Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱଚ୍ଛ ପୁରୀ ପ୍ରୟାସ, ଆରମ୍ଭ ହେଲା ‘ଲୋଗୋ ଓ ଟ୍ୟାଗ୍ ଲାଇନ’ ପ୍ରତିଯୋଗିତା

ପୁରୀ: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ରୂପେ ଗଢ଼ିବା ପାଇଁ ‘ସ୍ୱଚ୍ଛ ପୁରୀ ପ୍ରୟାସ’ ଜରିଆରେ ଲୋଗୋ ଓ ଟ୍ୟାଗ୍‌ଲାଇନ୍ ପ୍ରତିଯୋଗିତା ଆରମ୍ଭ ହୋଇଛି । ଜନସାଧାରଣ ଙ୍କ ଯୋଗଦାନ ଏବଂ ଏ ସମ୍ବନ୍ଧ ରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟ ରେ ପୁରୀ ପୌରପାଳିକା ପ୍ରତିଯୋଗିତା ଆୟୋଜନ କରିଛି ।…

ମୌସୁମୀ ଅଧିବେଶନ: ୨୭ରେ ହେବ ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହା ପୂର୍ବରୁ ବିଧଶୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ ଟେଷ୍ଟ । ୨୭ ଓ ୨୮ ତାରିଖରେ ସ୍ୱତନ୍ତ୍ର କ୍ୟାମ୍ପରେ ବିଧାୟକଙ୍କ କରୋନା ପରୀକ୍ଷା କରାଯିବ । ବିଧାୟକଙ୍କ ସହିତ ସେମାନଙ୍କ ବ୍ୟକ୍ତିଗତ…

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

କଟକ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲ୍‌ବାହୀ ଟ୍ରେନ୍ । କଟକ ଶିଖରପୁର ଲେବଲ କ୍ରସିଂ ନିକଟରେ ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଭଦ୍ରକରୁ ମାଲଗାଡିଟି ଖୋର୍ଦ୍ଧା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ମାଲବାହୀ ଟ୍ରେନ୍‌ର ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଛି । ୧୦…

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ସିବିଆଇ ତଦନ୍ତ ଦାବି ହୋଇଛି । ଏନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି । ପୀଡିତାଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଆବେଦନ ହୋଇଛି । ଏହାସହ ଘଟଣାରେ ସମ୍ପୃକ୍ତ ସମସ୍ତ…

ଭାଙ୍ଗିଲା ରେକର୍ଡ: ରାଜ୍ୟରୁ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୪୨୭୦ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର,…

ରାଜ୍ୟବାସୀଙ୍କୁ ବିଶ୍ଵକର୍ମା ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, "ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା…

ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୨ ମୃତ, ୧୦ ଆହତ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଏକ ଅଟୋ ରିକ୍ସା କୁ ବିପରିତ ଦିଗରୁ ଆସୁଥିବା ଏକ ଟ୍ରଲର…

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଦିନ…

ବନ୍ୟା କ୍ଷୟକ୍ଷତି: ଆକଳନ କାରିବାକୁ ଆଜି ଆସିବେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର: ଗତ ମାସରେ ରାଜ୍ୟରେ ବିଭୀଷିକା ରଚିଥିଲା ବନ୍ୟା । ଏଥିରେ ଅନେକ କ୍ଷୟକ୍ଷତି ହୋଇଛି। ଚାଷବାସ ଉଜୁଡ଼ି ଯାଇଛି, କେତେଯେ ଘର ଉଜୁଡ଼ି ଯାଇଛି ତାର ହିସାବ ନାହିଁ। ଏହି ପ୍ରଳୟଙ୍କରୀ ବନ୍ୟାର କ୍ଷୟକ୍ଷତି ଆକଳନ ପାଇଁ ଏକ କେନ୍ଦ୍ରୀୟ ଟିମ୍ ଆଜି ଓଡ଼ିଶା ଆସିବେ।ଗୃହ ମନ୍ତ୍ରଣାଳୟର ଯୁଗ୍ମ…