Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ; ସଫେଇ ପାଇଁ ବାଲୁକା କଳାରେ ସୁଦର୍ଶନଙ୍କ ଆହ୍ୱାନ

ଭୁବନେଶ୍ୱର: ‘ଆନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ’ରେ ପଦ୍ମଶ୍ରୀ ବିଜେତା ତଥା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମି ସଫେଇ କରିବା ପାଇଁ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହି ଅବସରରେ ପୁରୀ ବେଳାଭୂମିରେ ମୋ ବିଚ୍ କାର୍ଯ୍ୟକ୍ରମ ଅଧିନରେ ବଡ ଧରଣର ସଫେଇ କାର୍ଯ୍ୟ…

କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ; ୨୮୩୩ ଅମାନିଆଙ୍କଠାରୁ ଜୋରିମାନା ଆଦାୟ

ଭୁବନେଶ୍ୱର: କୋଭିଡ୍ ୧୯ ଗାଇଡଲାଇନ ଉଲ୍ଲଂଘନ କରିବା ଅଭିଯୋଗରେ ୨୮୩୩ଜଣ ଅମାନିଆଙ୍କଠାରୁ ଜୋରିମାନା ଆଦାୟ କରିଛି କମିଶନରେଟ ପୋଲିସ। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରାପ୍ତ ସୂଚନାନୁଯାୟୀ, ଭୁବନେଶ୍ୱରରେ କୋଭିଡ୍ ଗାଇଡ୍ଲାଇନ୍ସ ଉଲ୍ଲଂଘନ ଅଭିଯୋଗରେ ଗତ…

ବର୍ଦ୍ଧିତ କରୋନା ରୋଗୀଙ୍କ ସ୍ୱାସ୍ଥ୍ୟ ସୁବିଧା ନିମନ୍ତେ ବଢିବ ଆଇସିୟୁ ବେଡ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ତଥା ରାଉରକେଲା ଓ ଆଖପାଖ ଅଞ୍ଚଳରେ କୋଭିଡ୍-୧୯ ସଂକ୍ରମଣର ବର୍ଦ୍ଧିତ ହାରକୁ ଦୃଷ୍ଟିରେ ରଖି ରାଜ୍ୟସରକାରଙ୍କ ଅନୁମତି କ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ କେତେକ ହସ୍ପିଟାଲରେ ବେଡ୍ ସଂଖ୍ୟା ବଢାଯିବ। ତଦନୁଯାୟୀ ଜୟପ୍ରକାଶ୍ ହସ୍ପିଟାଲ ଓ ଶାନ୍ତି ମେମୋରିଆଲ ଭଳି…

ଆଉ ଜଣେ ବିଜେପି ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି)ର ଆଉ ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଧାୟକ ଜଣକ ହେଉଛନ୍ତି ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ୍ । ଏ ସମ୍ପର୍କରେ ସେ ସୋସିଆଲ୍ ମିଡିଆରେ ଶୁକ୍ରବାର ଦିନ ସୂଚନା ଦେଇଛନ୍ତି । ମୁଁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସମସ୍ତ ସୁସ୍ଥତାଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭୮୨, କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯,…

ଆସନ୍ତା ସାତ ଦିନ ଭିତରେ ଭୁବନେଶ୍ୱରରେ କୋଭିଡ ସ୍ଥିତିରେ ସୁଧାର ଆସିବ: ବିଏମସି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ ଟେଷ୍ଟ ବଢିଥିଲେ ସୁଦ୍ଧା ଗତ ସପ୍ତାହକ ମଧ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବଢିନି । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଭୁବନେଶ୍ୱରରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ସଂଖ୍ୟା ପ୍ରାୟ ୭୪…

ଅକ୍ଟୋବର ୧୨ରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଅକ୍ଟୋବର ୧୨ରୁ ୧୯ ଯାଏଁ ରାଜ୍ୟରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ପ୍ରାପ୍ତ ସୂଚନାନୁଯାୟୀ, ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଏଥିସହିତ ଚଳିତ ଥର ସିବିଟି ପଦ୍ଧତିରେ…

ସପ୍ତାହେ ପାଇଁ କଣ୍ଟେନମେଣ୍ଟ ଅଂଚଳ ଘୋଷଣା ହେଲା ଭୁବନେଶ୍ୱର ଜୁଡିସିଆଲ ପରିସର

ଭୁବନେଶ୍ୱର: ସିଭିଲ କୋର୍ଟରୁ ଅନେକ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସପ୍ତାହେ ପାଇଁ ଭୁବନେଶ୍ୱର ଜୁଡିସିଆଲ ପରିସରକୁ କଣ୍ଟେନମେଣ୍ଟ ଅଂଚଳ ଘୋଷଣା କରିଛି ବିଏମସି । ଆସନ୍ତାକାଲିଠୁ ୨୫ ତାରିଖ ଯାଏଁ ଏହା ଲାଗୁ ହେବ । ତେବେ କଣ୍ଟେନମେଣ୍ଟରୁ ବାଦ ପଡିଛି ଉପଜିଲ୍ଲାପାଳଙ୍କ ଅଫିସ,…

ସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି…

ଭୁବନେଶ୍ୱରରେ ଆଜି ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ; କେଉଁଁ ଅଞ୍ଚଳରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୱିଟ୍ ଅନୁଯାୟୀ ଆକ୍ରାନ୍ତଙ୍କ ମଧ୍ୟରେ ୯୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୧୫ଟି ସ୍ଥାନୀୟ…