Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…

ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନବରଙ୍ଗପୁର: ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ ଅଛନ୍ତି । କିଛି ଦିନ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ । କରୋନାରେ ସଂକ୍ରମିତ ହେବାପରେ ସେ ନିଜ ଉମରକୋଟ ସ୍ଥିତ ବାସଭବନରେ ହୋମ ଆଇସଲେସନରେ ଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସମ…

ନିଟ୍ ପରୀକ୍ଷା ପାଇଁ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା, ଗଡିବ ୪ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର:ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ଏଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପରୀକ୍ଷାର୍ଥୀମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଗଣାରେ ପରିବହନ ସେବା ସହ ରହଣୀ ସୁବିଧା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ସଚିବ ଏ.କେ ଶତପଥୀ । ଛାତ୍ରଛାତ୍ରୀଙ୍କ ସୁୁବିଧାକୁ ଦୃଷ୍ଟିରେ…

ସୌରଭ ସୋମ୍ୟକାନ୍ତ ଜେଇଇ ମେନ୍ ଓଡ଼ିଶା ଟପ୍ପର

ଭୁବନେଶ୍ୱର: ଶୁକ୍ରବାର ରାତିରେ ପ୍ରକାଶ ପାଇଛି ଜେଇଇ ମେନ୍ ରେଜଲ୍ଟ । ଏଥିରେ ଓଡ଼ିଶାର ଟପ୍ପର ହୋଇଛନ୍ତି ସୌରଭ ସୌମ୍ୟକାନ୍ତ ଦାସ । ସେ ୯୯.୯୯ ପ୍ରତିଶତ ମାର୍କ ରଖି ୩୪ ତମ ସ୍ଥାନ ହାସଲ କରିଛନ୍ତି । ସେହିପରି ଦ୍ଵିତୀୟ ସ୍ଥାନରେ ଅଛନ୍ତି ସ୍ଥିତିପ୍ରଜ୍ଞା ସାହୁ । ୯୯.୯୮% ମାର୍କ ରଖି ସେ ଅଲ୍…

ପରଲୋକରେ ଯାତ୍ରା କଳାକାର ଭିକୁ ସେଠ୍

ଚୌଦ୍ୱାର: ଆଉ ନାହାନ୍ତି ଶାଗୁଣା ବସିଛି ଡେଣା ମେଲାଇ ପାଇଁ ବେଶ୍ ନାଁ କରିଥିବା ଯାତ୍ରା ଭିଲିଆନ ଭିକୁ ସେଠ୍ ଓରଫ ମହେନ୍ଦ୍ର ଦାସ । ଆଜି ତାଙ୍କ ଚୌଦ୍ୱାର ସ୍ଥିତ ବାସଭବନରେ ତାଙ୍କର ହୃଦଘାତ ହୋଇଥିଲା । ତାଙ୍କୁ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୫୫…

ମହାନଦୀରେ ଫସିଲେ ହାତୀପଲ

କଟକ: କଟକ ଜିଲ୍ଲାର ମୁଣ୍ଡୁଳି ନିକଟ ମହାନାଦୀ ରେ ଶନିବାର ଦିନ ପ୍ରାୟ ୧୮ଟି ହାତୀପଲ ଫସି ରହିଥିବା ନଜର ଆସିଥିଲା। ବନ ଅଧିକାରୀଙ୍କ ସୂଚନାନୁସାରେ, ହାତୀମାନେ ଆଠଗଡ଼ ସୁକାସନ ଜଙ୍ଗଲରୁ ଚାନ୍ଦକା ଆଡ଼କୁ ଆସୁଥିଲେ। ପରେ ସେମାନେ ଦାସପୁର ଘାଟରେ ଅତ୍ୟଧିକ ପାଣି ଯୋଗୁଁ ଫସି ଯାଇଥିଲେ।…

ଏନଡିଏଚ୍‌ଏମ୍ ଏବଂ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର: ଓଡିଶାରେ ଦୁଇ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନା ଯଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ(ଏନଡିଏଚ୍‌ଏମ୍‌) ଏବଂ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେଏୱାଇ) ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, କଟକରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୧,…

ଓଡିଶାରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୭୭୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଆଜିଠୁ ପୂର୍ବତଟ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ଭୁବନେଶ୍ୱର: ପୂର୍ବତଟ ରେଳବାଇ (ଇକୋର) ପକ୍ଷରୁ ଶନିବାର ଦିନ ଠାରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଏକ ସ୍ୱତନ୍ତ୍ର ଟ୍ରେନ୍ ଖୋର୍ଦ୍ଧାରୁ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ଶନିବାର ସନ୍ଧ୍ୟା ୬:୪୦ ରେ ଚାଲିବ ଏବଂ ଅହମ୍ମଦାବାଦରୁ ପ୍ରତି ସୋମବାର, ଗୁରୁବାର,…