Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନାରେ ଚାଲିଗଲେ ଖଣ୍ଡଗିରି ଥାନା ଏଏସ୍‌ଆଇ

ଭୁବନେଶ୍ୱର: କରୋନା ନେଲା ଆଉ ଜଣେ କୋଭିଡ ଯୋଦ୍ଧାଙ୍କ ଜୀବନ । ଭୁବନେଶ୍ୱର ଖଣ୍ଡଗିରି ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ଶିଶିର କୁମାର ସେଠୀଙ୍କ ମୃତ୍ୟୁ ହୋଇଛି । ସେ କରୋନା ଲଢ଼େଇରେ ହାରିଯାଇଛନ୍ତି । ଏନେଇ ଭୁବନେଶ୍ୱର ଡିସିପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଭଳି ଜଣେ ଦକ୍ଷ ଅଫିସରଙ୍କୁ…

ଢେଙ୍କାନାଳ ବିଧାୟକ ସୁଧିର ସାମଲଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଏସମ୍ପର୍କରେ ସୋମବାର ଦିନ ସୋସିଆଲ୍ ମିଡିଆରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ ଲେଖିଛନ୍ତି, ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି ଏବଂ ମୁଁ ସଙ୍ଗରୋଧରେ ଅଛି।…

ପଞ୍ଚଭୂତରେ ଲୀନ ହେଲେ କିମ୍ବଦନ୍ତୀ ଅଭିନେତା ଅଜିତ ଦାସ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ଓଡ଼ିଆ ସିନେ ଜଗତର ଖ୍ୟାତନାମା ଅଭିନେତା ଅଜିତ ଦାସ। ଭୁବନେଶ୍ବର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର ସଂପନ୍ନ ହୋଇଥିବା ସୂଚନା ମିଳିଛି । ଗାର୍ଡ ଅଫ ଅନର୍ ସହ ଅଜିତଙ୍କୁ ବିଦାୟ ଦିଆଯାଇଛି । ଅଜିତଙ୍କ ବଡ଼ ଝିଅ ତାଙ୍କୁ ମୁଖାଗ୍ନି…

ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି; ଲୋକାୟୁକ୍ତରେ ହାଜର ହେଲେ ୨ ଆଇଏଏସ ଅଧିକାରୀ

ଭୁବନେଶ୍ୱର: ରାଜ୍ୟରେ ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତରେ ହାଜର ହୋଇଛନ୍ତି ୨ ବରିଷ୍ଠ ଆଇଏଏସ ଅଧିକାରୀ । ସେମାନଙ୍କ ମଧ୍ୟରେ ରହିଛନ୍ତି- ତତ୍କାଳୀନ କ୍ରୟ କମିଟିର ଅଧ୍ୟକ୍ଷ ତଥା ବରିଷ୍ଠ ଆଇଏଏସ ହେମନ୍ତ କୁମାର ଶର୍ମା ଏବଂ ଅନ୍ୟଜଣେ ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷା…

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର କରୋନା' ପଜିଟିଭ ବାହାରିଛି ଆମେ ଏବେ ସୁସ୍ଥ ଅଛୁ” ବୋଲି ଉଲ୍ଲେଖ…

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ; ଏନଡିଏ ପ୍ରାର୍ଥୀଙ୍କୁ ନବୀନଙ୍କ ସମର୍ଥନ

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନର ଅବ୍ୟବହିତ ପୂର୍ବରୁ ସୋମବାର ଦିନ ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ (ବିଜେଡି) ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବୋଲି ଘୋଷଣା କରିଛି । ଏନଡିଏ ପ୍ରାର୍ଥୀ ଭାବେ ରହିଛନ୍ତି ହରିବଂଶ ନାରାୟଣ ସିଂହ । ଏହାଛଡା ବିରୋଧି ଦଳଙ୍କ ପ୍ରାର୍ଥୀ…

[ଦେଖନ୍ତୁ ଭିଡ଼ିଓ] : ୬୧ ବର୍ଷ ତଳେ କଟକ ପ୍ରସିଦ୍ଧ ଦୁର୍ଗାପୂଜାର ବିରଳ ଭିଡ଼ିଓ

କଟକ: ଐତିହାସିକ ସହର କଟକ । ଏଠାରେ ପାର୍ବଣର ପରମ୍ପରା ନିଆରା । କଟକରେ ଶାରଦୀୟ ଦଶହରା ପୂଜାର ସ୍ଵତନ୍ତ୍ର ମାଦକତା ଓ ମହକ ରହିଛି । ଶତାଧିକ ବର୍ଷ ହେବ ଏଠାରେ ପାର୍ବଣ ପାରମ୍ପରିକ ରୀତିନୀତିରେ ପାଳିତ ହୋଇ ଆସୁଛି । କଟକ ଦୁର୍ଗାପୂଜା କେବେ ଆରମ୍ଭ ହେଲା ତାହାର ସେମିତି କିଛି…

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୩୭ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, କଟକରୁ ୪, ବଲାଙ୍ଗିରରୁ ୨, କନ୍ଧମାଳରୁ ୧, ନୟାଗଡରୁ ୧ ଓ…

ଓଡିଶାରେ ସର୍ବାଧିକ ୪୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୧୯୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ହଜାର ୦୦୫ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…