Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ଆସନ୍ତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୫ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ଏହି…

କରୋନା ପାଇଁ ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ଗଣେଶ ପୂଜା

ଭୁବନେଶ୍ୱର: ଆଜି ଗଣେଶ ଚତୁର୍ଥୀ । ସାଧାରଣତଃ ବିଭିନ୍ନ ସ୍କୁଲ, କଲେଜ, ଅଫିସ ଏପରିକି ଘରେ ଘରେ ବେଶ୍ ଆଡମ୍ବରରେ ପାଳିତ ହୋଇଥାଏ ବିଘ୍ନ ବିନାଶକଙ୍କ ପୂଜା । କିନ୍ତୁ ଚଳିତ ଥର କରୋନା କଟକଣା ଯୋଗୁଁ ସାର୍ବଜନୀନ ପୂଜା ଉପରେ ରୋକ ଲାଗିଛି । କୌଣସି ସ୍ଥାନରେ ଯେମିତି ଲୋକଙ୍କ ଭିଡ ନ ଲାଗିବ ସେଥି…

କଟକରେ ଦୁର୍ଘଟଣାଗ୍ରସ୍ତ ହେଲା ଭୁବନେଶ୍ୱରରୁ ଚୋରି ବସ୍

କଟକ: ରାଜଧାନୀରୁ ଚୋରି ବସ୍ କଟକ ଓଏମପି ନିକଟରେ ଦୁର୍ଘଟଣାଗ୍ରସ୍ତ । ସୂଚନାନୁସାରେ ଆର୍ଯ୍ୟନ ନାମକ ଏକ ଘରୋଇ ବସର ଡ୍ରାଇଭର ଓ ହେଲପର ଗାଡି ରଖି ଖାଉଥିବା ବେଳେ ବସଟିକୁ କେହି ଚୋରି କରିନେଇଥିଲା । ଦୁର୍ବୁତ ଜଣକ ଗାଡିଟିକୁ କଟକ ଆଡେ ଯାଉଥିବା ବେଳେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ…

ଲୋକଗୀତରେ ନୂଆଖାଇକୁ ସ୍ୱାଗତ କଲା ଦେବଗିରି

ଭବାନୀପାଟଣା : ମହାନ ଗଣପର୍ବ ନୂଆଖାଇକୁ ସ୍ୱାଗତ କରିବା ପାଇଁ ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ଓ କଳାହାଣ୍ଡି ଥିଏଟର୍ ପକ୍ଷରୁ  ‘ଲୋକଗୀତ ଲାଇଭ୍‌’ ସମାରୋହ ଆୟୋଜିତ ହୋଇଯାଇଛି । ନ୍ୟୁଜ୍ ପୋର୍ଟାଲ୍ ‘ଓଡ଼ିଆ ବାର୍ତ୍ତା’ ପକ୍ଷରୁ ସିଧାପ୍ରସାରଣ କରାଯାଇଥିବା ଏହି…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୨୭ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଟପିଲା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୨୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୭୨,୭୧୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୦,୫୦୩ ଜଣ ଆରୋଗ୍ୟ…

ଆଉ ଜଣେ ବିଜେଡି ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଉ ଜଣେ ବିଜେଡି ବିଧାୟକ ଶୁକ୍ରବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭଦ୍ରକ ବିଧାୟକ ସଞ୍ଜିବ ମଲ୍ଲିକ ଟ୍ୱିଟ୍ କରି କହିଛନ୍ତି ଯେ ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ କରୋନା ଟେଷ୍ଟ କରାନ୍ତୁ ଏବଂ ସରକାରଙ୍କ ପକ୍ଷରୁ…

ରାଉରକେଲାରେ ସାପ୍ତାହନ୍ତ ସଟହାଉନ୍ କୋହଳ

ରାଉରକେଲା: ନୂଆଖାଇ ଅବସରରେ ରାଉରକେଲା ମହାନଗର ନିଗମ ଅଧିନରେ ଥିବା ସମସ୍ତ ଅଞ୍ଚଳରେ ସାପ୍ତାହନ୍ତ ସଟଡାଉନକୁ କୋହଳ କରାଯାଇଛି । ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ ବିଜ୍ଞପ୍ତି ଅନୁଯାୟୀ ପଶ୍ଚିମ ଓଡିଶାର ଏକ ଗଣପର୍ବ ହେଉଛି ନୂଆଖାଇ । ଯାହାକୁ ଦୃଷ୍ଟିରେ ରଖି ଅଗଷ୍ଟ ୩୧ ଯାଏଁ…

୮ ଟ୍ରାଫିକ୍ କର୍ମୀଙ୍କ ସମେତ ଭୁବନେଶ୍ୱରରୁ ୩୨୪ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଦୌଡ ରାଣୀ ଦୂତୀ ଚାନ୍ଦଙ୍କୁ ମିଳିବ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର : ଓଡିଶାର ଦୌଡ ରାଣୀ ଦୂତୀ ଚାନ୍ଦଙ୍କୁ ମିଳିବ ଅର୍ଜୁନ ପୁରସ୍କାର । କେନ୍ଦ୍ର କ୍ରୀଡା ବିଭାଗ ପକ୍ଷରୁ ବିଭିନ୍ନ ବର୍ଗରେ କ୍ରୀଡା ପୁରସ୍କାର ଘୋଷଣା ହୋଇଛି । ଚଳିତ ବର୍ଷ ୫ ଜଣ କ୍ରୀଡାବିତଙ୍କୁ କ୍‌ରୀଡା ଜଗତର ସର୍ବଶ୍ରେଷ୍ଠ ପୁରସ୍କାର ଖେଳରତ୍ନ ପୁରସ୍କାର ମିଳିବ । ଅନ୍ୟ…

ଶ୍ୟାମଳ କ୍ଷେତରେ ସୁବର୍ଣ୍ଣର ହସ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଫାଲଗୁନର ଫଲ୍‌ଗୁରେ କ୍ଷେତକୁ କର୍ଷଣରେ କର୍ଷିତ କରେ କୃଷକ । ହଳକର୍ଷିତ ଭୂମିରେ ଦେଖାଦିଏ ବର୍ଷିତ ଜଳର ସମାହାର । ମାଟିରେ ଆସେ ବାସ୍ନା । କୃଷକର ମନରେ ଆନନ୍ଦର ଉନ୍ମେଷ । ବିପିତ ବିହନ ସବୁ ଗଜା ମେଲେ, ଆଉ କୃଷକ…