Latest Odisha News

BREAKING NEWS

Browsing Category

ଓଡିଶା

Odisha

NEET ପରୀକ୍ଷା ପାଇଁ ବିଏମ୍‌ସିର ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ହେବ ନିଟ୍ ପରୀକ୍ଷା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ କରାଯିବ ବ୍ୟବସ୍ଥା ।…

କୋଭିଡ୍ ଲକ୍ଷଣ ଥାଇ ଆଣ୍ଟିଜେନ୍ ରିପୋର୍ଟ ନେଗେଟିଭ୍ ଥିଲେ RT-PCR ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କୋଭିଡ୍ ଟେଷ୍ଚ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଓ ଆଇସିଏମଆର ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି ହୋଇଛି । କରୋନା ଲକ୍ଷଣ ଥାଇ ରାପିଡ୍ ଆଣ୍ଟିଜେନ ଟେଷ୍ଟରେ ନେଗଟିଭ୍ ଚିହ୍ନଟ ଆକ୍ରାନ୍ତ କରିବେ RT-PCR ଟେଷ୍ଟ । ଏହାକୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ରାଜ୍ୟ, କେନ୍ଦ୍ର…

ଆସିଲା ରାଜ୍ୟ ସରକାରଙ୍କ ଗାଇଡଲାଇନ୍‌; ପୂଜାକୁ ଅନୁମତି ହେଲେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା

ଭୁବନେଶ୍ୱର: ଆଗକୁ ପାର୍ବଣ ଋତୁ ଆସୁଥିବା ବେଳେ ଦୁର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା ଆଦି ପାଳନ ପାଇଁ ଗୁରୁବାର ଦିନ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ମାସରେ ପଡୁଥିବା ପର୍ବପର୍ବାଣୀ ପାଇଁ ଏହି ଗାଇଡଲାଇନ୍ ଜାରି କରାଯାଇଛି ।…

କରୋନା ଆକ୍ଟିଭ୍ କେସ ତାଲିକାର ୭ ନମ୍ବରରେ ଓଡ଼ିଶା, ୫ ରାଜ୍ୟରେ ସ୍ଥିତି ସାଂଘାତିକ

ନୂଆଦିଲ୍ଲୀ: ସାରା ଦେଶରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ସଂକ୍ରମିତଙ୍କ ସଂଖ୍ୟା ୪୪ ଲକ୍ଷ ଟପିଛି । ମହାରାଷ୍ଟ୍ରରେ ବେହାଲ୍ ସ୍ଥିତି । କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶରେ ବୋଲ ମାନୁନି କରୋନା । ଉତ୍ତରପ୍ରଦେଶ ଓ ତାମିଲନାଡୁରେ ମହାମାରୀ ମାଡୁଛି । ରାଜ୍ୟରେ ସଂକ୍ରମଣ ଓ ଆକ୍ଟିଭ କେସ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଅଗ୍ନିଶମ ଅଧିକାରୀ

ବରଗଡ: ବରଗଡ ଜିଲ୍ଲାର ଆସିଷ୍ଟାଣ୍ଟ ଫାୟାର ଅଫିସର ପ୍ରଶାନ୍ତ କୁମାର ମହାପାତ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଭେଦନ ଥାନା ଅନ୍ତର୍ଗତ କଦଳୀପାଲ୍ଲୀ ଗ୍ରାମର ହୃଷିକେଶ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଫାୟାର ସେଫ୍ଟି…

ନାବାଳିକା ଦୁଷ୍କର୍ମ ମାମଲା: ବୈଦୁତିକ ଗଣମାଧ୍ୟମ ଏମ୍‌ଡିଙ୍କୁ ନୋଟିସ୍‌

ଭୁବନେଶ୍ୱର : ରାଜଧାନୀର ବହୁ ଚର୍ଚ୍ଚିତ ନାବାଳିକା ଗଣଦୁଷ୍କର୍ମରେ ରାଜ୍ୟ ଶିିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ନୋଟିସ୍ । ସଂପୃକ୍ତ ଗଣମାଧ୍ୟମର ଏମଡିଙ୍କୁ ଏହି ନୋଟିସ୍ ହୋଇଛି । ୪୮ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ କମିଶନରେଟ ପୋଲିସକୁ ଆୟୋଗଙ୍କ ନିର୍ଦ୍ଦେଶ ରହିଛି । ଏହି…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଜପତି, ରାୟଗଡା, କନ୍ଧମାଳ, ଖୋର୍ଦ୍ଧା, ମୟୁରଭଞ୍ଜ,…

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ୨ ଏସଓଜି ଯବାନ ସହିଦ

ଭୁବନେଶ୍ୱର: କଳାହାଣ୍ଡି-କନ୍ଧମାଳ ସୀମା ଅନ୍ତର୍ଗତ ସିକ୍ରି ଗ୍ରାମ ନିକଟ ଜଙ୍ଗଲରେ ବୁଧବାର ଦିନ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଯବାନ ସହିଦ ହୋଇଥିବା ବେଳେ ୫ ମାଓବାଦୀ ନିହତ ହୋଇଛନ୍ତି । ସହିଦ ଯବାନଙ୍କ ମଧ୍ୟରେ ରହିଛନ୍ତି- ମାଲକାନଗିରି ଜିଲ୍ଲାର ସନଭାଡୁଆ…

ନବୀନଙ୍କୁ ସମର୍ଥନ ମାଗିଲେ ନୀତିଶ

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମର୍ଥନ ଲୋଡ଼ିଲେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଫୋନ୍ ଯୋଗେ କଥା ହୋଇଛନ୍ତି ନୀତିଶ ଓ ନବୀନ । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ…

ପୁଣି ବଢ଼ିଲା: ଗୋଟିଏ ଦିନରେ ରାଜ୍ୟରୁ ରେକର୍ଡ ୩୯୯୧ ପଜିଟିଭ୍, ୧୧ ମୃତ

ଭୁବନେଶ୍ୱର: ପ୍ରତିଦିନ କରୋନା ସଂକ୍ରମଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା । ଗତ ୨୪ ଘଣ୍ଟାରେ ଏଯାଏ ସର୍ବାଧିକ ୩ ହଜାର ୯୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨ ହଜାର ୩୧୫ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୬ ଶହ ୭୬ । Covid-19 Report For 9th September New…