Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗରିଆପାଲି ଟ୍ରିପଲ୍‌ ମର୍ଡର ଘଟଣାର ଅଭିଯୁକ୍ତ ମୃତ

ଦେବଗଡ଼: ଗରିଆପାଲି ଟ୍ରିପଲ୍‌ ମର୍ଡର ଘଟଣାର ଅଭିଯୁକ୍ତ ମୃତ। ବିଷ ଖାଇ ଗୁରୁତର ହେବାରୁ ବୁର୍ଲା ମେଡିକାଲ୍‌ରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଥି। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହତ୍ୟା କରିବା ପରେ ଫେରାର୍‌ ଥିଲା ଅଭିଯୁକ୍ତ। ଗାଁ…

ରାଜ୍ୟସଭା ଭୋଟ ପୂର୍ବରୁ ପାରାଦୀପରେ ବିଜେପି ବିଧାୟକଙ୍କ ମେଳି

ଭୁବନେଶ୍ୱର: ଦିନକ ପରେ ରାଜ୍ୟସଭା ନିର୍ବାଚନ। ସବୁ ଦଳକୁ ଘାରିଛି କ୍ରସ ଭୋଟିଂ ଭୟ । ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଜେପି ବିଧାୟକ, ମନ୍ତ୍ରୀମାନଙ୍କର ପାରାଦୀପରେ ମେଳି। ମଧ୍ୟରାତ୍ରୀରେ ଶନିବାର-ରବିବାର ରାତି ପ୍ରାୟ ଗୋଟାଏରେ ପାରାଦୀପ ମେରାଇନ ଡ୍ରାଇଭରେ ଥିବା ମେ ଫେୟାର ହୋଟେଲରେ…

Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…

ପୁରୀ:ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ଓ ବିଶୃଙ୍ଖଳ ଆଚରଣ ନେଇ ଜଣେ ଖୁଣ୍ଟିଆ ସେବକଙ୍କୁ ତିନି ମାସ ପାଇଁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରାମକୃଷ୍ଣ ଖୁଣ୍ଟିଆଙ୍କୁ ତିନି ମାସ ପାଇଁ ନିଲମ୍ବନ କରାଯାଇଛି। ଅନ୍ୟ ଦୁଇ ସେବକ ମାଧବ ଖୁଣ୍ଟିଆ ଓ ମଧୁସୂଦନ ଖୁଣ୍ଟିଆଙ୍କୁ…

Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା

ଭୁବନେଶ୍ବର: ଓଡ଼ିଶା ପୋଲିସ୍ ଏବଂ ୟୁନିସେଫ୍ (UNICEF) ର ମିଳିତ ସହଯୋଗରେ ଶନିବାର ଦିନ ଭୁବନେଶ୍ୱରସ୍ଥିତ ପୋଲିସ୍ ଭବନଠାରେ ‘ଜୁଭେନଟିକା – ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଡିଜିଟାଲ୍ ଦୁନିଆରେ ଶିଶୁମାନେ ସମ୍ମୁଖୀନ ହେଉଥିବା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ କ୍ରୀଡ଼ା ଓ ଯୁବସେବା ବିଭାଗ…

ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…

ଭୁବନେଶ୍ବର: କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି। ଏହି ଟ୍ରେନ ଚଳାଚଳ ହେଲେ ଦୁଇ ସହର ମଧ୍ୟରେ ଦିନକୁ ଯାତାୟାତ କରୁଥିବା ହଜାର ହଜାର ଯାତ୍ରୀଙ୍କୁ ବଡ଼…

ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ

କଟକ: ଜଣେ ପ୍ରାପ୍ତବୟସ୍କ ଝିଅ ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ । ଯଦି ସେ ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ତାଙ୍କୁ ଏଥିରେ କେହି ବାଧା ଦେଇ ପାରିବେ ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା…

ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”

ଭୁବନେଶ୍ୱର: ପୁରୀର ପବିତ୍ର ବେଳାଭୂମିରେ ଆସନ୍ତା ମାର୍ଚ୍ଚ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍” ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୁରୀ ବେଳାଭୂମି ସୁସ୍ଥ ଜୀବନଶୈଳୀ ଏବଂ କ୍ରୀଡ଼ା ଭିତ୍ତିକ ସଚେତନତାର ଏକ ପ୍ରମୁଖ ସ୍ଥଳ ପାଲଟିବ।…

Puri Municipality: ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା..

ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ…

Prison Death:ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର

ବଲାଙ୍ଗିର:ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ…