଏନେଇ ଆଜି ଜଳସମ୍ପଦ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଭାଗିୟ ମୁଖ୍ୟଯନ୍ତ୍ରୀ । ମହାନଦୀ ବେସିନ ମୁଖ୍ୟଯନ୍ତ୍ରୀ ସୁଶାନ୍ତ ରଥ ଚିଠିରେ ଦର୍ଶାଇଛନ୍ତି…