Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧାନ ବିଲରେ ୬ ଫୁଟ୍ ଲମ୍ବର କୁମ୍ଭୀର

ଗଂଜାମ: ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ତଲାସିଙ୍ଗୀ ଗାଁର ଏକ ଧାନ ବିଲରୁ ଏକ ଛଅ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି । ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏହାକୁ ଉଦ୍ଧାର କରାଯାଇଥିଲା । ସୂଚନା ଅନୁଯାୟୀ, ଗାଁର ସୀମାଞ୍ଚଳ ପାଣିଗ୍ରାହୀଙ୍କ ଧାନବିଲରେ…

‘ବିନା ଭୟରେ ପରୀକ୍ଷା ଦିଅନ୍ତୁ ଛାତ୍ରଛାତ୍ରୀ’

ଭୁବନେଶ୍ୱର: ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ତେବେ ଏହାପୂର୍ବରୁ ସରକାରଙ୍କ ପକ୍ଷରୁ ପରୀକ୍ଷା ନେଇ ସବୁ ପ୍ରକାର ପ୍ରସ୍ତୁତି ସରିଛି । ଆସନ୍ତାକାଲି ରାଜ୍ୟର ୭ଟି ଜିଲ୍ଲାର ୭ଟି ସହରରେ ନିଟ୍ ପରୀକ୍ଷା ହେବ । ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସୂଚନା ଦିଆଯାଇଛି ।…

ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପ୍ରଖ୍ୟାତ ଜଲିଉଡ କଳାକାର ମହେନ୍ଦ୍ର ଦାସ ଓରଫ ଭିକୁ ସେଠ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ବିଶିଷ୍ଟ ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ଯାତ୍ରା ଜଗତ ପାଇଁ ଏକ ଅପୂରଣୀୟ…

ଭୁବନେଶ୍ୱରରେ ଆଜି ୪୮୦ ପଜିଟିଭ, ୬୪୨ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୦ ଜଣ କରୋନା ପଜିଟିଭ୍ । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୨ ଜଣ ରହିଥିବା ବେଳେ ୨୯୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି…

ଉଦ୍‌ଘାଟିତ ହେଲା ବ୍ରହ୍ମପୁରର ରେଲୱେ ଫ୍ଲାଏଓଭର ବ୍ରିଜ

ଭୁବନେଶ୍ୱର: ଉଦ୍‌ଘାଟିତ ହେଲା ବ୍ରହ୍ମପୁର ସହରର ବହୁ ପ୍ରତିକ୍ଷିତ ରେଲୱେ ଓଭରବ୍ରିଜ ।  ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲାଞ୍ଜିପଲ୍ଲୀ-ଇଞ୍ଜିନିୟର ସ୍କୁଲ ମଝିରେ ୨୭.୪୨ କୋଟି ଟଙ୍କାରେ ଏହି ବ୍ରିଜ ନିର୍ମିତ ହୋଇଛି । ସେହିପରି…

୮ ଲୁଟେରା ଗିରଫ, ୫ଟି ବାଇକ ଓ ୮ଟି ସୁନା ଚେନ ଜବତ

ଭୁବନେଶ୍ୱର: କମିଶନରେଟ୍ ପୋଲିସକୁ ମିଳିଛି ବଡ ସଫଳତା । ଆଜି ରାଜଧାନୀର ବିଭିନ୍ନ ଅଚଂଳରୁ ବାଇକ୍ ଓ ସୁନା ଚେନ୍ ଲୁଟ୍ କରୁଥିବା ବଡ ଧରଣର ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ଏହି ଘଟଣାରେ ପୋଲିସ ଜଣେ ଗ୍ରାହକଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା…

ଉପନିର୍ବାଚନ ବୈଠକରେ ବିଜେଡିରେ ମୁହାଁମୁହିଁ, ସଭାପତି ପଦକୁ ନେଇ କନ୍ଦଳ

ଜଗତସିଂହପୁର: ତିର୍ତୋଲ ବ୍ଲକ ସଭାପତି ପଦକୁ ନେଇ ବିଜେଡିରେ ଟଣାଓଟଣା । ଆରମ୍ଭ ହୋଇଛି କନ୍ଦଳ । ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଛି ପାଟିତୁଣ୍ଡ । ଆକଟ ସତ୍ତ୍ୱେ ହୋଇଛନ୍ତି ଠେଲାପେଲା । ତିର୍ତୋଲ ଉପ ନିର୍ବାଚନକୁ ନେଇ ମୁନି ଗୋସେଇଁ ମଠରେ ଅନୁଷ୍ଠିତ ବିଜେଡିର ରୁଦ୍ଧ ଦ୍ୱାର ବୈଠକରେ ଏହି ଘଟଣା…

ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି

ସମାଜ ଯେତେ ପରିବର୍ତ୍ତନର ଧାରାରେ ସାମିଲ୍ ହେଉଛି ସେତେ ସାମାଜିକ ବ୍ୟାଧିଗୁଡ଼ିକୁ ନିଜ ପାଦରେ ଦଳିଚାଲିଛି ଏବଂ ଏହି ବ୍ୟାଧିଗୁଡ଼ିକୁ ନିପାତ କରିବାକୁ ମଧ୍ୟ ନୂଆନୂଆ ପ୍ରୟାସ କରୁଛି । ଆଉ ସେ ପ୍ରୟାସରେ ସଫଳ ହେଉଛି ମଧ୍ୟ । ତା’ମଧ୍ୟରୁ ଏବେ ଆମ ରାଜ୍ୟରେ ଗୋଟିଏ ନୂଆ ସମସ୍ୟା ସୃଷ୍ଟି ହୋଇଛି…

ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କ ବିୟୋଗ, ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ପୂର୍ବତନ ଗୁଣୁପୁର ବିଧାୟକ ରାମମୂର୍ତ୍ତି ମୁଟ୍ଟିକାଙ୍କ ଦେହାନ୍ତ ହୋଇଯାଇଛି ।  ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ । ଆନ୍ଧ୍ରପ୍ରଦେଶର ଏକ ଘରୋଇ ମେଡିକାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାମମୂର୍ତ୍ତି ମୁଟ୍ଟିକା ଗୁଣୁପୁର ବିଧାନସଭା ଆସନରୁ ବିଜେଡିର ବିଧାୟକ…

ବ୍ରାଣ୍ଡ ଅସଲି, ମାଲ୍ ନକଲି: ବଜାରରେ ମିଳୁଛି ଭେଜାଲ ପୂଜା ସାମଗ୍ରୀ

କଟକ: ଅସଲି ବ୍ରାଣ୍ଡରେ ନକଲି ମାଲ । ବିଶ୍ୱାସରେ ବିଷ ଦେଇ ହେଉଛି ବେପାର । ବଜାରରେ ମିଳୁଛି ନକଲି ପୂଜା ସାମଗ୍ରୀ । ଗଙ୍ଗା ଜଳ ଠାରୁ ଆରମ୍ଭ କରି ମହୁ, ଘିଅ ଓ ଗୁଡ ସବୁ କିଛି ନକଲି ସାମଗ୍ରୀ ବିକ୍ରି ହେଉଛି । କଟକ ମାଲାଗୋଦାନ ଥାନା ପୋଲିସ ଏଭଳି ଏକ ଠକ ଦୋକାନୀଙ୍କୁ କାବୁ କରିଛି ।…