Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅକ୍ଟୋବର ୧୨କୁ ଘୁଞ୍ଚିଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପିଟିସନ ଶୁଣାଣି

କଟକ: ଅଭିନେତା ତଥା ସାଂସଦ ଅନୁଭବ ମାହାନ୍ତିଙ୍କ ନାଁରେ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଛି । ଅକ୍ଟୋବର ୧୨ ତାରିଖରେ ମାମଲାର ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କଟକ ଏସଡିଜେଏମ୍ କୋର୍ଟ । ଏନେଇ ସୂଚନା ଦେଇଛନ୍ତି ବର୍ଷା…

ଆନ୍ତର୍ଜାତୀୟ ଓଡ଼ିଆ ଖେଳାଳି କୋଭିଡ ପଜିଟିଭ ଚିହ୍ନଟ

ବଲାଙ୍ଗୀର: ଓଡିଶା ବଲାଙ୍ଗୀର ଜିଲ୍ଲାର ଅନ୍ତର୍ଜାତୀୟ ମହିଳା କ୍ରିକେଟର ରା ସନାରା ପାରୱିନ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ତାଙ୍କ ମା ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉଭୟଙ୍କୁ ସ୍ଥାନୀୟ ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ କ୍ରିକେଟରଙ୍କ ମା…

ଓଡ଼ିଶାରେ ଆଉ ୧୦ ଜଣଙ୍କୁ ମାରିଦେଲା ମହାମାରୀ, ମୃତ୍ୟୁସଂଖ୍ୟା ଡେଇଁଲା ୫୫୦

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ତାସହ ଜୀବନ ନେଉଛି ମହାମାରୀ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୦ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଜଣେ ମହିଳା ଓ ୯ ଜଣ ପୁରୁଷ ଅଛନ୍ତି । 3. A 70-year old female of Cuttack who was also suffering…

ରେକର୍ଡ ଭାଙ୍ଗୁଛି କରୋନା: ଦିନକରେ ରାଜ୍ୟରୁ ୩୮୬୧ ପଜିଟିଭ୍

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରୁ ରେକର୍ଡ ପଜିଟିଭ୍ ଚିହ୍ନଟ । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ୩୮୬୧ ଜଣ । ଯାହାକି ଏଯାଏଁ ସର୍ବାଧିକ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨ ହଜାର ୨୭୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫ ଶହ ୮୩ । ଗତକାଲି ରାଜ୍ୟରୁ ୩ ହଜାର ୮୧୬ ପଜିଟିଭ୍…

ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୪୫ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୫ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୫,୧୬୫ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୮,୧୬୫ ଜଣଙ୍କର ଆଣ୍ଟିଜେନ, ୬୮୩୬ ଟି ଆରଟିପିସିଆର୍ ଓ ୧୬୪ ଟି ଟ୍ରୁନଟ୍‌ ପରୀକ୍ଷା…

୪୦ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କଲା ଗଜପତି ଜିଲ୍ଲା ପୋଲିସ

ଗଜପତି: ଗଜପତି ଜିଲ୍ଲା ମୋହନା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ୪୦ ଲକ୍ଷ ଟଙ୍କା ମୂଲ୍ୟର ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ। ସୂଚନା ମୁତାବକ ଆର୍‌.ଉଦୟଗିରି ଅଞ୍ଚଳରୁ ଏକ ଗଞ୍ଜେଇ ବୋଝେଇ ଟ୍ରକ ଆଗ୍ରା ଯାଉଥିବା ମୋହନା ପୁଲିସକୁ ଖବର ମିଳିଥିଲା। ଏହା ପରେ ଥାନା ଅଧିକାରୀଙ୍କର ଏକ ଟିମ…

ବଜ୍ରପାତ ସହ ବର୍ଷା ଆଶଙ୍କା: ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଉଛି ସମ୍ବଲପୁର, ସୁନ୍ଦରଗଡ, ଝରସୁଗୁଡା, ଦେଓଗଡ଼, ବରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର…

ନାବାଳିକା ଗଣଦୁଷ୍କର୍ମ ମାମଲାରେ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର: ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ରାଜ୍ୟ ମହିଳା କମିଶନ ରିପୋର୍ଟ ତଲବ କରିଛନ୍ତି । ତୁରନ୍ତ ଏ ନେଇ ତଦନ୍ତ ସାରି ରିପୋର୍ଟ ଦାଖଲ କରିବା ପାଇଁ ଭୁବନେଶ୍ୱର ଡିସିପିଙ୍କୁ ମହିଳା କମିଶନର ଅଧ୍ୟକ୍ଷା ମିନତୀ ବେହେରା ଜଣାଇଛନ୍ତି । ଅନ୍ୟ ପକ୍ଷରେ ରାଜ୍ୟ ମହିଳା ଓ…

ଅନୁଭବଙ୍କ ବିରୁଦ୍ଧରେ ପାରିବାରିକ ହିଂସା ମାମଲା: ଆଜି ହେବ ଶୁଣାଣି

ଭୁବନେଶ୍ୱର: ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ପତ୍ନୀ ବର୍ଷା ପାରିବାରିକ ହିଂସା ଅଭିଯୋଗ ଆଣିଥିଲେ । ଯାହାର ଶୁଣାଣି ଆଜି କଟକ SDJM କୋର୍ଟରେ ହୋଇପାରେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ,ସ୍ୱାମୀ ଅନୁଭବଙ୍କ ବିରୋଧରେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ ବର୍ଷା। କଟକ…

ଆର୍ଥିକ ଅନଗ୍ରସର ଲୋକଙ୍କୁ ଏମ୍‌ଏସ୍‌ଏମ୍‌ଇ ଗୁଣାତ୍ମକ ଜୀବନଶୈଳୀ ପ୍ରଦାନ କରିବାରେ ସହାୟ ହେବ: କ୍ୟାପଟେନ ଦିବ୍ୟଶଙ୍କର…

ଭୁବନେଶ୍ୱର: ଶିଳ୍ପସଂସ୍ଥା ଏବଂ ଏମ୍‌ଏସ୍‌ଏମ୍‌ଇ ଆମ ଜୀବିକାନିର୍ବାହର ମୁଖ୍ୟ ଉତ୍ସ । ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ସର୍ବାଧିକ ରୋଜଗାର ସୁଯୋଗ ରହିଛି । ବର୍ତ୍ତମାନ ଆମ ରାଜ୍ୟରେ ୧୦ ଲକ୍ଷରୁ ଅଧିକ ଯୋଗ୍ୟ ଯୁବକ କରୋନା ଯୋଗୁଁ ବିଭିନ୍ନ ରାଜ୍ୟରୁ ନିଜ ରାଜ୍ୟକୁ ଫେରିଆସିଛନ୍ତି । ଏହି କୁଶଳୀ…