Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆଁଖାଇ ପାଇଁ ସାଧାରଣ ଲୋକଙ୍କୁ ମା’ ସମଲେଶ୍ୱରୀ ମନ୍ଦିର ମନା

ସମ୍ବଲପୁର: ରାତି ପାହିଲେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଏହା ପୂର୍ବରୁ ଆଜି ପାହୁର ଯାତ୍ରା ପାଳନ ହୋଇଛି । ଏହି ଅବସରରେ ନୂଆଁଖାଇ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ଶୋଭାଯାତ୍ରା ସହ ଦେବାଦେବୀଙ୍କ ମନ୍ଦିରକୁ ଯାଇଥାଏ । ନୂଆଁଖାଇ ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ…

ସୂକ୍ଷ୍ମ ପେଣ୍ଡାଲରେ ଶୋଭା ପାଉଛନ୍ତି ଶ୍ରୀ ଗଣେଶ

ଭୁବନେଶ୍ୱର: ଖୋର୍ଦ୍ଧାର ଜଣେ ଶିଳ୍ପୀ ଏଲ ଇଶ୍ୱର ରାଓ ଗଣେଶ ଚତୁର୍ଥୀ ଅବସରରେ ଶ୍ରୀ ଗଣେଶଙ୍କର ସୂକ୍ଷ୍ମ ପେଣ୍ଡାଲ୍ ଏବଂ ମୂର୍ତ୍ତି ତିଆରି କରିଛନ୍ତି। ଯାହାକୁ ଆଖିରେ ନଦେଖିଲେ ବିଶ୍ୱାସ କରିହେବନି । ଖୋର୍ଦ୍ଧା ଜିଲ୍ଲା ଜଟଣୀର ଶ୍ରୀ ରାଓ ଏହି ପେଣ୍ଡାଲ୍ ପାଇଁ ମୋଟ ୩୪୨ କାଗଜ କାଠି…

କରୋନା ନେଲା କରୋନା ଯୋଦ୍ଧାଙ୍କ ଜୀବନ, ଗାର୍ଡ ଅଫ ଅନର ସହ ହେଲା ଶେଷକୃତ୍ୟ

ରାଉରକେଲା: କରୋନା ନେଲା କୋଭିଡ ଯୋଦ୍ଧାଙ୍କ ଜୀବନ । ମହାମାରୀ କରୋନାରେ ସଂକ୍ରମିତ ହୋଇ ରାଉରକେଲା ସରକାରୀ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଅରୁଣ କୁମାର ଦାସ । ଅବସର ପରେ ପୁଣି ଥରେ ଆରଜିଏଚ ବର୍ହିବିଭାଗରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା । ସେଠାରେ ସେ…

ଭଦ୍ରକ ସାଂସଦ କରୋନା ପଜିଟିଭ୍ ଚିହ୍ନଟ

ଭଦ୍ରକ: ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଟ୍ୱିଟରେ ସାଂସଦ ଲେଖିଛନ୍ତି ଯେ, କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ ସେ ନିଜର ପରୀକ୍ଷା କରାଇଥିଲେ ଏବଂ ରିପୋର୍ଟ ପଜିଟିଭ ଆସିଛି । ତେବେ ତାଙ୍କ ସ୍ୱାସ୍ଥ୍ୟ…

ରାଜ୍ୟରେ ୨୪ ଘଂଟାରେ ୬୦ ହଜାରରୁ ଅଧିକ ନମୂନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାରରୁ ଅଧିକ ନମୂନା ପରୀକ୍ଷା ହୋଇଛି । ଗତ ୨୪ ଘଂଟାରେ ୬୧ହଜାର ୩୭୯ ନମୂନା ପରୀକ୍ଷା କରାଯାଇଛି । ତେବେ ବଡ କଥା ହେଉଛି ଯେ, ମୋଟ ନମୂନାରୁ ୫୪ ହଜାର ୨୪୩ ଟି ଆଂଟିଜେନ୍ ଟେଷ୍ଟ ହୋଇଛି । କରୋନା ପାଇଁ ଅଧିକ ବିଶ୍ୱସନୀୟ କୁହାଯାଉଥିବା ଆରଟିପିସିଆର…

କଟକର ଦୁଇ ପଞ୍ଚାୟତ ଅଗଷ୍ଟ ୨୬ ଯାଏଁ ସଟଡାଉନ୍‌

କଟକ: ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ କଟକ ଜିଲ୍ଲା ନରସିଂହପୁର ବ୍ଲକ୍ ଅନ୍ତର୍ଗତ ୨ଟି ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସଟଡାଉନ୍ ଘୋଷଣା କରାଯାଇଛି । ପ୍ରଶାସନର ସୂଚନାନୁଯାୟୀ କାନପୁର ଥାନା ଅନ୍ତର୍ଗତ ବାଲିଝରି ଓ ରୁଷିପଡା ପଞ୍ଚାୟତକୁ ଅଗଷ୍ଟ ୨୨ରୁ ଅଗଷ୍ଟ ୨୬ ତାରିଖ ଯାଏଁ…

ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା

ଜୟପୁର: ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଶନିବାର ଦିନ ସେ ସୂଚନା ଦେଇଛନ୍ତି । ତାଙ୍କ କହିବାନୁଯାୟୀ ସେ କିଛି ଦିନ ହେବ ଅସୁସ୍ଥତା ଅନୁଭବ କରୁଥିଲେ । ପରେ ନିଜର କରୋନା ଟେଷ୍ଟ କରାଇଥିବା ବେଳେ ଶୁକ୍ରବାର ଦିନ ସ୍ୱାବ୍ ରିପୋର୍ଟ ପଜିଟିଭ…

ରାଜ୍ୟରେ ପୁଣି ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୯୯ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବଲାଙ୍ଗିରରୁ ୧, କଟକରୁ ୩, ସୁନ୍ଦରଗଡରୁ ୨, ଗଞ୍ଜାମ ଜିଲ୍ଲାରୁ ୧,…

ଓଡିଶାରେ ଆଉ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୮୧୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୫୩୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଗଣେଶ ଚତୁର୍ଥୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଣେଶ ଚତୁର୍ଥୀ ଅବସରରେ ଶନିବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।…