Latest Odisha News

BREAKING NEWS

Browsing Category

ଓଡିଶା

Odisha

ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ୍ ହେଲଥ କାର୍ଡ: ମନ୍ତ୍ରୀ

ଭୁବନେଶ୍ବର: ହଷ୍ଟେଲରେ ବାସ କରୁଥିବା ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ଭଲ ରହିବ ସେନେଇ ସରକାର ନୂଆ ଉପାୟ ବାହାର କରିଛନ୍ତି । ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍ ହେଲଥ କାର୍ଡ ପ୍ରଦାନ କରିବେ ରାଜ୍ୟ ସରକାର । ଡିଜିଟାଲ୍ ହେଲଥ କାର୍ଡ ମାଧ୍ୟମରେ…

ଏସଏଚଜିରୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଋଣ; ସେପଟେ, ଦିଲ୍ଲୀ ଯିବେ ଲକ୍ଷପତି ଦିଦି ଏସ ଜ୍ୟୋତି

ଭୁବନେଶ୍ବର: ବର୍ଷକରେ ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରାଯିବ ସେନେଇ ଗୁରୁତ୍ବ ଦେଉଛନ୍ତି ସରକାର । ଲକ୍ଷପତି ଦିଦିଙ୍କୁ ଏବେ ଏସଏଚଜିରୁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ପ୍ରାଥମିକତା ଦେବେ । ଏନେଇ ସୁଭଦ୍ରା ହିତାଧିକାରୀଙ୍କ ସହିତ କଥା ହୋଇଛନ୍ତି…

୪ ଜିଲ୍ଲା ପାଇଁ ବିଜେଡି ପକ୍ଷରୁ ସଭାପତି ନାଁ ଘୋଷଣା

ଭୁବନେଶ୍ୱର:ବିଜେଡି ରାଜ୍ୟର ୪ଟି ଜିଲ୍ଲା ଗଞ୍ଜାମ,କଟକ,କେନ୍ଦ୍ରାପଡ଼ା ଓ କଳାହାଣ୍ଡି ପାଇଁ ନୂଆ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛି । ପୂର୍ବରୁ ୨୪ ସାଂଗଠନିକ ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା କରାଯାଇଥିଲା। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ…

ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଅଗଷ୍ଟ ୧୪ରେ କଂଗ୍ରେସ କରିବ ପଦଯାତ୍ରା

ଭୁବନେଶ୍ୱର: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପ୍ରତିକ୍ରିୟା ରଖିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ଯେ, ପୀଡ଼ିତାଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କୁ ନ୍ୟାୟ ମିଳିଲା ନାହିଁ । ପୀଡିତା ଯେତେବେଳେ ହସ୍ପିଟାଲ ଆସିଥିଲେ ନିଜେ ହୁଇଲ ଚେୟାର ବସିକି ଆସିଥିଲେ । ହେଲେ କେଉଁ…

ଯୌତୁକ ପାଇଁ ବଧୂ ହତ୍ୟା!

ଭୁବନେଶ୍ୱର: ଯୌତୁକ ନିର୍ଯାତନା ଯୋଗୁଁ ମହିଳାଙ୍କ ରହସ୍ୟମୟ ମୃତ୍ୟୁ ପରେ ଭୁବନେଶ୍ୱରରୁ ଜଣେ ୩୧ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଯୌତୁକ ପାଇଁ ତାଙ୍କ ଶାଶୁ ଘର ପକ୍ଷରୁ ତାଙ୍କୁ ନିରନ୍ତର ନିର୍ଯାତନା ଦିଆଯାଉଥିଲା ବୋଲି ଅଭିଯୋଗ କରିଛନ୍ତି ବାପ ଘର ଲୋକ। ବିଶ୍ୱନାଥ ସ୍ୱାଇଁ ନାମକ…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନର ମିଳିତ ସହଯୋଗ…

ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ସଂସ୍କୃତି ଗବେଷକ, ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଗବେଷଣା ବିଶେଷକରି ଜଗନ୍ନାଥ ସଂସ୍କୃତି ଓ ଗୀତ…

ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା -୨୦୨୫; କିଟ୍ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଜର୍ମାନୀର ରାଇନ୍‍-ରୁହରଠାରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରିଥିଲେ କିଟ୍‍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍‍। ସେମାନଙ୍କୁ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା: ଆସନ୍ତା ୭ରେ ବିଜେଡିର ପୁରୀ ହରତାଳ ଡାକରା

ପୁରୀ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି। ପୀଡ଼ିତାଙ୍କ ମୃତ୍ୟୁ ଏବେ ରହସ୍ୟ ଘେରରେ ଥିବା ନେଇ ଅଭିଯୋଗ। ରାଜ୍ୟ ସରକାର…

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା

ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜିପିଏସ୍‌…