Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ…

ରାଜ୍ୟରେ ଦିନକରେ ୫୦ ହଜାରରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୧୩ ଜଣଙ୍କର ଆଣ୍ଟିଜେନ, ୭୬୦୬ଟି ଆରଟି-ପିସିଆର୍ ଓ ୧୬୦ ଟି ଟ୍ରୁନଟ୍…

+୨ ଖାତା ରିଚେକିଂ ଆବେଦନ ଆରମ୍ଭ

ଭୁବନେଶ୍ୱର: +୨ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୧୧ ରୁ ୨୫ ସେପ୍ଟେମ୍ବର ମଧ୍ୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ର ୱେବସାଇଟ୍ ଜରିଆରେ ଅନଲାଇନରେ ଉତ୍ତର ବୁକଲେଟର ରିଚେକିଂ ପାଇଁ ଆବେଦନ କରିପାରିବେ। ପୁନଃ ମୂଲ୍ୟାୟନ ଫିସ୍ ବାବଦକୁ…

ଓଡିଶାର ନୂଆ କଂଗ୍ରେସ ପ୍ରଭାରୀ ହେଲେ ଚେଲ୍ଲା କୁମାର

ଭୁବନେଶ୍ୱର: ଓଡିଶା ପାଇଁ ଏଆଇସିସି ପକ୍ଷରୁ ଚେଲ୍ଲାକୁମାରଙ୍କୁ ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ ଜିତେନ୍ଦ୍ର ସିଂ ଓଡିଶା ପ୍ରଭାରୀ ଥିବା ବେଳେ ଏବେ ଚେଲ୍ଲାକୁମାରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଚେଲ୍ଲାକୁମାର ଗତ ନିର୍ବାଚନରେ ତାମିଲନାଡୁର କ୍ରିଷ୍ଣଗିରି ନିର୍ବାଚନ…

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶ୍ରୀ ସ୍ବାଇଁ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ସେ କରୋନା ପଜିଟିଭ ଚିହ୍ନଟ ପରେ ଡାକ୍ତରଙ୍କ ପରାମର୍ଶରେ ହୋମ୍ ଆଇସୋଲେସନ୍ ରହିଛନ୍ତି। ନିକଟରେ ତାଙ୍କ…

ଭୁବନେଶ୍ୱରରେ ୧୫ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୩୦୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା…

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୬୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୬୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୪୬୦୧ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ, କଟକ ୪୨୫, ସୁନ୍ଦରଗଡ଼ ୨୬୭,…

ନିଟ୍ ପରୀକ୍ଷା ପାଇଁ ଚାଲିବ ୪ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର: ସେପ୍ଟେମ୍ବର ୧୩ ତାରିଖ ଦିନ ନିଟ୍ ପରୀକ୍ଷା ପାଇଁ ପୂର୍ବତଟ ରେଳବାଇ (ଇକୋର) ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଜାଣନ୍ତୁ, କେଉଁଠି କେଉଁଠୁକୁ ଚାଲିବ ଟ୍ରେନ୍... ୧. ଖରିଆର ରୋଡରୁ ସମ୍ବଲପୁର ଭାୟା ନଲଗଡ ୨. ରାୟଗଡରୁ ସମ୍ବଲପୁର ୩. ଭଦ୍ରକରୁ ଭୁବନେଶ୍ୱର…

ସଫେଇ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ‘ଗରିମା’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ରାଜ୍ୟର ସଫେଇ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ‘ଗରିମା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ସେପ୍ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ବାରା ଉପକୃତ ହେବେ। ଯେଉଁଥିପାଇଁ…

ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନକରୁଥିବା ଅଭିଯୋଗ: ଓଡ଼ିଶା ସମେତ ୪ ରାଜ୍ୟଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ: ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେଉଥିବା ଅଭିଯୋଗର ଶୁଣାଣି ପରେ ସୁପ୍ରିମକୋର୍ଟ ଶୁକ୍ରବାର ଓଡିଶା, ତେଲେଙ୍ଗାନା, ଦିଲ୍ଲୀ ଏବଂ ପଶ୍ଚିମବଙ୍ଗକୁ ନୋଟିସ ଜାରି କରିଛନ୍ତି। ଏହି ଚାରିଟି ରାଜ୍ୟକୁ ଚାରି ସପ୍ତାହ ମଧ୍ୟରେ ସେମାନଙ୍କର ଉତ୍ତର ଦାଖଲ କରିବାକୁ କୁହାଯାଇଛି।…