Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ଦେହାନ୍ତ

କଟକ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଆଇପିଏସ୍ ଅଧିକାରୀ ଅଶୋକ ସାହୁ ଗୁରୁବାର ସକାଳେ କଟକସ୍ଥିତ ପିଠାପୁରରେ ଥିବା ବାସଭବନରେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଶ୍ରୀ ସାହୁଙ୍କ ଭାଇ ଅକ୍ଷୟ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ…

ରାଜ୍ୟରେ ଆଉ ୧୩ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ୧୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୬୯ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, କଟକରୁ ୧, ଗଜପତିରୁ ୨, ଖୋର୍ଦ୍ଧାରୁ ୧,…

ରାଜଧାନୀରେ ଚାଞ୍ଚଲ୍ୟ..ନିଶାସକ୍ତ ମାଆକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର: ସୁନ୍ଦରପଦାରେ ମାଆକୁ ହତ୍ୟା କଲେ ଦୁଇ ନାବାଳକ ପୁଅ । ପ୍ରଧାନସାହି ଅର୍ଚିଡ ଆପାର୍ଟମେଣ୍ଟରେ ଘଟିଛି ଏହି ଘଟଣା । ମାଆର ଅତ୍ୟାଚାର ସହି ନ ପାରି ପୁଅମାନେ ଏହି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । ସୂଚନା ଯୋଗ୍ୟ ଯେ, ହତ୍ୟାର ଶିକାର ହୋଇଥିବା ମହିଳା ନିଶାସକ୍ତ ଅବସ୍ଥାରେ…

ବାଲୁକା କଳାରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ପୁରୀ ବେଳାଭୂମିରେ ବାଲୁକାକଳାରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।…

ରାଜ୍ୟରେ ଆଜିବି ୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୧ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ…

ଦେଶରେ ୫୧ ଲକ୍ଷ ଟପିଲା କରୋନା ମାମଲା; ୧୦ ଲକ୍ଷ ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାର ପାଖାପାଖି…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ୭୦ ବର୍ଷରେ ପାଦ ଥାପିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି ନବୀନ। ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ, ନରେନ୍ଦ୍ର…

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୫୧ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୮୨୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୨,୩୬୬ ଜଣଙ୍କର ଆଣ୍ଟିଜେନ, ୯୩୫୨ ଟି ଆରଟିପିସିଆର୍ ଓ ୧୦୬ ଟି ଟ୍ରୁନଟ୍‌ ପରୀକ୍ଷା…

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ଆଜି ମହାଳୟା; କାହିଁକି ଓ କିପରି ହୁଏ ପାଳନ, ଜାଣନ୍ତୁ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବାର ପରମ୍ପରା ରହିଛି। ଆଶ୍ଵିନ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥିରେ ମହାଳୟା ପଡିଥାଏ । ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ…