Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀଜଗନ୍ନାଥ ମନ୍ଦିରକୁ ରେଡ୍ ଜୋନ୍ ଘୋଷଣା କଲା ଡିଜିସିଏ

ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଆଜି ଐତିହାସିକ ପଦକ୍ଷେପ ନିଆଯାଇଛି । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ ମନ୍ଦିରକୁ ରେଡ୍ ଜୋନ୍ ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ…

କାମାକ୍ଷାନଗରରେ ବାଘ ଆତଙ୍କ, ଗାଈ ପରେ ଷଣ୍ଢକୁ ମାରିଲା ବାଘ

ଢେଙ୍କାନାଳ: ଗତ କିଛିଦିନ ଧରି କାମାକ୍ଷାନଗର ଅଞ୍ଚଳରେ ବାଘ ମାତିଛି । ଆଜି କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ବାଘଟି ଗୋଟେ ଷଣ୍ଢକୁ ଘୋଷାଡ଼ି ମାରି ଦେଇଛି । ସୂଚନାଥାଉକି, କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ଗତଦୁଇ ଦିନ ଧରି ଗାଈକୁ ଘୋଷାଡ଼ି ଆକ୍ରମଣ…

କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଓ ନୂଆପଡ଼ା ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା କାର୍ଯ୍ୟକାରୀ

ଭୁବନେଶ୍ୱର: ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର କରିବାରେ…

ସବୁ କଳ୍ପନାଜଳ୍ପନାର ଅନ୍ତ, ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ପଦ୍ମ ଧରିଲେ ଜୟ ଢୋଲକିଆ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ। ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ। ଏକ ମିଶ୍ରଣ ପର୍ବ…

ଅପରେସନ୍ ପ୍ରହାରକୁ ବଡ଼ ସଫଳତା: ନିଶାଦ୍ରବ୍ୟ ଚୋରା ଚାଲାଣ ମାମଲାରେ ୬ ଗିରଫ

ବରଗଡ଼: ବେଆଇନ ନିଶା କାରବାର ବିରୋଧରେ ଲଢ଼େଇରେ ଏକ ବଡ଼ ସଫଳତା ହାସଲ କରିଛି ବରଗଡ଼ ପୋଲିସ। ଶନିବାର ଦିନ ଓଡ଼ିଶାର ବରଗଡ଼ ଜିଲ୍ଲାରେ ଚାଲିଥିବା 'ଅପରେସନ୍ ପ୍ରହାର' ଅଧୀନରେ ଛଅ ଜଣଙ୍କୁ ଗିରଫ କରିବା ସହିତ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ କରିଛି। ପାଇକମାଳ ଥାନାକୁ ମିଳିଥିବା ଏକ…

ଅର୍ଚ୍ଚନା-ଜଗବନ୍ଧୁଙ୍କ ପୁଣି ବଢ଼ିଲା ଅଡୁଆ, ଜଗବନ୍ଧୁଙ୍କୁ ୫ ଘଣ୍ଟା ଜେରା

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକ୍‌ମେଲିଂ ମାମଲା ଦିନକୁ ଦିନ ଅଡୁଆ ହେବାରେ ଲାଗିଛି । ଏହି ମାମଲାରେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜେରା କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜଗବନ୍ଧୁଙ୍କୁ ୫ ଘଣ୍ଟା ଜେରା କରିଛି ଇଡି। ଶୁକ୍ରବାର ସକାଳୁ ଆରମ୍ଭ ହୋଇଥିବା ଜେରା…

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ବାଲେଶ୍ୱର/କୋଲକାତା: ଆରଜି କର ମେଡିକାଲର ଘଟଣା ମନରୁ ନ ଲିଭୁଣୁ ପୁଣି ଏକ ସମାନ ଘଟଣା ସାମ୍ନାକୁ ଆସିଛି । ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି । ପଶ୍ଚିମବଙ୍ଗ ଦୁର୍ଗାପୁରର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଗୁରୁତର ଅବସ୍ଥାରେ ମେଡିକାଲରେ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା: କଣ୍ଡକ୍ଟର ମୃତ, ୧୫ ଆହତ

କଟକ: କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଏହି ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବସ୍‌ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ…

ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ସରକାର

ଭୁବନେଶ୍ୱର: ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ରାଜ୍ୟ ସରକାର। ବକେୟା ଥିଲେ ଧାନକିଣାରୁ ବାଦ୍ ପଡ଼ିବେ ମିଲର। ଏହାଠାରୁ ଅଧିକ ଧାନ ମଣ୍ଡିକୁ ଧାନ ଆସିଲେ ବି ପଞ୍ଜିକୃତ ଚାଷୀଙ୍କଠାରୁ କିଣାଯିବ। ନଭେମ୍ବରରୁ ମାର୍ଚ୍ଚ ଯାଏ ଖରିଫ ଧାନ ସଂଗ୍ରହ ହେବ। ଖରିଫରେ ୭୩ ଲକ୍ଷ ମେଟ୍ରିକ ଟନ…

ପୁଣି ସୋସିଆଲ ମିଡିଆରେ ବର୍ଷିଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ବର: ପୁଣି ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ । ପରୋକ୍ଷରେ ପୁଣି ସନ୍ନ୍ୟାସୀ କହି କଟାକ୍ଷ କଲେ ନେତ୍ରୀ । ନିଜ ଫେସବୁକରେ ପୋଷ୍ଟ କରି ଶ୍ରୀମୟୀ ଲେଖିଛନ୍ତି ଯେ, କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍ କରିଦେଲେ କହ୍ନେଇ । ଦଳ ପାଇଁ ଭଣ୍ଡସନ୍ନ୍ୟାସୀ ନୁହଁ…