Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢୁଛି ମହାନଦୀ; କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବନ୍ୟା ଆଶଙ୍କା

ଭୁବନେଶ୍ୱର: ଲଗାଣ ବର୍ଷା ପରେ ବଢୁଛି ମହାନଦୀର ଜଳସ୍ତର । ଆସନ୍ତାକାଲି ସୁଦ୍ଧା ମୁଣ୍ଡଳୀରେ ୯ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବନ୍ୟା ଆଶଙ୍କା ଦେଖାଦେଇଛି। କଟକ କହ୍ନେଇପୁର ଅଞ୍ଚଳରେ ନଦୀ କୂଳିଆ ଘର ସବୁ…

ଆଜିଠୁ ଭୁବନେଶ୍ୱରରେ ଦ୍ଵିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ରୂପ ନେଉଛି କରୋନା ଭୁତାଣୁ । ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଏହା କାୟା ମେଳାଉଛି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ଦ୍ଵିତୀୟ ପର୍ଯ୍ୟାୟ ସେରୋ ସର୍ଭେ । ଏହି ସେରୋ ସର୍ଭେ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସନିକ…

ଦୋକାନ ମାଲିକଙ୍କୁ ଆକ୍ରମଣ କରି ଲୁଟି ନେଲେ ସୁନାଗହଣା

ବ୍ରହ୍ମପୁର: ଅଳଙ୍କାର ଦୋକାନୀ ମାଲିକ ଶରତ ଚନ୍ଦ୍ର ସାହୁ ଏବଂ ତାଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟାଙ୍କୁ କେହି ଦୁବୃର୍ତ୍ତ ଆକ୍ରମଣ କରି ସୁନାଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଦୁହେଁ ବାଇକ ଯୋଗେ ଗତକାଲି ରାତି ୯ ଟାରେ ଦୋକାନରୁ ଛତ୍ରପୁର କୋର୍ଟ ରେଳ ଷ୍ଟେସନ ନିକଟ…

ଜବତ ହେଲା ବ୍ରହ୍ମପୁରରୁ ଆନ୍ଧ୍ରକୁ ଚାଲାଣ ହେଉଥିବା ରୂପା ଇଟା; ୩ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁରରୁ ଚାଲାଣ ହେଉଥିବା ପ୍ରାୟ ୨୦ ଲକ୍ଷ ଟଙ୍କାର ରୂପା ଇଟାକୁ ଆନ୍ଧ୍ରପ୍ରଦେଶ ପୋଲିସ ଜବତ କରିଛି । ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଯୁବକ ମାନେ ହେଲେ ମଛଲିପଟନମର ପି ସୁରି ବାବୁ, ଇଜାଦ୍ ଗୋବିନ୍ଦ ଏବଂ ନରସିଂହମୁଲୁ । ଯେଉଁମାନେ କି…

ଲଗାଣ ବର୍ଷା ଯୋଗୁଁ ବେହାଲ ବାରିପଦା

ବାରିପଦା: ବାରିପଦା ସହରରେ ଲୋକଙ୍କ ଘରେ ପଶିଲା ବନ୍ୟା ପାଣି । ଗତକାଲି ଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁଁ ସହର ମଧ୍ୟରେ ଯାଇଥିବା ଜରାଳୀ ଏବଂ ସରାଳୀ ନାଳ ଗୁଡିକରେ ପ୍ରବଳ ବନ୍ୟା ଜଳ ପ୍ରବାହିତ ହୋଇଥିଲା । ଫଳରେ ସହରର ବିଭିନ୍ନ ସ୍ଥାନରେ ଏହି ନାଳ ସଂଗଲଗ୍ନ ଗୃହ ଗୁଡିକ ସହ ସହରର ତଳି…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୫୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୫୧୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୪୦୯ ଜଣଙ୍କ ମଧ୍ୟରୁ ୪୩୫ ଜଣ ଖୋର୍ଦ୍ଧା, ୨୭୭ ଜଣ ଗଞ୍ଜାମରୁ, ୨୨୫ ଜଣ କଟକରୁ, ୨୧୮ ଜଣ ପୁରୀରୁ, ୧୮୨…

କଟକର ଉଦୟୀମାନ ବିଟ୍‌ବକ୍ସର୍ ଅର୍ଚ୍ଚିତ ପଣ୍ଡା !

କଟକ: ବିଟ୍‌ବକ୍ସିଂ । ଫିଜିକାଲ ନୁହେଁ ବରଂ ଭଏସ୍ ବକ୍ସିଂ । କୌଣସି ବାଦ୍ୟଯନ୍ତ୍ରର ସହାୟତା ନ ନେଇ କେବଳ କଣ୍ଠ ଜରିଆରେ ବିଭିନ୍ନ ବାଦ୍ୟଯନ୍ତ୍ରର ଅବିକଳ ନକଲ କରି ସ୍ୱର ବାହାର କରିବାକୁ ବିଟ୍‌ବକ୍ସିଂ କୁହାଯାଇଥାଏ । ବିଦେଶରେ ଲୋକପ୍ରିୟ ହୋଇଥିବା ଏହି କଳାକୁ ଏବେ ଭାରତୀୟ ବି ପସନ୍ଦ କଲେଣି…

କେତେ ସତ କେତେ ମିଛ, ଗାଁ ଦାଣ୍ଡରେ ବୁଲିଲା କୁମ୍ଭୀର

ଭଦ୍ରକ: ଯାଜପୁର ଦତ୍ତପୁର ଗାଁରେ ଆଜି କୁମ୍ଭୀର ବୁଲୁଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଯାହା ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଛି । ତେବେ ଏହି ଭିଡିଓଟି ଆଜିର ନୁହେଁ । ଏହା ପୁରୁଣା ଓ ଦତ୍ତପୁର ଗାଁର ନୁହେଁ । ଏହି ଭିଡିଓ ଅନ୍ୟ ରଜ୍ୟର ବୋଲି ଯାଜପୁର ରୋଡ୍ ରେଂଜର…

ଚଳିତ ବର୍ଷ ଜବତ ହୋଇଛି ୨୦ କେଜି ବ୍ରାଉନ ସୁଗାର: ଡିଜିପି

ଭୁବନେଶ୍ୱର: ବ୍ରାଉନ ସୁଗାର ଜବତରେ ପୁଣି ପୋଲିସକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୪ କେଜି ୨୫ ଗ୍ରାମ୍ ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ । ଏହି କାରବାରରେ ଜଳେଶ୍ଵର ଥାନା ଅଞ୍ଚଳରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଏ ବର୍ଷ ଏସଟିଏଫ ହାତରେ ଲାଗିଛି ୨୦ କେଜି ୭୩୬ ଗ୍ରାମ…

କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ କୋରାପୁଟରେ ଏକ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ (ଏସଏଲଏନ୍‌) ରେ ଏହାର ଶୁଭାରମ୍ଭ କରିଛନ୍ତି । ତେବେ…