Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନୁଭବ ମହାନ୍ତିଙ୍କ ସପକ୍ଷରେ ବାହାରିଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

କଟକ: ଅଭିନେତାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀଙ୍କ ମଧ୍ୟରେ ବିବାଦ ବିଚ୍ଛେଦକୁ ନେଇ ବାକବିତର୍କ ଲାଗି ରହିଛି । ଏଭଳି ସମୟରେ ଅନୁଭବଙ୍କ ସପୋର୍ଟରେ ବାହାରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର ।…

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ କେଉଁଠିକୁ ବଦଳି ?

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ । ବଦଳିଲେ ଯାଜପୁର, ଅନୁଗୋଳ, ନୂଆପଡା ଓ ବଲାଙ୍ଗିର ଜିଲ୍ଲାପାଳ । ଯାଜପୁର ଜିଲ୍ଲାପାଳ ରଞ୍ଜନ ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ । ତାଙ୍କ ସ୍ଥାନରେ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କୁ ଯାଜପୁର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୧୧୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୩୧୧୦ ଜଣଙ୍କ ମଧ୍ୟରୁ ସର୍ବାଧିକ ୧୦୨୩ ଜଣ ଖୋର୍ଦ୍ଧାରୁ, ୨୧୫ ଜଣ ପୁରୀରୁ, ୨୦୨ ଜଣ କଟକରୁ, ୧୫୪ ଜଣ…

ବଜ୍ରାଘାତରେ ଗଲା ୫ ଜୀବନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ବଜ୍ରପାତ ଘଟିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବଜ୍ରପାତରେ ୧୦ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଅଛନ୍ତି । ସୂଚନା…

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଦିଲ୍ଲୀପ ଶତପଥି ଥିଲେ ଅଜାତଶତ୍ରୁ । ଓଡ଼ିଶାର ସାମ୍ବାଦିକ ଜଗତକୁ ତାଙ୍କର ବହୁମୂଲ୍ୟ ଅବଦାନ ରହିଛି । ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଓ ସାମ୍ବାଦିକ ଭାବେ ସେ ଯେତିକି ପ୍ରତିଷ୍ଠା ଅର୍ଜନ କରିଥିଲେ, ଜଣେ ବନ୍ଧୁବତ୍ସଳ ଓ ଛାତ୍ର ବତ୍ସଳ ବ୍ୟକ୍ତି ଭାବେ…

କଟକ-ଭୁବନେଶ୍ବରରେ ମୁତୟନ ହେବ ଅଧିକ ଆମ୍ବୁଲାନ୍ସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।…

ବିଧାନସଭା ଉପନିର୍ବାଚନ: ଭୋଟ ଦେଇପାରିବେ କୋଭିଡ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୁଇଟି ବିଧାନସଭା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । କୋଭିଡ ଗାଇଡଲାଇନ୍ ଅନୁସାରେ ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ହେବ । ଏଥିପାଇଁ ଆକଶ୍ୟକ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ ଉଭୟ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଜି ମୁଖ୍ୟ ନିର୍ବାଚନ…

ବିବାଦ ପରେ ଘରୁ ବାହାରିଲେ ବର୍ଷା !

କଟକ: ଓଲିଉଡ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ବିବାଦ ପରେ ପ୍ରଥମ ଥର ପାଇଁ ଘରୁ ବାହାରକୁ ବାହାରିଛନ୍ତି ବର୍ଷା । କଟକ ନନ୍ଦିସାହି ଶାଶୁଘରୁ ସୁରକ୍ଷାକର୍ମୀଙ୍କ ସହ ବାହାରକୁ ଯାଇଛନ୍ତି । ସମ୍ପର୍କିୟଙ୍କ ସହ କାର୍‌ରେ ସେ…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୨୭ ପଜିଟିଭ, ୪୦୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୨୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଦିଲୀପ ବିଶୋଇ

ଭୁବନେଶ୍ୱର: ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ବରିଷ୍ଠ ସାମ୍ବାଦିକ ଦିଲୀପ ବିଶୋଇ । ତାଙ୍କ ସହ ବରିଷ୍ଠ ଆଇନଜୀବୀ ବିକ୍ରମ ସେନାପତି ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଆଜି ଏ ଦୁଇ ଜଣଙ୍କୁ ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏହାପରେ…