Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଲାଙ୍କ କଫ୍ ସିରପ୍ ବ୍ୟବହାରକୁ ଅଧିକ ନିୟନ୍ତ୍ରିତ ଓ ସୁଚିନ୍ତିତ କରିବାକୁ ପରାମର୍ଶ

ଭୁବନେଶ୍ୱର: ୫ ବର୍ଷରୁ କମ୍ ବୟସ୍କ ପିଲାମାନଙ୍କ ନିରାପତ୍ତା ଓ ଆରୋଗ୍ୟ ନିମନ୍ତେ କଫ ସିରପ୍ ବ୍ୟବହାରକୁ ଅଧିକ ନିୟନ୍ତ୍ରିତ, ସୁଚିନ୍ତିତ ଓ ଯୌକ୍ତିକ କରିବା ପାଇଁ ସରକାର ଉପଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ସମସ୍ତ…

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ୱର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା । ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ…

ଖୁବଶୀଘ୍ର ମୌସୁମୀ ଅପସାରଣ କରିବ…

ଭୁବନେଶ୍ୱର: ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଓଡ଼ିଶାରେ ଆହୁରି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଦିନ ସୂଚନା ଦେଇଛି। ଏହାର ପ୍ରଭାବରେ ଅକ୍ଟୋବର ୧୦ ତାରିଖରେ କୋରାପୁଟ ଏବଂ…

ସବୁ କଳ୍ପନା ଜଳ୍ପନାର ଅନ୍ତ, ଉପର ପଡିଆରେ ହେବ ବାଲିଯାତ୍ରା

କଟକ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଲା । ସବୁ ବର୍ଷ ଭଳି ଏଥର ବି ଉପର ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହେବ ଐତିହାସିକ ବାଲିଯାତ୍ରା କଟକ-୨୦୨୫ । ଅନ୍ଧକାରରେ ରଖିଥିବା କଟକ ଜିଲ୍ଲା ପ୍ରଶାସନ ଏବେ ଉପର ବାଲିଯାତ୍ରା ପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା । ଏଥର ମୁଖ୍ୟ ଐତିହାସିକ ବାଲିଯାତ୍ରାରେ…

ଚଳନ୍ତା ଟ୍ରେନରୁ ଖସି ପଡିଥାନ୍ତେ ବୃଦ୍ଧା, ଭିଡ଼ି ଆଣିଲେ ଆରପିଏଫ ଅଧିକାରୀ

ଭଦ୍ରକ: ଭଦ୍ରକ ରେଳ ଷ୍ଟେସନରେ ଜଣେ ବୃଦ୍ଧା ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଖସିପଡ଼ିଥିଲେ। ଏହି ସମୟରେ ରେଳ ସୁରକ୍ଷା ବଳ (ଆରପିଏଏଫ) ଅଧିକାରୀଙ୍କ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଯୋଗୁଁ ତାଙ୍କ ଜୀବନ ବଞ୍ଚିଯାଇଛି। ରାତି ପ୍ରାୟ ୧ଟା ସମୟରେ ଘଟିଥିବା ଏହି ଘଟଣା ସିସିଟିଭି…

ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି ରଖିଥିଲେ

ଭୁବନେଶ୍ୱର: ୨୦,୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ଶିବ ମଲ୍ଲିକଙ୍କୁ ତାଙ୍କ ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ଗିରଫ କରାଯାଇଛି। ମହାକାଳପଡ଼ା ତହସିଲଦାର ଭାବରେ କାର୍ଯ୍ୟରତ ଏହି ଅଧିକାରୀଙ୍କ ଉପରେ ଚଢାଉ ସମୟରେ ୪ଟି କୋଠା,…

୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଆକାଉଣ୍ଟାଣ୍ଟ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ୱରରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆକାଉଣ୍ଟାଣ୍ଟ । ମ୍ୟୁନିସିପାଲିଟିରେ ହୋଡିଂ ଓ ଲାଇଟ୍‌ ପୋଷ୍ଟ ବାବଦରେ ବିଲ୍ ପାସ କରିବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଆକାଉଣ୍ଟାଣ୍ଟ ବ୍ରଜଗୋପାଳ ଘୋଷ ମହାପାତ୍ର । ୬ ଜଣିଆ ଟିମ୍‌ ଚଢ଼ାଉ…

ସାତଭାୟାରେ ଡଙ୍ଗା ବୁଡ଼ି ଘଟଣା; ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନିକଟ ସମୁଦ୍ରରେ ଗତକାଲି ବିଳମ୍ବିତ ରାତିରେ ଏକ ମାଛ ଧରା ଡଙ୍ଗା ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୮ ଜଣ ମତ୍ସ୍ୟଜୀବୀ। ସୂଚନା ଅନୁଯାୟୀ, ଗଭୀର ସମୁଦ୍ରରୁ ମାଛ ଧରି ଫେରିବା ସମୟରେ ଷ୍ଟିଅରମ୍ୟାନ୍ 'ତାରିଣୀ-୨' ନାମକ ଡଙ୍ଗାରେ…

ବରିଷ୍ଠ ଓକିଲ ପୀତବାସ ପଣ୍ଡାଙ୍କୁ ହତ୍ୟା ଘଟଣା; ସିଆଇଏସଏଫ ଯବାନଙ୍କ ସମେତ ୩ ଅଟକ

ବ୍ରହ୍ମପୁର: ବ୍ରହ୍ମପୁରରେ ବରିଷ୍ଠ ଓକିଲ ପୀତବାସ ପଣ୍ଡାଙ୍କୁ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଜଣେ ସିଆଇଏସଏଫ ଯବାନଙ୍କ ସମେତ ତିନି ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ତେବେ ପୋଲିସ ସେମାନଙ୍କୁ ପଚରାଉଚରା କରି କିଛି ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇପାରେ ବୋଲି କୁହାଯାଉଛି। ପୂର୍ବରୁ…

Fake Police: ତଦନ୍ତ ପାଇଁ ନକଲି ପୋଲିସ ପଠାଇବା ପଡିଲା ମହଙ୍ଗା, ନିଲମ୍ବିତ ହେଲେ ତଦାନ୍ତକାରୀ ଅଧିକାରୀ

ଭଦ୍ରକ: ତଦନ୍ତ ପାଇଁ ମଧ୍ୟସ୍ଥି ପଠାଇବା ପଡିଲା ମହଙ୍ଗା ନିଲମ୍ବିତ ହେଲେ ତଦାନ୍ତକାରି ଅଧିକାରୀ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଏସଆଇ କାର୍ତ୍ତିକ ଜେନା ନିଲମ୍ବିତଙ୍କୁ ନିଳମ୍ବିତ କଲେ ଭଦ୍ରକ ଏସପି ମନୋଜ୍ ରାଉତ। ଏକ ଘରୋଇ ମାମଲା ଥାନାରେ ରୁଜୁ ହେବା ପରେ ତଦନ୍ତ କରିବାକୁ ଯାଇଥାନ୍ତେ…