Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟାଇମ୍ସ ୱାର୍ଲ୍ଡ ର‌୍ୟାଙ୍କିଙ୍ଗରେ ପୁଣି ସ୍ଥାନ ପାଇଲା ସୋଆ

ଭୁବନେଶ୍ୱର: ଟାଇମ୍ସ ହାୟର ଏଜୁକେସନ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ-୨୦୨୧ରେ ସୋଆ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦୧ ପ୍ଲସ୍ କାଟେଗୋରୀରେ ନିଜ ସ୍ଥାନ ହାସଲ କରିବାରେ ସଫଳତା ହାସଲ କରିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ୫ଟି ବିସ୍ତୃତ ଦିଗକୁ ନେଇ ଏହି…

ଓଡିଶାର କେଉଁସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ

ଭୁବନେଶ୍ୱର: ଓଡିଶାର ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ଶୁକ୍ରବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,…

ନୂଆ ୱେବ୍ ସିରିଜ ‘ମିସେସ୍ ତାପସ’

ଭୁବନେଶ୍ୱର: ଓଟିଟି ପ୍ଲାଟଫର୍ମରେ ଖୁବ୍ ଶୀଘ୍ର ପଦାର୍ପଣ କରିବାକୁ ଯାଉଛି ନୂଆ ୱେବ ସିରିଜ ‘ମିସେସ୍ ତାପସ’ । ଏଆର୍ ଫିଲ୍ମ ଷ୍ଟୁଡିଓ ନିବେଦିତ ଏହି ୱେବସିରିଜର ପ୍ରଯୋଜନା ଦାୟିତ୍ୱ ତୁଲାଉଛନ୍ତି ଅବିନାଶ ରାଉତ । ପୂର୍ବରୁ ଅବିନାଶ ବଲିଉଡରେ କେତେକ ଚଳଚ୍ଚିତ୍ର ଓ ୱେବସିରିଜରେ କାମ କରିଛନ୍ତି…

କେଲୁଅ ନଦୀବନ୍ଧ ଭାଙ୍ଗିବା ଘଟଣା: ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ

ଯାଜପୁର: କେଲୁଅ ନଦୀ ବନ୍ଧ ଭାଙ୍ଗିବା ଘଟଣାରେ ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ । ଦଳର ଏକ ପ୍ରତିନିଧି ଟିମ୍ ଆଜି ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଥିଲା । ଏହାପରେ କଂଗ୍ରେସ ଦଳ ଏହାର ନିରପେକ୍ଷ ତଦନ୍ତ ଦାବି କରିବା ସହ ସ୍ଥାନୀୟ ନେତାଙ୍କ ଆଡକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି । ବରିଷ୍ଠ…

ଅହଲ୍ୟାଙ୍କ ଭକ୍ତି ସାଧନରେ ଶ୍ରୀରାମଙ୍କ ଭାଗିଦାରୀତା

ପାଠକେ! ଆମ ଆଧ୍ୟାତ୍ମିକ ଶାସ୍ତ୍ର ପୁରାଣରେ ଯେତେଯେତେ ଆଶ୍ଚର୍ଯ୍ୟଜନକ ପ୍ରସଙ୍ଗମାନ ଅଛି, ତାକୁ ଅନୁଭବ ପୂର୍ବକ ଆଲୋଚନା କଲେ ମନରେ ପରମାତ୍ମାଙ୍କ ଉଦ୍ଦେଶ୍ୟରେ ସ୍ୱତଃ ସମର୍ପଣାତ୍ମକ ଭକ୍ତିଭାବ ଜାଗ୍ରତ ହୋଇଉଠେ । ଭାଗଗ୍ରାହୀ ପ୍ରଭୁ ନିଜ ଭକ୍ତ ପାଇଁ କ’ଣ କରି ନ ପାରନ୍ତି! ବାଇଗଣ କିଆରିରେ…

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ଅଭିଯୋଗ; ଥାନାରେ ମାମଲା

ବ୍ରହ୍ମପୁର: କରୋନା ଯୋଦ୍ଧା ଭାବେ କାର୍ଯ୍ୟରତ ଜଣେ ଅଙ୍ଗନବାଡି କର୍ମୀଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ସ୍ଥାନୀୟ ଗୋଳନ୍ଥରା ଥାନା ଅନ୍ତର୍ଗତ ଜୁଗୁଡି ସ୍ଥିତ କୃଷ୍ଣ ଗଉଡ ନାମକ ଯୁବକ ଜଣେ ଅଙ୍ଗନବାଡି…

ବଗଲା ବିବାଦ: ଡିଜିଟାଲ ପ୍ଲାଟଫର୍ମରେ ବିଜେପିର ଦସ୍ତଖତ ଅଭିଯାନ ଆରମ୍ଭ

ପୁରୀ: ପୁରୀରେ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ପ୍ରସଙ୍ଗରେ ବିଜେପି ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଏକ ଦସ୍ତଖତ ଅଭିଯାନ ଆରମ୍ଭ କରିଛି । ଏହି ଅଭିଯାନକୁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଉନ୍ମୋଚନ କରିଛନ୍ତି । ଏହି ଆପ୍ ଜରିଆରେ ସାଧାରଣ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ବାବୁ

ରାଜକନିକା: କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନାର ଏଏସଆଇ ବୈଷ୍ଣବ ଚରଣ ବେହେରା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଏହି ଘଟଣାରେ କଟକ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ମଧ୍ୟରୁଜୁ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ଗୋକର୍ଣ୍ଣେଶ୍ୱର ଗ୍ରାମର ଦିବାକର ସେଠୀଙ୍କ…

ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଲୋକସଭା କାର୍ଯ୍ୟକାଳକୁ ଦେଖିବା ପରେ ହିଁ ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି । ବର୍ତ୍ତମାନ ରାଜସ୍ଥାନରେ ବିଧାନସଭା ବସିଛି…

ମୋ ପୁଅକୁ ଧମକ ଦେଉଥିଲା ସାଇକୋ ଲେଡି: ଆଦିତ୍ୟଙ୍କ ମା’

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁକୁ ନେଇ ରହସ୍ୟ ଘନେଇବାରେ ଲାଗିଛି । ଆଦିତ୍ୟଙ୍କ ବାପା ପୁଅ ମୃତ୍ୟୁ ପଛରେ ସାଇକୋ ଲେଡିର ହାତ ଥିବା ନେଇ କିଛି ଦିତ ତଳେ ସନ୍ଦେହ କରୁଥିବା ବେଳେ ଆଜି ତାଙ୍କ ମା’ ଏନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆଦିତ୍ୟଙ୍କ…