Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠାରୁ ଲଘୁଚାପ ବର୍ଷାରେ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ଏହାର ପ୍ରଭାବରେ ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର…

ବଡ଼ଦେଉଳକୁ ସପ୍ତପୁରୀ ତାଡ଼ ବିଜେ

ପୁରୀ: ଭାଦ୍ରବ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରର ସ୍ଵତ୍ତ୍ୱଲିପି ଅନୁଯାୟୀ ଅଠରନଳା ସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ଅମାବାସ୍ୟା ତାଡ଼ ବିଜେ ହୋଇଯାଇଛି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମଧ୍ୟାହ୍ନ ଧୂପ ସରିବା ପରେ ଶ୍ରୀମନ୍ଦିରରୁ…

ସୁସ୍ଥ ହେଲେ ଆଉ ୧୫୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ବଢ଼ୁଛି କରୋନା ସୁସ୍ଥ ହାର । ରାଜ୍ୟରେ ଆଜି  ଆଉ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୫୩୧୫ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡରୁ ୧୭୮,…

କ୍ରୀଡ଼ା ସାମ୍ବାଦିକ ଅଶୋକ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ରାଜ୍ୟର ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଡକ୍ଟର ଅଶୋକ ପଟ୍ଟନାୟକଙ୍କୁ ମଙ୍ଗଳବାର ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା) ପକ୍ଷରୁ ତାଙ୍କ ୨୨ତମ ଶ୍ରାଦ୍ଧ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ପ୍ରଥମ ଥର ପାଇଁ ଭର୍ଚୁଆଲ୍ ବୈଠକରେ…

ଗଣେଶ ଚତୁର୍ଥୀ: କିଛି ରହସ୍ୟ, କିଛି ରୋଚକ ତଥ୍ୟ !

ଭୁବନେଶ୍ୱର: ପ୍ରତ୍ୟେକ ବର୍ଷ ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥୀରେ ଗଣେଶ ଚତୁର୍ଥୀ ଉତ୍ସବ ପାଳନ ହୋଇଥାଏ । ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ସାରା ଦେଶରେ ଧୁମଧାମରେ ଗଣେଶ ଚତୁର୍ଥୀ ପାଳନ ହୋଇଥାଏ ।…

କୋରାପୁଟରେ ହେବ ପ୍ଲାଜମା ବ୍ୟାଙ୍କ, ସ୍ୱତନ୍ତ୍ର ରଣନୀତି ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା । ପ୍ରତିଦିନ ଏକ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାରେ ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲାରେ ସ୍ୱତନ୍ତ୍ର ରଣନୀତି ଗ୍ରହଣ କରିବାକୁ ପରାମର୍ଶ…

ଅଟଳ ରାଙ୍କିଙ୍ଗ ୨୦୨୦: ଦେଶରେ ପ୍ରଥମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ଵର: ସୃଜନ କ୍ଷେତ୍ରରେ କିଟକୁ ମିଳିଛି ଭାରତ ସରକାରଙ୍କ ସ୍ଵୀକୃତି। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଅଟଳ ରାଙ୍କିଙ୍ଗ ଅଫ୍ ଇନଷ୍ଟିଚ୍ୟୁଟସ ଅନ୍ ଇନୋଭେସନ୍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନରେ…

ଭୁବନେଶ୍ୱରରେ ଆଜି କରୋନାର ଡବଲ ସେଞ୍ଚୁରୀ

ଭୁବନେଶ୍ୱର: ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଆଜି କରୋନା ମାରିଛି ଡବଲ ସେଂଚୁରୀ । ଏକାଥରକେ ୨୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଭୁବନେଶ୍ୱର ମହାନଗର ନିଗମରୁ । ସେଥିରୁ ୧୩୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୨୩ଜଣ ସୁସ୍ଥ ହୋଇଛନ୍ତି ।…

ବନ୍ୟାରେ ବୁଡିଛି ମାଲକାନଗିିରିର ୯୩୩ ଗାଁ, ଭାଙ୍ଗିଛି ୩୨୧ ଘର

ମାଲକାନଗିରି: ମାଲକାନଗିରିରେ ବନ୍ୟା ସ୍ଥିତିରେ ଧୀରେ ଧୀରେ ଆସୁଛି ସୁଧାର । ବର୍ଷା କମିଛି, ହେଲେ ଏବେବି ଅନେକ ଅଂଚଳ ପାଣି ଘେରରେ ରହିଛି । ଏନେଇ ଆଜି ଆକାଶ ମାର୍ଗରୁ ବନ୍ୟାଂଚଳର ଅନୁଧ୍ୟାନ କରିଛନ୍ତି ରଜସ୍ୱ ମନ୍ତ୍ରୀ ସୁଧାମ ମାରାଣ୍ଡି ଓ ଏସ୍‌ଆର୍‌ସି । ବନ୍ୟାରେ ମାଲକାନଗରିରି…

ଧରାପଡିଲେ ଲାଂଚୁଆ ଆଇଟିଆଇ ପ୍ରିନ୍ସିପାଲ

ନୂଆପଡା: ଭିଜିଲାନ୍ସ ଜାଲରେ ପଡିଲେ ଲାଂଚୁଆ ଆଇଆଇଟି ପ୍ରିନ୍ସିପାଲ । ଲଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଖରିଆର ରୋଡ ଆଇଟିଆଇ କଲେଜ ପ୍ରିନ୍ସିପାଲ । ବିଭୂତି ଭୂଷଣ ସାହୁଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି । ସେହି କଲେଜର କର୍ମଚାରୀ ମଣ୍ଟୁ ମହାନନ୍ଦଙ୍କଠାରୁ ଲାଞ୍ଚ ନେଇଥିବା ଅଭିଯୋଗରେ…