Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ମାଲକାନଗିରି, ନୂଆପଡା, ବରଗଡ ଓ ବଲାଙ୍ଗିର ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସକାଳ ୧୦ଟା…

ହୋମ୍ ଆଇସୋଲେସନ୍ ଲାଗି ବିଏମସିର ଏସଓପି ଜାରି

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ରୋଗୀଙ୍କ ହୋମ୍ ଆଇସୋଲେସନ୍ ଲାଗି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସଓପି)ଜାରି କରାଯାଇଛି । ସୂଚନାନୁଯାୟୀ ଆଇସୋଲେସନରେ ରହି ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ଲାଗି ୨୪ ଘଣ୍ଟିଆ ପରାମର୍ଶ ଦେବା…

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର: ସେପ୍ଟେମ୍ବର ୫ ତାରିଖ ଦିନ ତଥା ଆଜି ଅପରାହ୍ନରେ ଯୁକ୍ତ ୨ କଳା ବିଷୟର ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ମନ୍ତ୍ରୀ ଉଭୟ କଳା ଓ…

କରୋନା ସଂକ୍ରମିତ ନେତାଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ ବିଧାୟକ ଓ ମନ୍ତ୍ରୀ କରୋନା ସଂକ୍ରମିତ ହେଉଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେତାଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀ ପଦ୍ମିନୀ ଦିଆନ୍ ସାଂସଦ ରମେଶ ମାଝୀ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ପ୍ରଶାନ୍ତ…

[ଭିଡିଓ] କୁକୁର ପାଇଁ ସାକ୍ଷୀ ଦେଇ ଫସିଗଲେ ବାବୁଲି !

ଅନୁଗୁଳ: ମହଙ୍ଗା ପଡିଲା ବିଦେଶୀ କୁକୁର ପାଇଁ ସାକ୍ଷୀ ଦେବା । ଉଦ୍ଧାର ପାଇଲା କୁକୁର । ଧରାପଡିଲା ଚୋର । ହେଲେ ପୋଲିସକୁ ସହାୟତା କରି ବଳିପଡିଲା ଏକ ନିରୀହ ପରିବାର । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନୁଗୁଳ ସନ୍ଥପଡାର ବାବୁଲି ସାମଲ । ଘର ଆଗରେ ଲଗାଇଥିଲେ…

ଜାଣନ୍ତୁ, କେବେଠୁ ଆରମ୍ଭ ହେବ ଯୁକ୍ତ ୩ ଇ-ଆଡମିଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୮ ତାରିଖରୁ ଯୁକ୍ତ ୩ ଅନଲାଇନ୍ ଆଡମିଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସାମସ ଅଧିନରେ ପରିଚାଳିତ ୨୦୨୦-୨୧ ଶିକ୍ଷା ବର୍ଷରେ ରାଜ୍ୟର ସମସ୍ତ ଡିଗ୍ରୀ ଓ ସ୍ୱଂୟଶାସିତ କଲେଜ ଗୁଡିକରେ ଯୁକ୍ତ ୩…

ଭୁବନେଶ୍ୱରରେ ୧୨ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୫୫୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୯୮୦ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୯୦ ହଜାର ଟପିଲା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୯୮୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୨୯୮୦ ଜଣଙ୍କ ମଧ୍ୟରୁ ୬୫୪ ଜଣ କଟକରୁ, ୨୬୩ ଜଣ ଖୋର୍ଦ୍ଧା, ୨୧୨ ଜଣ ଗଞ୍ଜାମରୁ, ୨୦୭ ଜଣ ମୟୁରଭଞ୍ଜରୁ,…

ଜଗତସିଂହପୁର ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି, ଯାହା ପଜିଟିଭ ଆସିଛି । ମୁଁ ଏବେ ହୋମ୍ ଆଇସୋଲେସନରେ ଅଛି ଏବଂ…

ଏନଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୬ ତାରିଖରେ ହେବାକୁ ଥିବା ଏନଡିଏ ଓ ନାଭାଲ ଏକାଡେମୀ (ଏନଏ) ପରୀକ୍ଷା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି । ଯେଉଁଥିପାଇଁ ଆସନ୍ତାକାଲି ତଥା ସେପ୍ଟେମ୍ବର ୫ ତାରିଖ ସନ୍ଧ୍ୟା ୫ ଘଟିକାରେ ବିଭିନ୍ନ…