Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ କରୋନା ନେଲା ଆଉ ୧୧ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନା ମୃତ୍ୟୁ ସଂଖ୍ୟା । ଆଜି ପୁଣି ୧୧ ମୁଣ୍ଡ ନେଇଛିି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୨୧ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ଆଜି ବାଲେଶ୍ୱର, ବଲାଙ୍ଗିର,…

ରାସ୍ତା ଉପରେ ଜଳିଗଲା ଗଂଜେଇ ଭର୍ତ୍ତି କାର୍

ମାଲକାନଗିରି: ରାସ୍ତା ଉପରେ ହୁ ହୁ ହୋଇ ଚଳିଗଲା ଚଳନ୍ତାକାର । ମାଲକାନଗିରି ସ୍ଥିତ ଏମଭି ୧୬ ଗାଁ ନିକଟରେ ୩୨୭ ନଂବର ଜାତୀୟ ରାଜପଥରେ ଘଟିଛି ଏପରି ଘଟଣା । ତେବେ କାରରେ ନିଆଁ ଲାଗିବା ପରେ ଜଣାପଡିଛି, କାରରେ ଗଂଜେଇ ଚାଲାଣ କରାଯାଉଥିଲା । କାର ସହ ଗଂଜେଇ ବି ଜଳି ପାଉଁଶ ହୋଇଯାଇଛି । ତେବେ…

୨୫ ଯାଏଁ ପ୍ରବଳ ବର୍ଷା, ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର‌୍ୟ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି…

ସଦ୍‌ଗୁରୁ ଅଗ୍ନିକାଣ୍ଡ ପରେ ସତର୍କ ହେଲେ ସରକାର, କୋଭିଡ ହସ୍ପିଟାଲରେ ଚାଲିଛି ମକଡ୍ରିଲ

ଭୁବନେଶ୍ୱର: କଟକ ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ସତର୍କ ହେଲେ ସରକାର । ଟ୍ୱିନସିଟି କୋଭିହ ହସ୍ପିଟାଲରେ ଆରମ୍ଭ ହେଲା ଯାଂଚ । କୌଣସି ପ୍ରକାରର ଦୁର୍ଘଟଣା ଏଡାଇବାକୁ ଦ୍ୱୈତନଗରୀର ସମସ୍ତ କୋଭିଡ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଂଚ ଚାଲିଛି । ପ୍ରଥମ…

ଡବଲ ମର୍ଡର, ଘରେ ପଶି ଦମ୍ପତିଙ୍କୁ ହତ୍ୟା

ସୁନ୍ଦରଗଡ: ଘରେ ପଶି ଦମ୍ପତିଙ୍କୁ ହତ୍ୟା କଲା ଦୁର୍ବୃତ୍ତ । ସୁନ୍ଦରଗଡ ଜିଲ୍ଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଲଙ୍ଗଳକଟା ଗାଁରେ ଘଟିଛି ଡବଲ ମର୍ଡର। ପାରୁ ମୁଣ୍ଡା ଏବଂ ମଦପାଲି ମୁଣ୍ଡାଙ୍କୁ ଘରେ ପସି କେହି ଜଣେ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏନେଇ…

ଖଣ୍ଡା ଦେଖାଇ ଲୁଟିନେଲେ ଦେଢ଼ ଲକ୍ଷ

ଗଞ୍ଜାମ: ଦୋକାନରେ ପଶି ଖଣ୍ଡା ଦେଖାଇ ଲୁଟ୍ । ଗଂଜାମ ଜିଲ୍ଳା କବିସୂର୍ଯ୍ୟନଗର ଥାନା ଭେଙ୍କଟେଶ୍ୱର ସାହିରେ ଘଟିଛି ଏଭଳି ଘଟଣା । ଦିନ ଦ୍ୱିପହରେ ଏକ ଲୁଗା ଦୋକାନରେ ପଶି ଖଣ୍ଡା ଦେଖାଇ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏହି ଲୁଟ୍‌ର ପୁରା ଘଟଣା ସିସିଟିଭିରେ କଏଦ୍ ହୋଇଛି ।…

ହସର ପସରା ଆଣିଛି ଜୀ ସାର୍ଥକର ‘ଖାଡେଙ୍ଗା ଫ୍ୟାମିଲି’

ଭୁବନେଶ୍ୱର : ଜୀ ସାର୍ଥକ ପକ୍ଷରୁ ଆରମ୍ଭ ହୋଇଛି ନୂଆ କମେଡି ସୋ ‘ଖାଡେଙ୍ଗା ଫ୍ୟାମିଲି’ । ଗତ କିଛି ଦିନ କରୋନା ଯୋଗୁଁ ମନୋରଂଜନ କ୍ଷେତ୍ର ଟିକେ ମାନ୍ଦାବସ୍ଥା ଦେଇ ଗତି କରୁଛି । ଲକ୍ ଡାଉନ ପରେ କମେଡିରେ ଭରପୁର ଏହି ନୂଆ ଧାରାବାହିକ ଆସିଛି । ଏହି ଖାଡେଙ୍ଗା ଫ୍ୟାମିଲିରେ ଅଛନ୍ତି କୁନା…

ବିପଦ ସଂକେତ ଉପରେ ଜଳକା ନଦୀ

ବାଲେଶ୍ୱର: ବିପଦ ସଂକେତ ଟପିଲା ଜଳକା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଜଳକା ନଦୀର ଜଳସ୍ତର ବଢ଼ିଛି । ବସ୍ତା ବ୍ଲକ ମଥାନୀରେ ଜଳକା ବିପଦ ସଂକେତ ୫. ୫୦ ମିଟର ଥିବା ବେଳେ ସେଠାରେ ଜଳସ୍ତର ୫.୮୦ ମିଟର ରହିଛି । ଗତକାଲି ନଦୀର ଉପରମୁଣ୍ଡରେ ଥିବା ରାସଗୋବିନ୍ଦପୁର,…

ଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟର

ଭୁବନେଶ୍ୱର: କରୋନା କଟକଣା ଭିତରେ ଆଜିଠାରୁ ଆରମ୍ଭ ହେଉଛି ପରୀକ୍ଷା । ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଜିଠାରୁ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ…

‘ଏସ ସି ବି’ ଠାରେ ନୂତନ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ କରାଯିବ ନେଇ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ…

କଟକ: ଏସ ସି ବି ନୁତନ ଭେଷଜ କୋଠାରେ କୋଭିଡ ହସ୍ପିଟାଲ କୁ ତୁରନ୍ତ କାର୍ଯ୍ୟକ୍ଷମ କରାଯିବା ସହିତ ଆବଶ୍ୟକ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଶ୍ରୀ ଅନିଲ କୁମାର ସାମଲଙ୍କ ଅଧକ୍ଷତାରେ ଏକ ଜରୁରୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଉଭୟ ଜିଲ୍ଲାପାଳ ଶ୍ରୀ…