Latest Odisha News

BREAKING NEWS

Browsing Category

ଓଡିଶା

Odisha

+୨ କଳାରେ ଟପ୍ପର ସମ୍ଭାବନା ସାହୁ

ଯାଜପୁର: ଶନିବାର ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ପରୀକ୍ଷା ଫଳ। ଏହି ପରୀକ୍ଷାରେ ପାଣିକୋଇଲି ସ୍ଥିତ ମା ତାରିଣୀ ମହାବିଦ୍ୟାଳୟର ଛାତ୍ରୀ ସମ୍ଭାବନା ସାହୁ ୯୧ ପ୍ରତିଶତ ନମ୍ବର ରଖି ସାରା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି। ସମ୍ଭାବନା ଏହି ପରୀକ୍ଷାରେ ସର୍ବାଧିକ ୫୪୬ ନମ୍ବର  ରଖିଛନ୍ତି।…

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର: କେନ୍ଦୁଝରର ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସୂଚନା ଦେଇଛନ୍ତି ବିଧାୟକ । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏଯାଏ ୧୯ ବିଧାୟକ ଓ ୩ ସାଂସଦ କୋରୋନା…

ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

‘ବେଡ୍‌ରୁମ୍‌ରେ ପିଉଥିଲେ ମଦ, ବାପା ହେବାକୁ ଚାହୁଁନଥିଲେ ଅନୁଭବ’ ପିଟିସନରେ ଦର୍ଶାଇଛନ୍ତି ବର୍ଷା

ଭୁବନେଶ୍ୱର: ହାତ ଧରି ଚାଲିବାକୁ ଦିନେ କଥା ଦେଇଥିଲେ । କିନ୍ତୁ ଆଜି ସିଏ ହାତ ଛାଡି ଦେଇଛନ୍ତି । ସମୟ ସହ ସବୁ କିଛି ବଦଳି ଯାଇଛି । ଆମ ଭିତରେ ଆଉ କିଛି ନାହିଁ ବୋଲି ଅଭିଯୋଗ ଆଣିଛନ୍ତି ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ…

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ ପଜିଟିଭ, ମୋଟ ସଂଖ୍ୟା ୧୨ ହଜାର ପାର୍

ଭୁବନେଶ୍ୱର: ଭୁବନେଶ୍ୱରେ ବଢ଼ୁଛି କରୋନା ସଂକ୍ରମଣ । ସବୁଠାରୁ ଚିନ୍ତା ଜନକ ରହିଛି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଶହେରୁ ୨ଶହ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହେଉଛି । ଆଜି ପୁଣି ରାଜଧାନୀରୁ ୧୬୭ ସ୍ଥାନୀୟ ସଂକ୍ରମିତଙ୍କ ସମେତ ୪୦୯ ନୂଆ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ଅଭାବ ନା ଅବହେଳା

ସୃଷ୍ଟିର ଆରମ୍ଭ ଆମ ମହିଳାଙ୍କୁ ନେଇ । ମହିଳା ଯଦି ନ ରହିବେ ତା’ହେଲେ ସଂସାର ଛାରଖାର, ଏକଥା ସମସ୍ତେ ହୃଦୟଙ୍ଗମ କରିଛନ୍ତି । ହେଲେ ବି ଆଜି ଆମେ କେଉଁଠି ନା କେଉଁଠି ମହିଳାମାନଙ୍କ ଅଭାବ ଦେଖୁଛେ । ସବୁ କ୍ଷେତ୍ରରେ ଆମେ ଯେତେ ସଶକ୍ତ ମହିଳାଙ୍କୁ କରୁଛେ ବୋଲି ଯେତେ ଉଦାହରଣ ଭାଷଣବାଜିରେ…

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ପାସ୍ ହାର ୬୭.୫୬%

ଭୁବନେଶ୍ୱର: ପ୍ରକାଶ ପାଇଛି +୨ କଳା ପରୀକ୍ଷା ରେଜଲ୍ଟ । ଯୁକ୍ତ ୨ କଳାରେ ପାସ୍ ହାର ୬୭.୫୬ ପ୍ରତିଶତ ରହିଛି । ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସିଏଚଏସଇ କାର୍ଯ୍ୟାଳୟରେ ଅପରାହ୍ନ ୪ଟାରେ ମନ୍ତ୍ରୀ…

ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠିତ

ଭୁବନେଶ୍ୱର: ରାଜଧାନୀ ଭିବନେଶ୍ୱରେ ଚାଂଚଲ୍ୟ । ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏହି ମାମଲାର ଏବେ ଖୋଲତାଡ ଆରମ୍ଭ କରିଛି କମିଶନରେଟ୍ ପୋଲିସ । ଏନେଇ ପୋଲିସ ତଦନ୍ତ ଲାଗି ଏକ ସ୍ୱତନ୍ତ୍ର ଟିମ୍ ଗଠିତ କରିଛି । ଲକଡାଉନ ବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ…

ଅନୁଭବ-ବର୍ଷାଙ୍କ ହେବ ଡିଭୋର୍ସ ! କୋର୍ଟକୁ ଗଲେ ବର୍ଷା

ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ହେବାକୁ ଯାଉଛି ବିବାହ ବିଚ୍ଛେଦ ।  ସ୍ୱାମୀ ଅନୁଭବଙ୍କ ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । କଟକ ଏସ୍‌ଡିଜେଏମ୍ କୋର୍ଟରେ ମାମଲା ଦାୟର କରିଛନ୍ତି ବର୍ଷା । ପାରିବାରିକ…

ବୁର୍ଲାରେ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ

ସମ୍ବଲପୁର: ବୁର୍ଲା ହସ୍ପିଟାଲରେ ତିଆରି ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ । କରୋନା ରୋଗୀଙ୍କ ପାଇଁ ୧୫ଟି ଆଇସିୟୁର ବ୍ୟବସ୍ଥା ହେବ । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇଥିଲେ । ସେଠାରେ ପହଞ୍ଚି ବୁର୍ଲା ମେଡ଼ିକାଲରେ କୋଭିଡ଼ ପରିଚାଳନା ନେଇ ଏକ…