Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର: ବଡମ୍ବା ବିଜେଡି ବିଧୟକ ଦେବୀ ପ୍ରସାଦ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ପରେ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୁଁ ବର୍ତ୍ତମାନ ସୁସ୍ଥ ଅଛି । ଡ୍ରାଇଭର…

ବନ୍ୟା ଯୋଗୁଁ ୨୦ ଜିଲ୍ଳା ପ୍ରଭାବିତ, ୧୭ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଥିଲା । ଫଳରେ ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍ ଖୋଲା ଯାଇଛି । ଏଥିଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ବନ୍ୟାରେ କ’ଣ ସବୁ କ୍ଷୟକ୍ଷତି ହୋଇଛି ସେ ନେଇ ଏସ୍‌ଆର୍‌ସି ସୂଚନା…

ଖୁଦୁରୁକୁଣୀ ଓଷା ହେଲା କାଳ, ଭାସିଗଲେ ୪ ନାବାଳିକା

ନୟାଗଡ: ଖୁଦୁରୁକୁଣୀ ପାଇଁ ନଦୀରେ ଗାଧୋଇବା ହେଲା କାଳ । ବନ୍ୟା ଜଳରେ ଭାସିଗଲେ ୪ ନାବାଳିକା । ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ନିକଟ ଟାକରା ପଂଚାୟତ ବୁରୁ ସାହିର ବୃତ୍ତଙ୍ଗ ନଦୀରେ ଘଟିଛି ଏଭଳି ଘଟଣା…

ଜେଇଇ ଓ ନେଟ୍ ପରୀକ୍ଷା ପାଇଁ ବିଏମସିର ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଜେଇଇ ଓ ନେଟ୍ ପରୀକ୍ଷାର ସୁପରିଚାଳନା କରିବ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହି ପରୀକ୍ଷା ପାଇଁ ରାଜଧାନୀରେ ୬ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ପରୀକ୍ଷାର୍ଥୀଙ୍କ ରହଣୀ ପାଇଁ ୮ଟି ସ୍ଥାନରେ ବ୍ୟବସ୍ଥା…

ଦଳେଇ ଘାଇରେ ବିପଦ ସଂକେତ ଟପିଲା

ଜଗତସିଂହପୁର: ଦଳେଇ ଘାଇରେ ବିପଦ ସଂକେତ ଟପିଲା ଦେବୀ ନଦୀ । ଏଠାରେ ବିପଦ ସଂକେତ ୫୭ ଫୁଟ୍ ରହିଥିବା ବେଳେ ଏବେ ଏଠାରେ ୫୭.୧୦ ଫୁଟରେ ଜଳ ପ୍ରବାହିତ ହେଉଛି । ସେହିପରି ମାଛ ଗାଁରେ ମଧ୍ୟ ବିପଦ ସଂକେତ ଟପିଛି ଦେବୀ ନଦୀ । ଏଠାରେ ବିପଦ ସଂକେତ ୧୩ ଫୁଟ ଥିବା ବେଳେ ଏବେ ୧୪.୪୦ ଫୁଟ ଉପରେ…

ଗଞ୍ଜାମରୁ ବିରଳ ପ୍ରଜାତିର ପକ୍ଷୀ ଉଦ୍ଧାର

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଚିଙ୍ଗୁଡ଼ିଖୋଲ ଗାଁରୁ ଏକ ବିରଳ ପ୍ରଜାତିର ପକ୍ଷୀ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ପକ୍ଷୀଟି ଉଡିଯାଉଥିବା ସମୟରେ କିଛି କାଉଙ୍କ ଆକ୍ରମଣର ଶିକାର ହୋଇ ଆସି ଜଣଙ୍କ ଘର ବାରଣ୍ଡାରେ ପଡିଥିଲା। ଏନେଇ ସ୍ଥାନୀୟବାସୀ ଖଲ୍ଲିକୋଟ…

ଲକଡାଉନ୍ ହଟିଲା କିନ୍ତୁ ପୋଲିସ କାଟିଲା ଫାଇନ୍‌

ଭୁବନେଶ୍ୱର: ଦେଶରେ ଲାଗୁ ହୋଇଛି ଅନ୍‌ଲକ୍‌-୪ । କେନ୍ଦ୍ର ସରକାର ଆଜିଠାରୁ ରାଜ୍ୟମାନଙ୍କରେ ଲକଡାଉପ୍ ଓ ସଟ୍‌ଡାଉନ୍ ରହିବନି ବୋଲି ଘୋଷଣା କରିଛନ୍ତି । କିନ୍ତୁ ପୋଲିସ ଏହାକୁ ମାନିବାକୁ ନାରାଜ । ଆଜି ରାଜଧାନୀ ଭୁବନେଶ୍ୱରର ଏକ ଜନଗହଳିପୂର୍ଣ୍ଣ ସ୍ଥାନରେ ପୋଲିସ ଅଚାନକ ଚଢ଼ାଉ କରିଛି ।…

ରାଜ୍ୟର ବିଭିନ୍ନ ନଦୀରେ ୩୨ଟି ଘାଇ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ନଦୀରେ ବର୍ତ୍ତମାନ ସୁଦ୍ଧା ୩୨ଟି ଘାଇ ସୃଷ୍ଟି ହୋଇଛି । କେବଳ ଯାଜପୁର ଜିଲ୍ଲାରେ ୨୪ଟି ଘାଇ ସୃଷ୍ଟି ହୋଇଛି । ମହାନଦୀ ସିଷ୍ଟମରେ ମଧ୍ୟ ୨ଟି ଘାଇ ସୃଷ୍ଟି ହୋଇଛି । ଏନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି । ସେ…

ଅନ୍‌ଲକ-୪ ଅର୍ଥନୀତିରେ ସୁଧାର ଆଣିବ: ବିଜେପି

ଭୁବନେଶ୍ୱର: ମହାମାରୀ କରୋନା ଭିତରେ ଦେଶରେ ଲାଗୁ ହୋଇଛି ଅନ୍‌ଲାକ୍‌-୪ । ଏହି ଅନ୍‌ଲକ୍‌-୪ରେ ସମସ୍ତ କଟକଣାକୁ ଧୀରେ ଧୀରେ କୋହଳ କରାଯାଇଛି । ଏହାଦ୍ୱାରା ଅର୍ଥନୀତିରେ ସୁଧାର ଆସିବ । ଏଥିସହ ଶାସନ ବ୍ୟବସ୍ଥାରେ ମଧ୍ୟ ଅସୁବିଧା ହେବନାହିଁ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ…

ଜେଇଇ ପରୀକ୍ଷା ଆଶାୟୀ ପ୍ରାର୍ଥୀଙ୍କ ପାଇଁ ବସ୍ ସେବା

ଭୁବନେଶ୍ୱର: ଜେଇଇ ଓ ନେଟ୍ ପରୀକ୍ଷାର ସୁପରିଚାଳନା କରିବ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ଗଞ୍ଜାମ ପ୍ରଶାସନ ମଧ୍ୟ ଆଇଟିଆଇ ବ୍ରହ୍ମପୁରରୁ ଭୁବନେଶ୍ୱର ପର୍ଯ୍ୟ‌ନ୍ତ ଏକ ବସ୍ ଚଳାଚଳ ପାଇଁ ବ୍ୟବସ୍ଥା କରିଛନ୍ତି। ସୋମବାର ମଧ୍ୟାହ୍ନ ୧୨ଟା ୩୦ମି.…