Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧାମନଗର ବିଡ଼ିଓ କରୋନା ପଜିଟିଭ ଚିହ୍ନଟ

ଭଦ୍ରକ: ଧାମନଗର ବିଡ଼ିଓ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ବୁଧବାର ଦିନ ସୂଚନା ଦେଇଛନ୍ତି। ଏସମ୍ପର୍କରେ ଟ୍ବିଟ କରି ସଂକ୍ରମିତ ଅଧିକାରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲା ପ୍ରଶାସନ। ଉଲ୍ଲେଖଯୋଗ୍ୟ, ଭଦ୍ରକ…

ମାଲକାନଗିରିରେ ପ୍ଲାଜମା ଥେରାପୀ ଆରମ୍ଭ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଏକ କୋଭିଡ ହସ୍ପିଟାଲରେ ବୁଧବାର ଦିନ ତିନି ଜଣ କରୋନା ରୋଗୀଙ୍କ ଚିକିତ୍ସା ସହିତ କନଭଲେସେଣ୍ଟ ପ୍ଲାଜମା ଥେରାପି ଆରମ୍ଭ କରାଯାଇଛି। ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଏକ ପ୍ଲାଜମା ବ୍ୟାଙ୍କ ଭାବରେ କାର୍ଯ୍ୟ କରିବ, ଯେଉଁଠି କି…

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ବୁଧବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୮୦ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, ଗଞ୍ଜାମରୁ ୪, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧,…

ଗୋଟିଏ ଦିନରେ ରାଜ୍ୟରେ ୩୭୦୦ ଟପିଲା କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି। ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୭ ଶହ ୪୮ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୨୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୫୩୮ । ଖୋର୍ଦ୍ଧା…

ଗୁଡ୍ ନିଉଜ୍: ଦେଶରେ ଯେତିକି, ଓଡ଼ିଶାରେ କୋଭିଡ୍ ସୁସ୍ଥହାର ସେତିକି

ଭୁବନେଶ୍ୱର: କରୋନାକୁ ନେଇ ସାରା ବିଶ୍ୱ ଏବେ ଚିନ୍ତିତ । ମହାମାରୀ ମହାସଂକଟ ଠିଆ କରିଛି । କରୋନା କାଳରେ ଆଶ୍ୱସ୍ତିକର ଖବର ସାମନାକୁ ଆସିଛି । ହାରୁଛି କରୋନା । ଦେଶ ଓ ରାଜ୍ୟରେ ବଢୁଛି ସୁସ୍ଥଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦେଶ ଓ ରାଜ୍ୟରେ ୭୭.୭୭% ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି ।…

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ l ଗୋଡ଼ାଇ ଗୋଡ଼ାଇ ହାଣିଦେଲେ l ଭୋର ୪ଟା ବେଳେ ମାରିଦେଲେ ଦୁର୍ବୃତ୍ତ l ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଇଁଶିଆପଡ଼ା ଗାଁରେ l ମୃତକ ହେଲେ ଗାଁର କ୍ଷେତ୍ରବାସୀ ମହାପାତ୍ର l ଗାଁ ଦାଣ୍ଡରେ…

ବାଲୁକା କଳାରେ ଅକ୍ଷୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ; ଏଭଳି ପ୍ରତିକ୍ରିୟା ରଖିଲେ ଫଲୋଅର୍ସ

ଭୁବନେଶ୍ବର: ଆଜି ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କ ଜନ୍ମଦିନ ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ସ୍ବତନ୍ତ୍ର ବାଲୁକା କଳା ନିର୍ମାଣ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜନ୍ମଦିନ ଉପଲକ୍ଷେ ନିଜ ବାଲୁକା କଳାରେ ହାପି ବାର୍ଥ ଡ଼େ ଅକ୍ଷୟ ସହ…

ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୪୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୧,୫୯୫ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୫,୩୬୮ ଜଣଙ୍କର ଆଣ୍ଟିଜେନ, ୬୦୪୭ ଟି ଆରଟିପିସିଆର୍ ଓ ୧୮୦ ଟି ଟ୍ରୁନଟ୍‌ ପରୀକ୍ଷା…

ପାଣିରେ ବୁଡି ପ୍ରାଣ ହରାଇଲେ ଯୁବକ

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମର ଜଣେ ଯୁବକ ପୋଖରୀର ପାଣିରେ ବୁଡି ମୃତ୍ୟୁ ବରଣ କରିଥିବା ବେଳେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବୁଗୁଡା ମେଡିକାଲକୁ ଯାଇ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ…

କିପରି ଘଟିଲା କୋଣାର୍କ ମନ୍ଦିରର ଅବକ୍ଷୟ, ଜାଣନ୍ତୁ !  

ଭୁବନେଶ୍ୱର: ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା କୋଣାର୍କ ମନ୍ଦିର ତୋଳାଯାଇଥିଲା ବୋଲି ଇତିହାସ କହେ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର…