Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ ସୁପରଫାଷ୍ଟ ଏକ୍ସପ୍ରେସ

ଭୁବନେଶ୍ୱର:୨୦୮୩୭/୨୦୮୩୮ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସର ଗୋଟିଏ ରେକ୍କୁ ଆଧୁନିକ ଲିଙ୍କେ ହଫମ୍ୟାନ୍ ବୁଶ୍ (LHB) କୋଚ୍ ସହିତ ଚଳାଚଳ କରାଯିବ ପାଇଁ ରୂପାନ୍ତରିତ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ଉନ୍ନତ ସୁବିଧା, ନିରାପତ୍ତା ଏବଂ ଆରାମ ପ୍ରଦାନ କରିଥାଏ।…

ଏନକାଉଣ୍ଟରରେ ଟପ୍ ମାଓବାଦୀ କମାଣ୍ଡର ନିହତ

ରାଞ୍ଚି: ଝାଡ଼ଖଣ୍ଡର ଗୁମଲା ଜିଲ୍ଲାରେ ବୁଧବାର ସକାଳେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ପିପୁଲ୍ସ ଲିବରେସନ ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଲଏଫଆଇ)ର ଜଣେ ଟପ୍ କମାଣ୍ଡର ନିହତ ହୋଇଛନ୍ତି। ସେ ମୋଷ୍ଟ ୱାଣ୍ଟେଡ ଥିବା ବେଳେ ତାଙ୍କ ଉପରେ ୧୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।…

ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାକୁ ନେଇ ଏପରି କହିଲେ ଏସପି…

କେନ୍ଦ୍ରାପଡ଼ା: ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ମୁଁ ନିଜେ ତଦନ୍ତ କରିବି କହିଲେ କେନ୍ଦ୍ରାପଡ଼ା ଏସପି । କେଉଁ ପରିସ୍ଥିତିରେ ଯୁବତୀ ଜଳିଗଲେ ତାହାର ତଦନ୍ତ କରିବି। ସୂଚନାଥାଉକି, ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା…

ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪…

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନର…

ଚାଷୀଙ୍କୁ ଲାଞ୍ଚ ମାଗି ଫସିଲେ ରେକର୍ଡ କିପର

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ କେନ୍ଦୁଝର ସେଟଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ରେକର୍ଡ କିପର ହାଡିବନ୍ଧୁ ବେହେରାଙ୍କୁ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିବା ସମୟରେ ଗିରଫ କରିଛନ୍ତି। ଭିଜିଲାନ୍ସର ଏକ ବିଜ୍ଞପ୍ତି ଅନୁଯାୟୀ, ସେ ଜଣେ…

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା…

ଓଡିଶାରେ ୬୦ ପ୍ରତିଶତ ପିଲାଙ୍କ ପାଖରେ ନାହିଁ ଆଧାରକାର୍ଡ

ଭୁବନେଶ୍ବର: ଓଡ଼ିଶାରେ ୫ ବର୍ଷ ବୟସ ପର୍ଯ୍ୟନ୍ତ ୬୦ ପ୍ରତିଶତ ଏବଂ ୫-୧୮ ବର୍ଷ ବୟସ ପିଲାଙ୍କ ୯ ପ୍ରତିଶତ ପିଲାଙ୍କ ପାଖରେ ଆଧାର କାର୍ଡ ନାହିଁ । ବର୍ତ୍ତମାନ ସମସ୍ତ କାମ ପାଇଁ ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI) ଦ୍ୱାରା ଜାରି କରାଯାଇଥିବା ସ୍ୱତନ୍ତ୍ର ପରିଚୟ ପତ୍ର ଆଧାର…

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଲେ, ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ…

ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। ବାଜରା ପ୍ରୋତ୍ସାହନ ଓ ସଂରକ୍ଷଣ…

ଜୀବନ୍ତ ଜଳିଗଲେ ଯୁବତୀ, ପ୍ରେମିକ ବ୍ଲାକ୍‌ମେଲିଂ କରୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ। ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା ଜଣାପଡିଛି…