Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମନ୍ଦିରର ସେବାୟତଙ୍କୁ ମିଳିବନି କୌଣସି ଆର୍ଥିକ ସହାୟତା’

ଭୁବନେଶ୍ୱର: ମନ୍ଦିରର ସେବାୟତଙ୍କୁ ମିଳିବନି କୌଣସି ଆର୍ଥିକ ସହାୟତା । ଏନେଇ ଆଜି ସଫା ସଫା କହିଛନ୍ତି ରାଜ୍ୟ ସରକାର । ବାୟତଙ୍କୁ କୌଣସି ଆର୍ଥିକ ସହାୟତା ଯୋଗାଇ ଦିଆଯାଇ ପାରିବ ନାହିଁ ବୋଲି ରାଜ୍ୟ ସରକାର ଆଜି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି । ଏପରି ହେଲେ ସମ୍ବିଧାନ ଧାରା ୨୭ର…

ସେପ୍ଟେମ୍ବର ୨୯ରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏଁ ଚାଲିବ। ଏହି ସମୟ ମଧ୍ୟରେ ରବିବାର ଦିନ ମଧ୍ୟ ବିଧାନସଭା ବୈଠକ ହେବ ବୋଲି ସୁତ୍ରରୁ ପ୍ରକାଶ। ଅଧିକ…

ସ୍କୁଲ ଫି ଛାଡ ପ୍ରସଙ୍ଗ: ଆପୋଷ ବୁଝାମଣାରେ ବାହାରିଲା ସମାଧାନର ବାଟ

କଟକ: ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ତୁଟିଛି ବିବାଦ। ରାଜ୍ୟ ସରକାରଙ୍କ ମଧ୍ୟସ୍ଥତାରେ ଆପୋଷ ବୁଝାମଣାରେ ସମାଧାନର ବାଟ ବହାର କରିବାକୁ ପୂର୍ବରୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଉଭୟଙ୍କ ମଧ୍ୟରେ ଏକ ବୈଠକ ମାଧ୍ୟମରେ ବିବାଦ ତୁଟିଥିବା ଜଣାପଡ଼ିଛି । ଏହି ସମାଧାନର ପ୍ରସ୍ଥାବକୁ…

ରାଜଧାନୀରେ ବଢ଼ୁଛି ସ୍ଥାନୀୟ ସଂକ୍ରମଣ, ୨୩୮ ଲୋକାଲ କେସ୍ ସହ ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ବଢ଼ୁଛି ସ୍ଥାନୀୟ ସଂକ୍ରମଣ । ଆଜି ପୁଣି ରାଜଧାନୀ ବିଏମ୍‌ସି ଅଂଚଳରୁ ୩୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୩ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୭୧ ଜଣ ଆରୋଗ୍ୟ…

୨୦୧୯-୨୧ରେ ବାଘ ଓ ହାତୀ ପ୍ରକଳ୍ପରେ ଓଡିଶାକୁ ମିଳିଛି ୩୬ କୋଟି: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ବାଘ ଏବଂ ହାତୀଙ୍କ ଭଳି ବିଲୁପ୍ତ ପ୍ରଜାତିର ପ୍ରାଣୀଙ୍କ ସଂରକ୍ଷଣ ପାଇଁ ଓଡିଶାକୁ ୨୦୧୯-୨୧ ବର୍ଷ ମଧ୍ୟରେ ଭାରତ ସରକାର ବାଘ ଓ ହାତୀ ପ୍ରକଳ୍ପରେ ୩୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଦେଇଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି…

ଜେଲ୍‌ରୁ ମୁକୁଳି ଶୋଭାଯାତ୍ରାରେ ବୁଲିଲେ ଅଭିଯୁକ୍ତ

ଭୁବନେଶ୍ୱର:ଖୋଲା ଜିପରେ ବାହାରିଛି ଶୋଭାଯାତ୍ରା । ଶହ ଶହ ଯୁବକ ଏକାଠି ହୋଇ ରାଲି କରୁଛନ୍ତି । ଗାଡିରେ ଅଛନ୍ତି କିଛି ଯୁବକ ଆଉ ବାହାରେ ଶହ ଶହ ଯୁବକ ଜୟ ଜୟ ନାରା ଦେଉଛନ୍ତି । ଆପଣ ଦେଖୁଥିବା ଏହି ଦୃଶ୍ୟ କୌଣସି ନିର୍ବାଚନ ବେଳର ନୁହେଁ । କିମ୍ବା ନିର୍ବାଚନ ଜିତିବା ପରେ ନେତା…

କରୋନା ସଂକ୍ରମିତ ଓଡିଆ ଡାକ୍ତରଙ୍କ ମୃତ୍ୟୁ

ଭୁବନେଶ୍ୱର: ବ୍ରିଟେନରେ ଅବସ୍ଥାପିତ ଓଡିଆ ଡାକ୍ତର ବିଷ୍ଣୁ ମୋହନ ରାଉତରାୟଙ୍କର କରୋନା ସଂକ୍ରମଣରେ ରବିବାର ଦିନ ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ ସ୍କଟଲାଣ୍ଡର ଏକ ହସ୍ପିଟାଲରେ ଇଏନଟି ସର୍ଜନ ଭାବରେ କାର୍ଯ୍ୟ କରୁଥିଲେ । ସେ ବିଗତ ୪୦ ବର୍ଷ ପୂର୍ବେ…

୭.୫ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ଗିରଫ

ଯାଜପୁର: ଯାଜପୁର ଜିଲ୍ଲା ଛତିଆ ଅଂଚଳରେ ମେଲିଛି ଧଳା ଜହର କାରବାର । ଏହି କାରବାରର ପର୍ଦ୍ଦାଫାଶ କରିଛି ଯାଜପୁର ଜିଲ୍ଲା ବୈରୀ ପୋଲିସ । ଜିଲ୍ଲା ଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍ ଛତିଆ କମ୍ପାନୀ ବଜାରରେ ଚଢଉ କରି ୪ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ସୋଲର, ବାଲିଚନ୍ଦ୍ରପୁର ଓ…

ଆରପାରିରେ ବିଶିଷ୍ଟ ସାହିତ୍ୟିକ ନଦିଆ ବିହାରୀ ମହାନ୍ତି

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ନଦିଆ ବିହାରୀ ମହାନ୍ତିଙ୍କ ପରଲୋକ। କରୋନା ଆକ୍ରାନ୍ତ ହେବା ପରେ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ ଶ୍ରୀ ମହାନ୍ତି। ସୋମବାର ୯୦ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ‘ବଡ଼ଭାଇ’ ନାମରେ ସାରା ରାଜ୍ୟରେ ଅତି ପରିଚିତ ନଦିଆ ମହାନ୍ତି…

କଟକରୁ ପୁଣି ନକଲି ପୂଜା ଘିଅ, ସସ୍ କାରଖାନା ଠାବ

କଟକ: ପୁଣି କଟକରୁ ଅସଲି ବ୍ରାଣ୍ଡର ନକଲି ଜିନିଷ ଠାବ ।  କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ନଂ ୱାର୍ଡ ସ୍ଥିତ ଗାନ୍ଧିଛକ ନିକଟରେ ଏକ ନକଲି ଘିଅ ଓ ସସ୍ କମ୍ପାନୀ ଉପରେ ଚଢାଉ ହୋଇଛି । ପୋଲିସ ଚଢାଉରେ କରି କମ୍ପାନୀ ଭିତରୁ ୧୦୦୦ କେଜିରୁ ଉର୍ଦ୍ଧ ଗୁଆଘିଆ ଓ ସସ ଜବତ କରିଛି ।…