Latest Odisha News

BREAKING NEWS

Browsing Category

ଓଡିଶା

Odisha

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର: ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳାଫଳ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଅଗଷ୍ଟ ଶେଷ ସପ୍ତାହରେ ଏହି ପରୀକ୍ଷା ଫଳ ବାହାରିବାର ଥିଲା । ମାତ୍ର CHSEର ୨ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ…

ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୮ ହଜାର ୩୩୮ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୫୦,୪୪୯ ଜଣଙ୍କର ଆଣ୍ଟିଜେନ, ୭୮୧୩ ଟି ଆରଟିପିସିଆର୍ ଓ ୭୬ଟି ଟ୍ରୁନଟ୍‌ ପରୀକ୍ଷା…

ରାଜ୍ୟର ଏହି ୨୦ ଜିଲ୍ଲାରେ ବଜ୍ରପାତ ଆଶଙ୍କା: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର,କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ,ନୟାଗଡ଼, ଗଞ୍ଜାମ,…

ଆରମ୍ଭ ହେଲା ବରମୁଣ୍ଡା ବସଷ୍ଟାଣ୍ଡର ନବକଳେବର କାର୍ଯ୍ୟ

ଭୁନେଶ୍ୱର: ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାର୍ଯ୍ୟ ଆରମ୍ଭ ହୋଇଛି । ବ୍ରିଜ୍ ଆଣ୍ଡ୍‌ ରୁଫ୍‌ କମ୍ପାନି (ଇଣ୍ଡିଆ) ପକ୍ଷରୁ ବସଷ୍ଟାଣ୍ଡ ଉନ୍ନତୀକରଣ କାମ ଆରମ୍ଭ ହୋଇଛି। ଖୁସିର କଥା ଏହାକି ଏହି ଉନ୍ନତିକରଣ କାର୍ଯ୍ୟ ଆଗାମୀ ୨ ବର୍ଷ ଅର୍ଥାତ ୨୦୨୨ ଅଗଷ୍ଟ ଶେଷ ହେବ ।…

ଅନୁଗୁଳରୁ ଉଦ୍ଧାର ହେଲା ଏକ ବିରଳ ପ୍ରଜାତିର ପକ୍ଷୀ

ଅନୁଗୁଳ: ଅନୁଗୁଳ ଜିଲ୍ଲା କୁସାସିଂହା ଗ୍ରାମରୁ ଏକ ବିରଳ ଇଗଲ ପକ୍ଷୀ ଉଦ୍ଧାର ହୋଇଛି । ସୋମବାର ସକାଳେ କୁସାସିଂହା ଗ୍ରାମର ଅବିନ ରାଉତଙ୍କ ଘରେ ଏକ ଭିନ୍ନ ପ୍ରକାରର ବଡ ପକ୍ଷୀଟିଏ ବସିଥିବାର ପରିବାର ଲୋକେ ଦେଖିଥିଲେ । ଏହି ବିରଳ ପକ୍ଷୀଟିକୁ ସ୍ଥାନୀୟ ଯୁବକଙ୍କ ସହାୟତାରେ ଉଦ୍ଧାର…

ବିଶିଷ୍ଟ ଭାଷାବିତ୍ ମହାଜିତଶ୍ୱର ଦାସଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ଇଂରାଜୀ ପ୍ରଫେସର ତଥା ଭାଷାବିତ୍ ଡକ୍ଟର ମହାଜିତଶ୍ୱର ଦାସଙ୍କର ସୋମବାର ଦିନ କଟକ ବାସଭବନରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ସେ ଦୁଇ ବର୍ଷ ଧରି ସ୍ବାସ୍ଥ୍ୟ ଜନିତ ସମସ୍ୟାରେ ପିଡିତ ଥିଲେ। ୧୯୩୬ ମସିହାରେ ଜନ୍ମଗ୍ରହଣ କରିଥିବା…

ପରଲୋକରେ ଶିକ୍ଷାବିତ ହୀରକ ପ୍ରାମାଣିକ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ ଓ ଲେଖକ ହୀରକ୍ କୁମାର ପ୍ରାମାଣିକ ଆଉ ନାହାନ୍ତି। ଗତ ଶୁକ୍ରବାର ତାଙ୍କର ପରଲୋକ ହୋଇଛି। ଓଡ଼ିଆ ବିଭାଗର ପ୍ରାଧ୍ୟାପକ ଭାବରେ ଅନେକ ସରକାରୀ କଲେଜରେ କାର୍ଯ୍ୟ କରିବା ପରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବଦ୍ୟାଳୟରୁ ସେ ଅବସର ଗ୍ରହଣ କରିଥିଲେ। ଗତ କିଛି ଦିନ…

ସୁର ଭାଙ୍ଗିଲେ କୋଭିଡ ନିୟମ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ ସମସ୍ତେ କୋଭିଡ ନିୟମ ପାଳନ ଓ ସାମାଜିକ ଦୂରତା ରକ୍ଷା କରିବା…

ଓଡ଼ିଶାରେ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ଜେଏସ୍‌ଡବ୍ଲୁ

ଭୁବନେଶ୍ୱର: ଖୁବଶୀଘ୍ର ଜଗତସିଂହପୁରରେ ଜେଏସଡ଼ବ୍ଲୁ ଇସ୍ପାତ ପ୍ରକଳ୍ପ କାମ ଆରମ୍ଭ ହେବ । ଜଗତସିଂହପୁରରେ ୧୨ ନିୟୁତ ଟନର ଇସ୍ପାତ ପ୍ରକଳ୍ପ ଜେଏସଡ଼ବ୍ଲୁ କରିବ । ପ୍ରକଳ୍ପ ଅଗ୍ରଗତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡ଼ିଓ କନଫରେନ୍ସ ଜରିଆରେ ବୈଠକ ହୋଇଥିଲା । ସେହି…

ଆଜି ପୁଣି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଦ୍ୱିତୀୟ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ୨୫୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହକାୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୬୯୨୪ରେ…