Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଉ ୨୮୦୦ ନୂଆ ସଂକ୍ରମଣ ସହ ରାଜ୍ୟରେ ୭୦ ହଜାର ଡେଇଁଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଙ୍ଗିନ ହେଉଛି କରୋନା ସ୍ଥିତି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୮୯୮ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦ ରେ ପହଞ୍ଚିଛି । ଆଜି ଚିହ୍ନଟ ପଜିଟିଭଙ୍କ…

ଗଞ୍ଜାମରେ ଆରମ୍ଭ ହେଲା କରୋନା ଆରୋଗ୍ୟଙ୍କ ପୁନଃ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନାରୁ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କର ପୁନଃ ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ ହୋଇଛୋ । ସ୍ୱାସ୍ଥ୍ୟ ଅଧିକାରୀଙ୍କ ଏକ ଦଳ ସୁସ୍ଥ ଥିବା ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ସମୟରେ ପ୍ଲାଜମା ଦାନ କରିବାକୁ ଉତ୍ସାହିତ କରିଛନ୍ତି। ବ୍ରହ୍ମପୁର…

ରାଜ୍ୟରେ ଗୋଟିଏ ଦିନରେ ୫୩ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର: ରାଜ୍ୟରେ ଗୋରିଏ ଦିନରେ ୫୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୭,୫୧୨ ଜଣଙ୍କର ଆଣ୍ଟିଜେନ, ୫୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍‌ ପରୀକ୍ଷା…

ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର; ବାଲେଶ୍ଵରରେ ବନ୍ୟା ଆଶଙ୍କା

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଜଳକା ନଦୀରେ ଜଳସ୍ତର ବିପଦ ସଂକେତ ଟପିଛି । ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି । ଏନେଇ ଆତଙ୍କିତ ହୋଇଛନ୍ତି ବାଲେଶ୍ବର ଜିଲ୍ଲାର ବସ୍ତା ବ୍ଲକରେ ଲୋକେ। ଜଳସେଚନ ବିଭାଗର ରିପୋର୍ଟ ଅନୁଯାୟୀ, ବିପଦ ସଂକେତ ୫.୫ମିଟର ଥିବାବେଳେ ଅପରାହ୍ନରେ…

ସମ୍ବଲପୁରର ଏହି ୧୬ ଟି ସହରରେ ୧୪୪ ଧାରା ଲାଗୁ

ସମ୍ବଲପୁର: ସମ୍ବଲପୁରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ମହାନଗର ନିଗମର ୧୬ଟି ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ସୂଚନାନୁଯାୟୀ, ସମ୍ବଲପୁର ମହାନଗର ନିଗମର ଖେତରାଜପୁରର ତାଲଭଟାପଡା, ଜଗନ୍ନାଥ କଲୋନୀର ଲେନ୍ -୩, ମାୟାବଗିଚା, ନନ୍ଦପଡାର ସୁସାରୀ…

ଲଗାଣ ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର: ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଜଳାର୍ଣ୍ଣବ ହୋଇଛି । ବୁଧବାରଠାରୁ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି । ଏପରିକି ଜାତୀୟ ରାଜପଥରେ ବି ପାଣି ଭର୍ତ୍ତି ହୋଇଛି । ଫ୍ଲାଏ ଓଭର ରାସ୍ତାରେ ବି ସେଇ ସମାନ ଅବସ୍ଥା । ବିଶେଷ କରି ଜଳ ନିଷ୍କାସନର ସୁବିଧା ନ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ରାଉରକେଲା: ଡାକ୍ତରଖାନାରର ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଏନେଇ ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ)ରେ ଦେଖା ଦେଇଛି ଉତ୍ତେଜନା l ମୃତ ମହିଳା ଜଣଙ୍କ ମାଲଗୋଦାମ ସର୍ଦାର ବସ୍ତିର ସୁଶୀଳା ଟପ୍ପୋ (୪୧) ବୋଲି ଜଣାପଡିଛିl ସୂଚନାନୁଜୟୀ, ମାଲଗୋଦାମ ସ୍ଥିତ…

ଆଜିବି ପ୍ରବଳ ବର୍ଷିବ: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମମୁହାଁ ହେବା ସହ ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ସାରା…

କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଟ୍ୱିଟ୍ କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ନିଜେ ଶ୍ରୀମୟୀ ଟ୍ୱିଟରରେ ସୂଚନା ଦେଇଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସେ ସୁସ୍ଥ ଥିବା ଟ୍ୱିଟରରେ ଲେଖିଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା…

ଶ୍ରୀମନ୍ଦିରରେ ସପ୍ତପୁରୀ ଭୋଗ ନୀତି ଅନୁଷ୍ଠିତ

ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ ହୋଇଥାଏ । ଆଜି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଠାକୁର ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗି ହୋଇଛି । ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା…