Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ସଂକ୍ରମଣରେ ପୋଲିସ ବାବୁଙ୍କ ମୃତ୍ୟୁ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ବଡମାଳ ଥାନା ସବ-ଇନ୍ସପେକ୍ଟର ରାଜ କିଶୋର ସମଦଙ୍କର ମଙ୍ଗଳବାର ଦିନ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ, କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ଗତ ୧୫ ଦିନ ପୂର୍ବରୁ କୋଭିଡ ଡାକ୍ତରଖାନାରେ…

ଅନୁଭବ ମହାନ୍ତିଙ୍କ ଭାବପୂର୍ଣ୍ଣ ଚିଠି, ସେପଟେ ଜବାବ ଦେଲେ ବର୍ଷା

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନିର୍ଯାତନା ନେଇ କୋର୍ଟରେ କରିଥିବା ମାମଲା ଓ ସେପଟେ ଅନୁଭବ ମହାନ୍ତିଙ୍କ ଦିଲ୍ଲୀ ପଟିଆଲା କୋର୍ଟରେ ବିବାହ ବିଚ୍ଛେଦ ପାଇଁ ଆବେଦନ । ଗତ ୬ ତାରିଖରୁ ଏହି ଦୁହିଁଙ୍କ ସମ୍ପର୍କ ଦାଣ୍ଡରେ ପଡି ହାଟରେ ଗଡୁଛି । କେହି କାହାରିକୁ ଦୋଷାରୋପ କରିବାରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୭୮୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୮୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୨୭୮୭ ଜଣଙ୍କ ମଧ୍ୟରୁ ୧୧୪୫ ଜଣ ଖୋର୍ଦ୍ଧା, ୨୩୦ ଜଣ କଟକରୁ, ୧୯୨ ଜଣ ପୁରୀରୁ, ୧୫୩ ଜଣ ମୟୁରଭଞ୍ଜରୁ,…

ଭୁବନେଶ୍ୱରରେ ୧୪ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୭୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୧୪୫ ଜଣ…

ଗଞ୍ଜାମରେ ‘ଅକ୍ସିଜେନ୍ ଚେକିଂ କ୍ୟାମ୍ପେନ୍’ ଆରମ୍ଭ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ଲକରେ ମଙ୍ଗଳବାର ଦିନ 'ଅକ୍ସିଜେନ୍ ଚେକିଂ କ୍ୟାମ୍ପେନ୍' ଆରମ୍ଭ ହୋଇଛି। ଏହି ଅଭିଯାନ ସେପ୍ଟେମ୍ବର ୧୪ ଯାଏଁ ଚାଲିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି, ସେ ଆଜି ହିଞ୍ଜିଳି ଏବଂ ଶେରଗଡା ବ୍ଲକ ଗସ୍ତରେ ଯାଇ ଏହା ଉପରେ…

ରାଉରକେଲାରେ ୨୫% ଲୋକଙ୍କ ଦେହରେ ଆଂଟିବଡି

ରାଉରକେଲା: ରାଉରକେଲାରେ ଲୋକ ମାନଙ୍କ ଦେହରେ କେତେ ପ୍ରତିଶତ ଆଂଟିବଡି ସୃଷ୍ଟି ହୋଇଛି ସେନେଇ ଆଇସିଏମଆର ପକ୍ଷରୁ ସେରୋ ସର୍ଭେ କରାଯାଇଥିଲା । ୩୧ ଅଗଷ୍ଟରୁ ୫ ସେପ୍ଟେମ୍ବର ଯାଏ କରାଯାଇଥିବା ଏହି ସେରୋ ସର୍ଭେରେ ଜଣାପଡିଛି ଯେ, ରାଉରକେଲାରେ ୨୫ ପ୍ରତିଶତ ଲୋକଙ୍କ ଦେହରେ ଆଂଟିବଡି ସୃଷ୍ଟି…

ପୋଲିସ ଗାଡି ଧକ୍କାରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ପଙ୍ଗାମ ନିକଟରେ ପୋଲିସ ଗାଡି ଧକ୍କାରେ ଜଣେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ବାଲାରାଜୁ ସାହୁ । ସେ ନାଏକଗୁଡା ପଂଚାୟତରେ ଜିଆର୍‌ଏସ୍ ଭାବେ କାମ କରୁଥିଲେ । ସେପଟେ ଏହି ଦୁର୍ଘଟଣାରେ ୩ଜଣ ପୋଲିସ କର୍ମଚାରୀ ଗୁରୁତର…

ବ୍ରିଜ ତଳକୁ ଖସିଲା ହାଇୱା, ୨ ନିଖୋଜ

ଝାରସୁଗୁଡା: ଝାରସୁଗୁଡା ରଂଫେଲ୍ ବ୍ରିଜ ତଳକୁ ଏକ ହାଇଓ୍ୱା ଖସି ପଡିଛି । ଫଳରେ ଏଥିରେ ଥିବା ୨ଜଣ ନିଖୋଜ ହୋଇଯାଇଛନ୍ତି । ହାଇଓ୍ଵାର ଚାଳକଙ୍କୁ ଉଦ୍ଧାର କରାଯାଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ନିଖୋଜ ଯୁବକ ଦ୍ୱୟ ହେଲେ ଜିତେନ୍ଦ୍ର ପ୍ରଧାନ ଓ ଅରବିନ୍ଦ ସାହୁ। ଉଦ୍ଧାର ହୋଇଥିବା ହାଇଓ୍ଵା…

ଅନୁଭବ ଛାଡିଲେ ନୂଆ ଭିଡିଓ, ପଚାରିଲେ ଏମିତି ହୁଏ କି ଘରୋଇ ହିଂସା?

ଭୁବନେଶ୍ୱର: ଓଲିଉଡର ସୁରପଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ଘରୋଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏବେ ଏହାକୁ ନେଇ ସମ୍ନକୁ ଆସିଛି ଏକ ନୂଆ ଭିଡିଓ । ଏହାକୁ ଅନୁଭବ ଜାରି କରିଛନ୍ତି । ଏହି ଭିଡିଓକୁ ନେଇ ଚର୍ଚ୍ଚା ଜୋର୍ ଧରିଛି । ଏହି ଭିଡିଓ…

ନଭେମ୍ବର ୩ରୁ ଓଜେଏସ(OJS) ମେନ ପରୀକ୍ଷା

କଟକ: ଓଡିଶା ଜୁଡିସିଆଲ୍ ସର୍ଭିସେସ୍ (OJS) ର ମୁଖ୍ୟ ଲିଖିତ ପରୀକ୍ଷା ନଭେମ୍ବର 3 ରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।ସୋମବାର ଓଡିଶା ଜନସେବା ଆୟୋଗ (ଓପିଏସି) ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ନଭେମ୍ବର 6 ରେ ଲିଖିତ ପରୀକ୍ଷା ଶେଷ ହେବ। ପରବର୍ତ୍ତୀ ସମୟରେ ସବିଶେଷ କାର୍ଯ୍ୟସୂଚୀ…