Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭରତପୁର ନାବାଳକ ହତ୍ୟାକାଣ୍ଡ:ଖଣ୍ଡିଗିରି ଥାନାରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଟିମ୍

ଭୁବନେଶ୍ୱର: ଭରତପୁର ନାବାଳକ ଅଶ୍ୱନୀ ପାଢ଼ୀ ହତ୍ୟା ଘଟଣାରେ ଖୋଳତାଡ ଜାରି ରହିଛି । ଆଜି ଖଣ୍ଡିଗିରି ଥାନରେ ପହଞ୍ଚିଛନ୍ତି ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଦୁଇ ଜଣିଆ ଟିମ୍ । ତଦନ୍ତର ଅଗ୍ରଗତି ନେଇ ଥାନା ଅଧିକାରୀ ସହ ଆଲୋଚନା କରିଛନ୍ତି । ଏଯାଏ ନାବାଳକ ହତ୍ୟାକାଣ୍ଡରେ କେତେ…

ନିଟ୍ ପରୀକ୍ଷା କେନ୍ଦ୍ରରେ ରହିବ ଆଇସୋଲେସନ୍ ରୁମ୍

ଭୁବନେଶ୍ୱର: ଜେଇଇ ମେନ୍ ଭଳି ନିଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ନିଟ୍ ସେଣ୍ଟରରେ ରହିବ ଆଇସୋଲେସନ୍ ରୁମ୍ । ଅଧିକ ତାପମାତ୍ରା ବା ଅସୁସ୍ଥ ପରୀକ୍ଷାର୍ଥୀ ସେଠାରେ ପରୀକ୍ଷା ଦେବେ । ସେମାନଙ୍କ ପାଇଁ ଦୁଇ ଜଣ ପରୀକ୍ଷା ନିୟନ୍ତ୍ରକ ପିପିଇ କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ।…

କିଟ୍‍ ବିଶ୍ୱବିଦ୍ୟାଳୟରେ ମାଗଣାରେ ପଢିବେ କରୋନା ମୃତକଙ୍କ ପିଲା; ୮ ଛାତ୍ରଛାତ୍ରୀ ମନୋନୀତ

ଭୁବନେଶ୍ୱର: କରୋନା ମହାମାରୀ ଓଡ଼ିଶାର ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଥିବା ବେଳେ କରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍‍ ବିଶ୍ୱବିଦ୍ୟାଳୟ । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଅନୁରୋଧ କ୍ରମେ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କରୋନାରେ ମୃତ୍ୟୁ ବରଣ…

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। "ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟ ବସ୍ଥା ସ୍ଥିର ରହିଛି" ବୋଲି ଟ୍ବିଟ କରି ସୂଚନା ଦେଇଛନ୍ତି ମନ୍ତ୍ରୀ। ନିକଟ ଅତୀତରେ ତାଙ୍କ ସହ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହେଲା ଶହୀଦଙ୍କ ଶେଷକୃତ୍ୟ

ଅନୁଗୁଳ: ଗାଁ ମାଟିରେ ଶହୀଦ ଦେବାଶିଷ ସେଠୀଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଅଙ୍ଗପଡା ଗ୍ରାମର ଶହୀଦ ଯବାନ ଦେବାଶିଷ ସେଠୀଙ୍କ ମର ଶରୀର ଗତକାଲି ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ରାତିରେ ସେଠାରେ ଉପସ୍ଥିତ ରହି ଶେଷ…

୨୪ ଘଣ୍ଟାରେ ରାଜ୍ୟରେ ୧୪ କରୋନା ଆକ୍ରାନ୍ତ ମୃତ, ଛଅ ଶହ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମାଡୁଛି ଓ ମାରୁଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୯ ଜଣ ପୁରୁଷ । 3.A 74 year old female of…

ଏଣିକି ସ୍ୱାବ୍ ଦେବା ଦିନଠୁ ୧୦ ଦିନ ହୋମ୍ ଆଇସୋଲେସନ୍

ଭୁବନେଶ୍ୱର: କୋଭିଡ ପାଇଁ ରାଜ୍ୟ ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଣିକି କୋଭିଡ୍ ଟେଷ୍ଟ ପାଇଁ ସ୍ୱାବ ଦେବା ଦିନଠାରୁ ୧୦ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପଡିବ । ଏନେଇ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ…

ରାଜ୍ୟରେ ଅଣାୟତ୍ତ କରୋନା: ଗୋଟିଏ ଦିନରେ ୪ ହଜାର ସଂକ୍ରମିତ ଚିହ୍ନଟ !

ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି। ଆଜି ଏହି ସଂଖ୍ୟା ୪ ହାଜର ପାଖାପାଖି ପହଞ୍ଚିଛି। ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୯ ଶହ ୯୬ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୩୫୯ ଓ…

ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ,ଏମିତି ଜାଣି ପାରିବେ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ ପରୀକ୍ଷାଫଳ ପ୍ରକାଶ କରିବ । ଛାତ୍ରଛାତ୍ରୀ ଦୁଇଟି ଓ୍ୱେବସାଇଟ jeemain.nta.nic.in ଓ jeemain.nic.in ରେ ଫଳାଫଳ ଜାଣି ପାରିବେ । ଏମିତି ପ୍ରକ୍ରିୟାରେ ଜାଣନ୍ତୁ ରେଜଲ୍ଟ ୧. ଅଫିସିଆଲ୍…

ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୦୪୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୨,୫୧୧ ଜଣଙ୍କର ଆଣ୍ଟିଜେନ, ୭୩୪୫ ଟି ଆରଟିପିସିଆର୍ ଓ ୧୮୮ ଟି ଟ୍ରୁନଟ୍‌ ପରୀକ୍ଷା…