Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ; ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

କଟକ: କଟକ ସ୍ଥିତ ଜଗତପୁର କୋଭିଡ୍ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ । ପ୍ରାପ୍ତ ସୂଚନାନୁଯାୟୀ, ସ୍ୱାସ୍ଥ୍ୟ ବିଭାଗ ସଚିବ ଓ ଅଗ୍ନିଶମ ବିଭାଗ ଯୁଗ୍ମ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ…

ଯୌତୁକ ପାଇଁ ବଧୂ ହତ୍ୟା; ପୋଲିସ ବାବୁଙ୍କ ପୁଅ ଗିରଫ

ଭୁବନେଶ୍ୱର: ଯୌତୁକ ପାଇଁ ନବବଧୂକୁ ହତ୍ୟା କରିବା ଅଭିଯୋଗରେ ତମାଣ୍ଡୋ ଥାନାର ଜଣେ ହାବିଲଦାରଙ୍କ ପୁଅକୁ ପୋଲିସ ସୋମବାର ଦିନ ଗିରଫ କରିଛି। ଅଭିଯୁକ୍ତ ଜଣକ ଜାମିନୀ ଗୋଚ୍ଛାୟତ ବୋଲି ଜଣାପଡିଛି। ମୃତକ ବନ୍ଦନା ଜେନାଙ୍କ ପରିବାରର ଅଭିଯୋଗ ଆଧାରରେ ତାଙ୍କୁ ଗିରଫ କରାଯାଇଛି। ଉକ୍ତ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୨୫ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ମାଲକାନଗିରି,…

ଓଡିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡିଶାର ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି  ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ‌ରେ ଆଜି …

ନାବାଳିକା ଝିଅ ସହ ଦୁଷ୍କର୍ମ କରିଥିବା ନେଇ ବାପା ବିରୁଦ୍ଧରେ ଅଭିଯୋଗ ଆଣିଲେ ମା’

ଭୁବନେଶ୍ୱର: ନିଜ ୧୨ ବର୍ଷୀୟା ନାବାଳିକା ଝିଅକୁ ଦୁଷ୍କର୍ମ କରିଛି ବାପା। ଏନେଇ ଝିଅର ମାଆ ଥାନାରେ ଅଭିଯୋଗ କରିଛନ୍ତି। ଏଭଳି ଏକ ଲଜ୍ୟା ଜନକ ଘଟଣା ଘଟିଛି ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ । ପିଡିତାଙ୍କ ମାଆଙ୍କ ଅଭିଯୋଗ କ୍ରମେ, ନାବାଳିକାର ବାପା ପ୍ରତିଦିନ ମଦ ପିଇ ମା’ଙ୍କୁ ପିଟୁଥିଲା…

ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ…

ବିଧାନସଭା ଅଧିବେଶନ: ଆସନ୍ତା ୨୫ ରେ ସର୍ବଦଳୀୟ ବୈଠକ ଡକାଇବେ ବାଚସ୍ପତି

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୫ ରେ ସର୍ବଦଳୀୟ ବୈଠକ ଡକାଇବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପତ୍ର । ଏନେଇ ବାଚସ୍ପତି ସୋମବାର ଦିନ ସୂଚନା ଦେଇଛନ୍ତି । ଏହି ବୈଠକରେ କୋଭିଡ ଗାଇଡ଼ଲାଇନକୁ କଡାକଡି ପାଳନ କରି ଗୃହର କାର୍ଯ୍ୟକାରିତା ଉପରେ ଆଲୋଚନା କରାଯିବ ବୋଲି ବାଚସ୍ପତି କହିଛନ୍ତି ।।…

ପୂର୍ବତନ ରେଲୱେ କର୍ମଚାରୀ ନାରାଣସିଂହଙ୍କ ପରଲୋକ

ଯାଜପୁର: ଯାଜପୁର ଜିଲ୍ଲା କୋରେଇ ବ୍ଲକ ବରୁଣ୍ଡାଇ ଗ୍ରାମ ପଞ୍ଚାୟତର ବୈତରଣୀ ବଜାର ଲକ୍ଷ୍ମୀ ପୂଜା କମିଟିର ମୁଖିଆ ତଥା ପୂର୍ବତନ ରେଲୱେ କର୍ମଚାରୀ ନାରାଣସିଂହଙ୍କ ହୃଦଘାତରେ ନିଜ ବାସଭବନରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କର ୮୦ ବଷ ବୟସ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ ।…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

ଆରପାରିରେ ଅଭୟ ପାଢ଼ୀ

ଭୁବନେଶ୍ୱର: ପ୍ରସାର ଭାରତୀର ଆଡିସନାଲ ଡାଇରେକ୍ଟର ଜେନେରାଲ (ଏଡିଜି) ଅଭୟ କୁମାର ପାଢୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ପୂର୍ବରୁ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ସ୍ୱର୍ଗତଃ ପାଢ଼ୀ ଆଇଏମସି,ଢେଙ୍କାନାଳର ଜଣେ ପୂର୍ବତନ ଅଧ୍ୟାପକ ମଧ୍ୟ ଥିଲେ।