Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ୧୫ରୁ ୩୦ ମଧ୍ୟରେ ହେବ ରେଭେନ୍ସା ୟୁଜି/ପିଜି ପରୀକ୍ଷା

ଭୁବନେଶ୍ୱର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନଲାଇନରେ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ଶେଷ ସେମିଷ୍ଟର ପରୀକ୍ଷା ହେବ । ଉଭୟ ରେଗୁଲାର ଓ ବ୍ୟାକ ପିଲାଙ୍କ ପାଇଁ ଏସବୁ ପରୀକ୍ଷା କରାଯିବ । ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ହେବ ଏସବୁ ପରୀକ୍ଷା।  ପରୀକ୍ଷାସୂଚୀ ଖୁବଶୀଘ୍ର ଜାରି କରାଯିବ…

ବିଧାୟିକା ସୁନନ୍ଦା ଦାସ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି…

ଭୁବନେଶ୍ୱରର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ…

ବିଡିଏର ୩୮ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ବିଡିଏର ୩୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । କରୋନା କଟକଣା ଥିବାରୁ ଚଳିତ ବର୍ଷ ନିରାଡମ୍ବର ଭାବେ ଆୟୋଜିତ କାର୍ଯ୍ୟକ୍ରମରେ ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧୁରୀ ବାର୍ଷିକ ବିବରଣୀ ପୁସ୍ତିକା ଉନ୍ମୋଚନ କରିଥିଲେ । ଏହି ଅବସରରେ…

ପ୍ରଣବ ମୁଖାର୍ଜୀଙ୍କୁ ପୁରୀ ବିଜେପି ପକ୍ଷରୁ ଶ୍ରଦ୍ଧାଂଜଳି

ପୁରୀ: ପୁରୀ ବିଜେପି ପକ୍ଷରୁ ବଗଲା ବଂଚାଅ ଆନ୍ଦୋଳନ ସ୍ଥଳରେ ଆଜି ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କର ବିୟୋଗରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦଳ ପକ୍ଷରୁ ପ୍ରଥମେ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।…

ସୋଆ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ

ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଛି। ଜାତୀୟ ରାଜନୀତିରେ ଜଣେ ପ୍ରଭାବଶାଳୀ…

ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଲିଉଡର ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ରାତିରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କରୋନା ଟେଷ୍ଟ କରିବା ବେଳେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ…

ଆଜି ଭୁବନେଶ୍ୱରରୁ ପୁଣି ୩୦୭ ସଂକ୍ରମିତ ଚିହ୍ନଟ, ୩୦୧ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମରୁ ୩୦୭ ଜଣ ନୂଆ କରୋନା ଆକ୍ରାନ୍ତ ବାହାରିଛନ୍ତି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨…

ଅନ୍‌ଲାଇନ୍‌ରେ ହେବ ୟୁଜି ଓ ପିଜି ପରୀକ୍ଷା

ଭୁବନେଶ୍ୱର: ସାରା ଦେଶରେ କରୋନା କାୟା ବିସ୍ତାର କରିଛି । ଏଥିଯୋଗୁଁ ସବୁ କିଛି ପ୍ରଭାବିତ ହୋଇଛି । ପିଲାଙ୍କ ପାଠ ପଢ଼ା ମଧ୍ୟ ଏଥିରୁ ବାଦ୍ ପଡିନି । ତେବେ ଦେଶରେ ଅନ୍‌ଲକ୍‌-୪ ଲାଗୁ ହୋଇଥିଲେ ମଧ୍ୟ ଶିକ୍ଷାନୁଷ୍ଠାନ ଗୁଡିକରେ ସବୁ ନିୟମ କୋହଳ ହୋଇ ନାହିଁ । ତେବେ ମହାମାରୀ କରୋନାକୁ…

ସିଏମ୍‌ସି ଅଫିସ୍‌କୁ ୧୫ ଦିନ ଯାଏଁ ଲୋକଙ୍କୁ ମନା

କଟକ: ଆସନ୍ତା ୧୫ ଦିନ ଯାଏଁ କଟକ ମହାନଗର ନିଗମ ତଥା ସିଏମ୍‌ସି କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ମନା । ଏନେଇ କଟକଣା ଜାରି ହୋଇଛି । ସିଏମ୍‌ସି କଣ୍ଟ୍ରୋଲ ରୁମର ଜଣେ ଡାକ୍ତର ପଜିଟିଭ ଚିହ୍ନଟ ହେବା ପରେ ସିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମୟରେ ସିଏମ୍‌ସିର…