Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଗୋଟିଏ ଦିନରେ ୪୯ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୯ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୯,୩୯୩ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୦,୫୧୪ ଜଣଙ୍କର ଆଣ୍ଟିଜେନ, ୮୭୨୮ ଟି ଆରଟିପିସିଆର୍ ଓ ୧୫୧ ଟି ଟ୍ରୁନଟ୍‌ ପରୀକ୍ଷା…

ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କରୋନା 

ଭୁବନେଶ୍ୱର: କୋଭିଡ ପଜିଟିଭ ଚିହ୍ନଟ ହେଲେ ଆଉ ଜଣେ ରାଜନେତା। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସମୀର ଟ୍ଵିଟ କରି ଲେଖିଛନ୍ତି ଯେ, "କରୋନା ଲକ୍ଷଣ ଦେଖାଯିବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ…

ଭିମସାର୍‌ ଆଇସୋଲେସନ୍‌ ୱାର୍ଡରେ ପ୍ରାଣ ହରାଇଲେ ୪ କରୋନା ଆକ୍ରାନ୍ତ

ସମ୍ବଲପୁର: ଦିନକୁ ଦିନ ମାରାତ୍ମକ ହେଉଛି କରୋନା । ବିସ୍ତାର କରିଚାଲିଛି ନିଜର କାୟା । ସମ୍ବଲପୁର ସ୍ଥିତ ଭିମସାର୍‌ର ଗୋଟିଏ ଦିନରେ ଆଇସୋଲେସନ୍‌ ୱାର୍ଡରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନେଇ ମେଡିକାଲ ଅଧୀକ୍ଷକ ଡାକ୍ତର ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି ।…

ମରଣ ସହ ଲଢୁଛି କୁନି ଝିଅ ସିମରନ; ଖେଳକୁଦ ବୟସରେ ପଡି ରହିଛି ମାଆ କୋଳରେ

ସୁବର୍ଣ୍ଣପୁର: ଖେଳି ବୁଲି ପାଠପଢି ଜୀବନକୁ ଉପଭୋଗ କରିବା ବୟସରେ ସଯ୍ୟାଶାୟୀ ହୋଇଛି କୁନି ଝିଅ ।ନଅ ବର୍ଷ ବୟସରୁ ମାରତ୍ମକ ରୋଗର ଶୀକାର ହୋଇ ଜୀବନ ମୃତ୍ୟୁ ସହିତ ସଂଗ୍ରାମ କରୁଛି ସିମରନ ସାହୁ । ବ୍ରେନ ଟ୍ୟୁମର ରୋଗରେ ପୀଡିତ ସିମରନ ।ଅର୍ଥାଭାବରୁ ବାପା ମାଁ ସିମରନର ଚିକିତ୍ସା କରି ନପାରି…

କୋଭିଡ କଟକଣା ସହ ଆଜିଠୁ ଆରମ୍ଭ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । କରୋନା ଗାଇଡ଼ଲାଇନ ସହ ଏହି ଅଧିବେଶନ ୧୮ ଦିନ ଧରି ଚାଲିବା ନେଇ ସୂଚନା ମିଳିଛି। ତେବେ ନିୟମ ଅନୁଯାୟୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଥାଏ । କିନ୍ତୁ କରୋନା ପାଇଁ ଚଳିତ ଥର ଏହି ବୈଠକ ହେବନି ବୋଲି ଜଣାପଡିଛି ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୬୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୬୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୩୩୬୩ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୨୫୮, ଖୋର୍ଦ୍ଧା ୮୦୬, କଟକ ୩୪୮, ପୁରୀ ୨୮୦, ମୟୁରଭଞ୍ଜ ୨୦୬, ରାୟଗଡା…

କରୋନା ପଜିଟିଭ ଚିହ୍ନଟ ହେଲେ ଆଉ ଜଣେ ବିଧାୟକ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କର ସାମାନ୍ୟ ଲକ୍ଷଣ ଥିବା ଯୋଗୁଁ ଆଜି ସେ ଭୁବନେଶ୍ୱରରେ ତାଙ୍କ କରୋନା ପରୀକ୍ଷା କରିଥିଲେ । ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି…

ନିର୍ମାଣଧୀନ ବୃଦ୍ଧାଶ୍ରମ ଓ ମାନସିକ ରୋଗୀଙ୍କ ଆଶ୍ରୟସ୍ଥଳୀ କାର୍ଯ୍ୟ ତଦାରଖ କଲେ ଜିଲ୍ଲାପାଳ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଶନିବାର ଦିନ ରାଉରକେଲା ନିକଟସ୍ଥ ବ୍ରାହ୍ମଣୀତରଙ୍ଗ ଠାରେ ନିର୍ମାଣଧୀନ ୨୦୦ ବେଡ୍ ବିଶିଷ୍ଟ ବୃଦ୍ଧାଶ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସେହିପରି କର୍ଲାଖମନଠାରେ ତିଆରି ଚାଲିଥିବା ୧୦୦ ବେଡ୍ ବିଶିଷ୍ଟ ମାନସିକ…

ଭୁବନେଶ୍ୱରରେ ୧୬ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୯୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୯୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୧୬ ଜଣ ହୋମ୍…

ଅଜିତ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁୁବନେଶ୍ୱର: ଓଲିଉଡର ବର୍ଷିଆନ୍ ଅଭିନେତା ଅଜିତ ଦାଶଙ୍କ ଆଜି ପରଲୋକ ହୋଇଛି । ୭୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଜଣେ…