Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲା ମହାନଗର ନିଗମ ପକ୍ଷରୁ ଜନସଂପର୍କ ଅଭିଯାନ

ରାଉରକେଲା: ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ ପକ୍ଷରୁ ପରିକଳ୍ପନା କରାଯାଥିବା ସ୍ମାର୍ଟ ରୋଡ୍ ଫେଜ୍ – ୨ ନିର୍ମାଣ କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏହି ପ୍ରକଳ୍ପ ଅଧିନରେ ସମୂଦାୟ ୨୮ଟି ରୋଡର ଉନ୍ନତିକରଣ କାର୍ଯ୍ୟ ହାତକୁ ନିଆଯିବ। ସହରର ମୁଖ୍ୟ ମୁଖ୍ୟ ରାସ୍ତାର ଉନ୍ନତିକରଣ କାର୍ଯ୍ୟ ଏହି…

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ସୁସ୍ଥ, ଡିସଚାର୍ଜ ହେଲେ ୪୧୨୧ କରୋନା ରୋଗୀ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜ୍ୟରେ ଦୁଇଟି ବଡ ରେକର୍ଡ । ଗତ ୨୪ ଘଂଟାରେ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେହି ଅନୁପାତରେ ସୁସ୍ଥ ହୋଇଛନ୍ତି ରୋଗୀ । ଆଜି ରାଜ୍ୟରୁ ୪୧୨୧ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା…

୧୮ରୁ ପୁଣି ବର୍ଷିବ!!

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଓଡିଶା ପାଇଁ ପ୍ରବଳ ବର୍ଷା ସତର୍କ ସୂଚନା ଜାରି କରିଛନ୍ତି । ରାଜ୍ୟ ସରକାର ବୁଧବାର ଜିଲ୍ଲା କଲେକ୍ଟରମାନଙ୍କୁ ଅଧିକ ସଜାଗ ରହିବାକୁ କହିଛନ୍ତି। ଏକ ଚିଠିରେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କଲେକ୍ଟରମାନଙ୍କୁ…

ଭୁବନେଶ୍ୱରରୁ ଆଜି ଆଉ ୩୬୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ବାହାରିଛନ୍ତି ପଜିଟିଭ । ଭୁବନେଶ୍ୱର ମହାନଗର ନିଗମରୁ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୬ ଜଣ ରହିଥିବା ବେଳେ ୨୮୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୦୬ ଜଣ…

‘ଉପଯୁକ୍ତ ମେଡିକାଲ ବ୍ୟବସ୍ଥା ସହ ଟ୍ୱିନସିଟିକୁ ଆସନ୍ତୁ କରୋନା ରୋଗୀ’

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏଥିସହ କଟକରେ ମଧ୍ୟ ସମାନ ସ୍ଥିତି ରହିଛି । ଟ୍ୱିନସିଟିରେ ଦିନକୁ ଦିନ କରୋନା ପ୍ରକୋପ ଦ୍ରୁତ ଗତିରେ ବଢ଼ିଛି । ଏହାମଧ୍ୟରେ ଟ୍ୱିନ୍‌ ସିଟିକୁ ଆସୁଥିବା କୋଭିଡ୍‌ ରୋଗୀଙ୍କୁ ପରାମର୍ଶ…

ଡିସିପିଙ୍କୁ ଜଣାଅ ମୂର୍ତ୍ତିର ଉଚ୍ଚତା: ହାଇକୋର୍ଟ

କଟକ: କଟକରେ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଆଜି ଶୁଣାଣି ହୋଇଛି । କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ପୂଜା କମିଟି ମୂର୍ତିର ଉଚତା ନେଇ ଡିସିପିଙ୍କୁ ଜଣାଇବେ । ଆଜି ସନ୍ଧ୍ୟା ୭ଟା ସୁଦ୍ଧା ପ୍ରତ୍ୟେକ କମିଟି ସେମାନେ କରିଥିବା ମୂର୍ତିର ଉଚତା ନେଇ…

ବିନା ଭକ୍ତରେ ହେବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା

ଭବାନୀପାଟଣା: ଏଥର ବିନା ଭକ୍ତରେ ହେବ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । କୋଭିଡ ଗାଇଡଲାଇନ୍ ଅନୁସାରେ ପୁଜାରୀ ଓ ସହଯୋଗୀଙ୍କୁ ନେଇ ମା’ଙ୍କ ଛତର ନିର୍ଦ୍ଧାରିତ ସମୟରେ ମନ୍ଦିରରେ ପହଂଚିବ । ଏଥିସହ ପଶୁବଳି ମଧ୍ୟ ପଡିବ ନାହିଁ । ଛତର ଯାତ୍ରା ଦିନ ପୁରା…

ସ୍କୁଲରେ କିଚେନ୍ ଗାର୍ଡେନ୍‌

ଭୁୁବନେଶ୍ୱର: ସ୍କୁଲରେ ଆରମ୍ଭ ହୋଇଛି କିଚେନ୍ ଗାର୍ଡେନ । ରାଜ୍ୟ ସରକାର ଏହାକୁ ଆରମ୍ଭ କରିଛନ୍ତି । ମଧ୍ୟନ୍ନ ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଚାଲିଛି। ଏ ନେଇ ରାଜ୍ୟର 43ହଜାର ସ୍କୁଲକୁ 5 ହଜାର ଟଙ୍କା ଦିଆଯାଇଛି। ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ ଦେବ । ସ୍କୁଲ ପରିସରରେ…

କୋଭିଡ ପରିଚାଳନାରେ ରାଜ୍ୟ ସରକାର ଫେଲ୍‌: ତାରା

ଭୁବନେଶ୍ୱର: କୋଭିଡ କେୟାର ସେଂଟର ଏବଂ ଟିଏମ୍‌ସି ବନ୍ଦ କରିବା ପ୍ରସଙ୍ଗରେ ସରକାରଙ୍କ ଉପରେ ଗର୍ଜିଲେ ବିରୋଧୀ । କଟକ, ଭୁବନେଶ୍ୱରକୁ ନଆଣିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ତାରା ପ୍ରସାଦବାହିନୀ ପତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ…

୮ ଦିନର ଯାଆଁଳା ଶିଶୁକୁ କରୋନା

ଭୁବନେଶ୍ୱର: ରାଜ୍ୟ ବଢ଼ି ଚାଲିଛି କରୋନା ସଂକ୍ରମଣ । ଏହି ମହାମାର ଦିନ ଦିନ ବେଶ୍ ଭୟାବହ ହେବାରେ ଲାଗିଛି । ଏବେ ଏହି ମହାମାରୀ କବଳରେ ପଡିଛନ୍ତି ୮ ଦିନ ଯାଆଁଳା ଶିଶୁ । ଦୁଇ ଯମଜ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଭୟ କରୋନା ଆକ୍ରାନ୍ତ ଶିଶୁଙ୍କୁ କିମ୍ସ କୋଭିଡ ହସପିଟାଲରେ ଭର୍ତି…