Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ସରକାର

ଭୁବନେଶ୍ୱର: ଚଳିତ ବର୍ଷ ୯୩ ଲକ୍ଷ ମେଟ୍ରିକ ଟନ ଧାନ କିଣିବେ ରାଜ୍ୟ ସରକାର। ବକେୟା ଥିଲେ ଧାନକିଣାରୁ ବାଦ୍ ପଡ଼ିବେ ମିଲର। ଏହାଠାରୁ ଅଧିକ ଧାନ ମଣ୍ଡିକୁ ଧାନ ଆସିଲେ ବି ପଞ୍ଜିକୃତ ଚାଷୀଙ୍କଠାରୁ କିଣାଯିବ। ନଭେମ୍ବରରୁ ମାର୍ଚ୍ଚ ଯାଏ ଖରିଫ ଧାନ ସଂଗ୍ରହ ହେବ। ଖରିଫରେ ୭୩ ଲକ୍ଷ ମେଟ୍ରିକ ଟନ…

ପୁଣି ସୋସିଆଲ ମିଡିଆରେ ବର୍ଷିଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ବର: ପୁଣି ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ । ପରୋକ୍ଷରେ ପୁଣି ସନ୍ନ୍ୟାସୀ କହି କଟାକ୍ଷ କଲେ ନେତ୍ରୀ । ନିଜ ଫେସବୁକରେ ପୋଷ୍ଟ କରି ଶ୍ରୀମୟୀ ଲେଖିଛନ୍ତି ଯେ, କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍ କରିଦେଲେ କହ୍ନେଇ । ଦଳ ପାଇଁ ଭଣ୍ଡସନ୍ନ୍ୟାସୀ ନୁହଁ…

ବିଜେପିରେ ମିଶିବେ କି ଜୟ ଢୋଲକିଆ! ଲାଗି ରହିଛି ସସପେନ୍ସ

ଭୁବନେଶ୍ୱର: ଜୟ ଢୋଲକିଆଙ୍କୁ ନେଇ ବଡ଼ ସସପେନ୍ସ । ନୂଆପଡ଼ା ଆସନର ବିଧାନସଭା ଉପନିର୍ବାଚନ ପୂର୍ବରୁ ଜୟ ଢୋଲକିଆଙ୍କୁ ନେଇ ବଢ଼ିଲା ଚର୍ଚ୍ଚା । ବିଜେଡିରୁ ପ୍ରାର୍ଥୀ ହେବେ ନା ବିଜେପିକୁ ଯିବେ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ରାଜନୀତି ବେଶ ସରଗରମ ହୋଇଛି।…

Koraput Deomali: ଏଣିକି ଦେଓମାଳିରେ ବାହାର ତମ୍ବୁ ମନା

କୋରାପୁଟ: ଏଣିକି ଦେଓମାଳିରେ ବାହାର ତମ୍ବୁ ମନା। ବାହାର ତମ୍ବୁ ବାରଣ ନେଇ ନୋଟିସ ଜାରି କଲା କୋରାପୁଟ ଜିଲ୍ଲା ପ୍ରଶାସନ। କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକରେ ରହିଥିବା ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଦେଓମାଳିରେ ରାତ୍ରୀଯାପନ ପାଇଁ ବାହାର ତମ୍ବୁ ବା ଟେଣ୍ଟ ଉପରେ ବାରଣ କରାଯାଇଛି। ନୋଟିସ…

Weather Update: ୧୨ ଯାଏଁ ରାଜ୍ୟରେ ଲଘୁଚାପ ଜନିତ ବର୍ଷା, କେବେ ବିଦାୟ ନେବ ମୌସୁମୀ?

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଓ ଏହା ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।…

ଟାଇମ୍ସ ହାଇଅର୍ ଏଡ୍ୟୁକେସନ୍ ‘ଓ୍ବାର୍ଲଡ ୟୁନିଭର୍ସିଟି ରାକିଂ ୨୦୨୬’ରେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ଐତିହାସିକ…

ଭୁବନେଶ୍ୱର: ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଏକ ଐତିହାସିକ ସଫଳତା ହାସଲ କରିଛି । ପ୍ରସିଦ୍ଧ ଟାଇମ୍ସ ହାଇଅର୍ ଏଡ୍ୟୁକେସନ୍ (THE) ‘ଓ୍ବାର୍ଲଡ ୟୁନିଭର୍ସିଟି ରାକିଂ ୨୦୨୬’ରେ ୟୁନିଭର୍ସିଟି ବିଶ୍ୱ ସ୍ତରରେ ୧୫୦୧+ ଓ ଜାତୀୟ ସ୍ତରରେ ୯୮ତମ ସ୍ଥାନ ଅଧିକାର କରିଛି । ଏହି ସଫଳତା ବିଶ୍ୱବିଦ୍ୟାଳୟ…

ଗ୍ରୀଡକୋ ସହ ଆରଇଏଫପିଏଲ ଏବଂ ମେସର୍ସ ଅଲଟ୍ରାଟେକ୍ ସିମେଣ୍ଟ୍ ଲିମିଟେଡ୍ ରିନେବୁଲ ଏନର୍ଜି ବ୍ୟାଙ୍କିଂ ପାଇଁ…

ଭୁବନେଶ୍ୱର: ଗ୍ରୀଡକୋ ସହ ମେସର୍ସ ରିନ୍ୟୁ ଇ-ଫୁଏଲସ୍ ପ୍ରାଇଭେଟ୍ ଲିମିଟେଡ୍ ୫୦ ମେଗାୱାଟ୍ ପାଇଁ ଏବଂ ମେସର୍ସ ଅଲଟ୍ରାଟେକ୍ ସିମେଣ୍ଟ୍ ଲିମିଟେଡ୍ ସହିତ ୬.୨୫ ମେଗାୱାଟ୍ ର ରିନେବୁଲ ଏନର୍ଜି ବ୍ୟାଙ୍କିଂ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ…

ଟାଇମ୍‍ସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬: ୫୦୧ କୋହର୍ଟରେ କିଟ

ଭୁବନେଶ୍ୱର: ଚଳିତବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ବିଶ୍ୱ ତଥା ସର୍ବଭାରତୀୟ ସ୍ତରରେ ଉନ୍ନତି ଆଣିଛି। ଗୁରୁବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ-…

୧୫ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟରେ ବାଜିଲା ମୋହର

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଛି l…

ସୁଦୃଢ଼ ହେବ ଭୁବନେଶ୍ୱରର ସହରାଞ୍ଚଳ ଯୋଜନା, ଟିପି ସ୍କିମ୍-୮ ଡ୍ରାଫ୍ଟକୁ ଅନୁମୋଦନ

ଭୁବନେଶ୍ୱର: ରାଜଧାନୀର ଯୋଜନାବଦ୍ଧ ସହରୀ ବିକାଶ ପାଇଁ ଓଡ଼ିଶା ସରକାର ସହର ପରିକଳ୍ପନା ଯୋଜନା (ଟିପି) ଯୋଜନା-୮ର ଡ୍ରାଫ୍ଟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ଏହି ସମ୍ପର୍କିତ ଏକ ସରକାରୀ ବିଜ୍ଞପ୍ତି ଓଡ଼ିଶା ଗେଜେଟରେ ପ୍ରକାଶିତ ହୋଇଛି। ସମ୍ପୃକ୍ତ ଯୋଜନାଟି ଅନ୍ଧାରୁଆ ଓ ଦାସପୁର ମୌଜାରେ…