Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ କୋଭିଡ୍ ମୃତ୍ୟୁଠାରୁ ଦୁର୍ଘଟଣାଜନିତ ମୃତ୍ୟୁ ଅଧିକ

ଭୁବନେଶ୍ୱର: କରୋନା ଯୋଗୁ ରାଜ୍ୟରେ କମିଛି ମୃତ୍ୟୁ ସଂଖ୍ୟା । ଲକଡାଉନ୍ ଓ ସଟଡାଉନ୍ ହେବାରୁ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ପାଖାପାଖି ୫୦ ପ୍ରତିଶତ କମିଛି । କିନ୍ତୁ କୋଭିଡ୍ ଅପେକ୍ଷା ରାଜ୍ୟରେ ଅଧିକ ଲୋକଙ୍କ ଜୀବନ ଦୁର୍ଘଟଣାରେ ଯାଇଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ…

ରାଜ୍ୟରେ ମନ୍ଦିର ଖୋଲିବେ କେବେ, ଘୋଷଣା କରନ୍ତୁ ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟରେ କେବେ ଖୋଲିବ ମନ୍ଦିର ? ସରକାର ମନ୍ଦିର ଖୋଲିବା ନେଇ ଘୋଷଣା କରନ୍ତୁ । ଏହି ଦାବି ରଖିଛି ରାଜ୍ୟ ବିଜେପି । ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦ କହିଛନ୍ତି, ମାଆ ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲିଛି । ନୀତି ନିୟମ ଭିତରେ ଦର୍ଶନ ଚାଲିଛି । ବାଲାଜୀ…

କେବଳ ଜଳକା ନଦୀରେ ବନ୍ୟା ସ୍ଥିତି

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଫୁଲିଛି ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର । କେବଳ ଜଳକା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଅନ୍ୟ କୌଣସି ନଦୀରେ ବନ୍ୟା ଭୟ ନାହିଁ । ରାଜ୍ୟ ଦେଇ ପ୍ରବାହିତ ଅନ୍ୟ ନଦୀରେ ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ପ୍ରବଳ ବର୍ଷା ଓ…

ବନ୍ଧା ହେଲେ କୋଟିପତି ପୂର୍ବତନ ରେଞ୍ଜର

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲୁଗାଁର ପୂର୍ବତନ ରେଞ୍ଜର । ତାଙ୍କ ନାଁ ଅଭୟ ଜେନା । ଆଜି ତାଙ୍କୁ ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ସେଲ୍ । ଗତକାଲି ଅଭୟ ଜେନାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ବିଭାଗ । ଚଢାଉ ବେଳେ ୪ କୋଟି…

ଭୁୁବନେଶ୍ୱର ଓ କଟକରେ କାଲି ସକାଳ ଯାଏଁ ଛେଚିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । କଟକ ଓ ଭୁବନେଶ୍ୱର ପାଇଁ ୟେଲୋ ୱାର୍ଣ୍ଣିଂ…

ପ୍ରକାଶ ପାଇଲା ଯୁକ୍ତଦୁଇ ବାଣିଜ୍ୟ ଫଳ: ପାସ୍‌ ହାର ୭୪.୯୫ %

ଭୁବନେଶ୍ୱର: ପ୍ରକାଶ ପାଇଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ଫଳ । ଚଳିତ ବର୍ଷ ପାସ୍‌ ହାର ରହିଛି ୭୪.୯୫ %। ପୂର୍ବ ବର୍ଷ ଅପେକ୍ଷା ପାସ୍‌ ହାର ୪.୬୯ ପ୍ରତିଶତ ବୃଦ୍ଧି ପାଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୨୫୦୦ ପାର୍

ଭୁବନେଶ୍ୱର: ସଙ୍ଗିନ ହେଉଛି କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୮୯ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୧୨୨ ରେ ପହଞ୍ଚିଛି। ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଗୋଟିଏ ଦିନରେ ଏହା ୫୦ ହଜାର ପାର…

କରୋନା ପାଇଁ ଫିକା ପଡିଲା ସୁବର୍ଣ୍ଣପୁରର ପ୍ରସିଦ୍ଧ ହନୁମାନ ଉତ୍ସବ

ସୁବର୍ଣ୍ଣପୁର: ସପ୍ତପୁରୀ ଅମାବାସ୍ୟା ବା ପୁରାଉଆଁସ । ଏହାକୁ ହନୁମାନ ଉତ୍ସବ ଐତିହାସିକ ଲଙ୍କାପୋଡି ପର୍ବ ବୋଲି ମଧ୍ୟ କୁହାଯାଇଥାଏ । ଆଜି ସୁବର୍ଣ୍ଣପୁର ସହର ରେ ପାଳିତ ହେବ ଏହି ବିଶ୍ୱପ୍ରସିଦ୍ଧ ପର୍ବ । ଆଜି ସଂଧ୍ୟାରେ ମାଟି ତିଆରି ଟେରାକୋଟା ହନୁମାନ କୁ ନେଇ ପାଳନ କରାଯାଇଥାଏ ଏହି ପର୍ବ…

କୋଭିଡ୍ ମୁକାବିଲା: ୭ ମେଡିକାଲ କଲେଜର ପ୍ରଫେସରଙ୍କୁ ନେଇ ଗଠନ ହେଲା ଟେକ୍‌ନିକାଲ କମିଟି

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି କରୋନା ମାମଲା । ବଢୁଥିବା ସଂକ୍ରମଣ ବିସ୍ତାରକୁ ରୋକିବା ପାଇଁ ବିଭିନ୍ନ ପନ୍ଥା ଆପଣାଉଛନ୍ତି ରାଜ୍ୟ ସରକାର । କରୋନା ମୁକାବିଲା ପାଇଁ ସରକାର ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ୭ଟି ମେଡିକାଲ କଲେଜର ବରିଷ୍ଠ ପ୍ରଫେସରଙ୍କୁ…

ଆଜି ବାହାରିବ +୨ ବାଣିଜ୍ୟ ଫଳ

ଭୁବନେଶ୍ୱର: ଆଜି ବାହାରିବ ଯୁକ୍ତ ୨ ବାଣିଜ୍ୟ ଫଳ । ଆଜି ଦିନ ୧୧ ଟା ୩୦ ରେ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସଇ)ର ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବା ନେଇ…