Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ, ସରକାରଙ୍କୁ କହିଲେ ନାରୀହନ୍ତା….

ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ହଠାତ୍ ମୃତ୍ୟୁ ପରେ ଏବେ ଏହାକୁ ନେଇ ତେଜିଛି ରାଜନୀତି । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି-କଂଗ୍ରେସ । ବିଜେଡି ସରକାରଙ୍କୁ ନାରୀହନ୍ତା ବୋଲି ସମ୍ବୋଧନ କରିଥିବା ବେଳେ କେମିତି ତାଙ୍କର ମୃତ୍ୟୁ ହେଲା ବୋଲି…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ରେଲୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ

ରାଉରକେଲା: ଶହୀଦ ସପ୍ତାହରେ ମାଓବାଦୀଙ୍କ ହିଂସାକାଣ୍ଡ । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି । ବିସ୍ପୋରଣରେ ଦୁଇଟି ସ୍ଲିପର…

ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି, ହୋଇଥିଲା ଅଢେଇ ଲକ୍ଷର ଡିଲ୍…..

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି । ତେବେ ପୂର୍ବରୁ…

ଟିପିସିଓଡିଏଲ ଗ୍ରାମୀଣ ଓଡ଼ିଶାକୁ ସ୍ଥାୟୀ କୃଷି ପାଇଁ ସ୍ଥିର ଜଳବାୟୁ କାର୍ଯ୍ୟକ୍ରମ ସହିତ କରୁଛି ସଶକ୍ତ

ଜଗତସିଂହପୁର: ନିରନ୍ତର ଗ୍ରାମୀଣ ବିକାଶ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ବ୍ଲକରେ ‘ସମୃଦ୍ଧି’ ପ୍ରକଳ୍ପ ଅଧୀନରେ ଏକ ସ୍ଥିର ଜଳବାୟୁ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହି…

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା…

ଗୁଣି ସନ୍ଦେହରେ ଯୁବକଙ୍କୁ ମାରି ଡ୍ୟାମ୍‌ରେ ଫିଙ୍ଗି ଦେଲେ ଗ୍ରାମବାସୀ !୧୬ ଅଟକ

ଗଜପତି:ମୋହନାରେ ଅଭାବନୀୟ ଘଟଣା । ଜଣେ ଯୁବକଙ୍କୁ ଗୁଣି ସନ୍ଦେହରେ ହତ୍ୟା ଅନୁମାନ । ଗୁଣି ସନ୍ଦେହରେ ଯୁବକକୁ ହତ୍ୟା କରି ଡ୍ୟାମ୍ ରେ ଫିଙ୍ଗିଦେଇଥିବା ନେଇ ଅଭିଯୋଗ ଆସିଛି। ମୃତକ ହେଲେ ଗଜପତି ଜିଲ୍ଲା ମୋହନା ଥାନା ରା଼ଚାଗୁଡା ଗାଁର ଗୋପାଳ ମଳିକ। ୧୫ ଦିନ ତଳେ ଗାଁର ଜଣେ ମହିଳାଙ୍କ…

୭ଦିନରେ ଦୃର୍ବୁତ୍ତ ଧରା ନପଡ଼ିଲେ ଡିଜିପି ଅଫିସ ଘେରାଉ: ଭକ୍ତ ଦାସ

ଭୁବନେଶ୍ବର:ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଯଦି ୭ଦିନ ଭିତରେ…

ଆଜି ଓଡ଼ିଶା ଆସିବ ବଳଙ୍ଗା ପୀଡିତାଙ୍କ ମରଶରୀର; ଘର ଆଗରେ ବଢ଼ିଲା ସୁରକ୍ଷା

ପୁରୀ: ଗତକାଲି ଦିଲ୍ଲୀ ଏମ୍ସରେ ବଳଙ୍ଗାରେ ପୋଡିହୋଇଥିବା ପୀଡିତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଆଜି ଦିଲ୍ଲୀରେ ଶବ ବ୍ୟବଚ୍ଛେଦ ପରେ ଓଡ଼ିଶା ଆସିବ ମରଶରୀର। ତେବେ ବଳଙ୍ଗା ପୀଡ଼ିତାଙ୍କ ଘର ଆଗରେ ସୁରକ୍ଷା ବଢ଼ିଛି । ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଆଶଙ୍କାରେ ଅଧିକ ପୋଲିସ…

ଓଏଏସ ସାର୍ଥକ ସୌରଭଙ୍କ ନାଁରେ ନିର୍ଯାତନା ମାମଲା, ନୋଟିସ ଦେଇ ଛାଡ଼ିଲା ପୋଲିସ

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାଶ ଆଣିଥିବା ଓଏଏସ ସ୍ୱାମୀଙ୍କ ନାଁରେ ନିର୍ଯାତନା ମାମଲାର । ଓଏଏସ୍ ସାର୍ଥକ ସୌରଭ ମହାପାତ୍ରଙ୍କୁ ଦୀର୍ଘ ସମୟ ଧରି ପଚରା ଉଚରା ପରେ ଛାଡ଼ିଦେଇଛି ପୋଲିସ । ଭାରତୀୟ ନାଗରିତର ସୁରକ୍ଷା ସଂହିତା (BNSS) ଧାରା ୩୫ରେ ନୋଟିସ ଦେଇ ଛାଡିଦେଇଛି । ତଦନ୍ତରେ ସମସ୍ତ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବଡ଼ ବୟାନ ଦେଲେ ପୀଡ଼ିତାଙ୍କ ବାପା…

ନିମାପଡା: ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି । ପୀଡିତା ଜଣଙ୍କ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ । ଏହି ସମୟରେ ବଳଙ୍ଗା ପୀଡ଼ିତା ବାପାଙ୍କ ବୟାନ୍ ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ସରକାର ଯାହା ସହଯୋଗ କରିବା କଥା କରିଛନ୍ତି । ମାନସିକ ଚିନ୍ତା ଲାଗି…