Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜାମରେ ଶହେ ତଳକୁ ଖସିଲା ପଜିଟିଭ୍ କେସ, ୯୩% ସୁସ୍ଥ

ଭୁବନେଶ୍ୱର: ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି କରୋନା । ଧୀରେ ଧୀରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ କରୋନାର ରେଡହଟ୍ ଥିବା ଗଞ୍ଜାମ ଜିଲ୍ଲାରେ ଦୁଇ ମାସ ପରେ ଶହେ ତଳକୁ ଖସିଲି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଗଞ୍ଜାମରୁ ୯୭ ଜଣ ନୂଆ ଭୂତାଣୁ ସଂକ୍ରମିତ…

ରାଜ୍ୟରେ ଆଉ ୯ ଜଣଙ୍କର ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ବଢୁଚି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ବଲାଙ୍ଗୀର ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ରାୟଗଡାରୁ ପ୍ରାଣ ହରାଇଛନ୍ତି ଜଣେ ସଂକ୍ରମିତ । ମୃତକଙ୍କ ଭିତରେ ୩ ଜଣ ପୁରୁଷ…

ଖୋର୍ଦ୍ଧାରେ ୮୫୯ ଓ ଗଞ୍ଜାମରେ ୯୭, ଗୋଟିଏ ଦିନରେ ୩୨୬୭ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ଗଞ୍ଜାମରେ କମୁଛି, ଖୋର୍ଦ୍ଧା ଓ କଟକରେ ମାଡୁଛି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩ ହଜାର ୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧ ହଜାର ୯୬୧ ଓ ଲୋକାଲ୍ କଣ୍ଟାଣ୍ଟ କେସ ରହିଛି ୧ ହଜାର ୩୦୬ । ନୂଆ ରେକର୍ଡ କରିଛି ଖୋର୍ଦ୍ଧା ।…

ଦିନକରେ ଓଡ଼ିଶାରେ ୪୬ହଜାର, ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ ଟେଷ୍ଟିଂ । ଗତ ୨୪ ଘଣ୍ଟାରେ ୪୬ ହଜାର ୭୫୪ ନମୁନା ପରୀକ୍ଷା ହୋଇଛି । ଜଞ-ଚଉଜ- ୭, ୧୪୪, ଆଣ୍ଟିଜେନ୍୦ ୩୯, ୩୯୨, ଟ୍ରୁନଟ୍- ୨୧୮ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯ ଲକ୍ଷ ୯୭ ହଜାର ୩୪୫ କୋଭିଡ୍ ଟେଷ୍ଟ କରାଯାଇଛି । ସେପଟେ ଦେଶରେ ବି ବଢିଛି ଟେଷ୍ଟିଂ…

ଇମ୍ଫା ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: “କାମ ଦିଅ ନଚେତ ଆତ୍ମହତ୍ୟା କରିବୁ”

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଖଣି ଉପତ୍ୟକାର କାଳିଆପାଣି ଠାରେ ଥିବା ଇମ୍ଫା ଖଣିରେ ଦେଖାଦେଇଛି ଶ୍ରମିକ ଅଶାନ୍ତି । ଖଣି କର୍ତ୍ତୃପକ୍ଷ କାମ ଦେଉନଥିବା ଅଭିଯୋଗ ସହ ୯ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶହ ଶହ ଶ୍ରମିକ ଓ କର୍ମଚାରୀ । ୨ ଦିନ ହେଲା ଖଣି ମୁଖ୍ୟ ଫାଟକ ସମ୍ମୁଖରେ…

ପୁରୀରୁ ହଟିଲା କଟକଣା: ହୋଟେଲ ବୁକିଂ ପାଇଁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି

ପୁରୀ: ଓଡିଶା ପର୍ଯ୍ୟଟନର ମେରୁଦଣ୍ଡ ବୋଲାଉଥିବା ପୁରୀ ସହରରୁ ହଟିଲା କଟକଣା । ପର୍ଯ୍ୟଟକଙ୍କ ପାଇଁ ଖୋଲାଗଲା ପୁରୀ। କରୋନା ପାଇଁ ସବୁଆଡେ ତାଲା ବନ୍ଦ ରହିଥିବା ବେଳେ ପୁରୀରେ ମଧ୍ୟ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ନିଷିଦ୍ଧାଦେଶ ଜାରି ହୋଇଥିଲା। ତେବେ ପର୍ଯ୍ୟଟନ ଭିତ୍ତିଭୂମିକୁ ସୁଦୃଢ଼…

ଓଡ଼ିଶାକୁ ବିଶ୍ୱ ଦରବାରରେ ସ୍ବତନ୍ତ୍ର ପରିଚୟ ଦେଇଥିବା ଓଡିଶୀ ନୃତ୍ୟ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଏହା ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ କହିଲେ ଅତ୍ୟୁକ୍ତି ହେବ ନାହିଁ। ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ ଖାରବେଳଙ୍କ ସମୟରେ…

ମଦ ପିଆରୁ ମହାଭାରତ: ସାଙ୍ଗର କୁରାଢ଼ୀ ଚୋଟରେ ଯୁବକ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ସୋମନାଥପୁର ଗାଁରେ ଘଟିଛି ଏକ ବିଭତ୍ସ ହତ୍ୟାକାଣ୍ଡ । ଏକାଠି ମଦ ପିଇବା ସମୟରେ ସାଙ୍ଗର କୁରାଢ଼ୀ ଆକ୍ରମଣରେ ଅନ୍ୟ ଜଣେ ସାଙ୍ଗଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ଦିଲୀପ ସେଠୀ (୩୧) । ଠାକୁରଗଡ଼ ଥାନା ଆଇଆଇସି ପୀତାମ୍ବର ମଲ୍ଲିକ…

ଫେସବୁକରେ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ: ଓଡ଼ିଶା ଯୁବକ ଗିରଫ   

କଟକ: ଫେସବୁକରେ ଭାରତର ପ୍ରଧାନମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ | ଯାହାକି ମହଙ୍ଗା ପଡିଛି ସମ୍ପୃକ୍ତ ଫେସବୁକ ଆକାଉଣ୍ଟଧାରୀଙ୍କୁ | ଆଉ ରାଜଦ୍ରୋହ ମାମଲାରେ ଉକ୍ତ ଯୁବକକୁ ଗୁରୁବାର ଦିନ ଗିରଫ କରିଛି ଉତ୍ତର ପ୍ରଦେଶ ପୋଲିସ | ଘଟଣାଟି ଘଟିଛି ସାଲେପୁର ଥାନା…

କଟକ ଓ ଖୋର୍ଦ୍ଧାରେ କୋଭିଡ ରଣନୀତି ସୁଦୃଢ କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି ମହାମାରୀ କରୋନା । ବିଶେଷ କରି ଏବେ ଖୋର୍ଦ୍ଧା ଏବଂ କଟକରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ରାଜ୍ୟରେ କୋଭିଡ…