Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଏମ୍‌ସିରେ ପୁଣି ୭୯ ପଜିଟିଭ, ୨୩ ଲୋକାଲ କେସ୍‌

କଟକ: ସିଲଭର ସିଟିରେ ଲାଗୁନି କରୋନାକୁ ବ୍ରେକ୍ । ଆଜି ପୁଣି କଟକ ମହାନଗର ନିଗମରୁ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧ ଜଣ କଂଟେନ୍‌ମେଂଟ ଜୋନ, ୧୨ ଜଣ ସରକାରୀ କ୍ୱାରେଂଟାଇନ୍ ଓ ୨୩ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମ୍‌ସି ଟ୍ୱିଟ୍ କରି…

୧୨ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୧୫ ହଜାର ପାର୍ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୨୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ କରୋନା ଯୋଦ୍ଧା…

ଅଡିଓ ଭାଇରାଲ ମାମଲା: ତଦନ୍ତରେ ସହଯୋଗ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: କୋଭିହ ଯୋଦ୍ଧାଙ୍କ ସମ୍ପର୍କରେ ବିଭ୍ରାନ୍ତିକରଣ ଅଡିଓ ଭାଇରାଲ ମାମଲାକୁ ନେଇ ବିବାଦ ବଢ଼ିବାରେ ଲାଗିଛି।  ମାମଲା ଏବେ ହାଇକୋର୍ଟରେ ପହଞ୍ଚିଛି। ସଂପୃକ୍ତ ଟିଭି ଚାନେଲରେ କାର୍ଯ୍ୟରତ ୩ ଜଣ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଆଜି ଏହି ମାମଲାର ଶୁଣାଣି କରି ସେମାନଙ୍କୁ…

ଗଣେଶ ପୂଜା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ଟ୍ୱିନ୍‌ସିଟିରେ ଗଣେଶ ପୂଜା ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । କଂଟେନ୍‌ମେଂଟ ଅଂଚଳକୁ ଛାଡି ଅନ୍ୟ ସବୁଠି ପୂଜା ପାଇଁ ଅନୁମତି ମିଳୁ ବୋଲି ଦାବି ହୋଇଛି । ଆଇନଜୀବୀ ବିଭୂତିଭୂଷଣ ଚୌଧୁୂରୀ ଏନେଇ ମାମଲା ରୁଜୁ କରିଛନ୍ତି । ପୂଜା ସମୟରେ ଆୟୋଜକ ସାମାଜିକ…

ସୁନ୍ଦରଗଡରେ ବଢୁଛି କରୋନା ସଂକ୍ରମଣ; ରାଉରକେଲାରୁ ୩୦ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୩୨୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।…

ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ନେଇ ଫଟୋ ଅପ୍‌ଲୋଡ, ଥାନାରେ ମାମଲା

ପୁରୀ: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ନେଇ ସୋସିଆଲ ମିଡିଆରେ ଫଟୋ ଅପ୍‌ଲୋଡ ଘଟଣାରେ ପୁରୀ ସିଂହଦ୍ୱାର ଥାନାରେ ଏକ ମାମଲା ରୁଜୁ ହୋଇଛି । ଫେସ୍‌ବୁକ୍‌ରେ ଫଟୋ ଅପ୍‌ଲୋଡ କରିଥିବା ଜ୍ୟୋତି ରଂଜନ ଦାସଙ୍କ ନାଁରେ ମାମଲା ରୁଜୁ କରାଯାଇଛି । ବେଆଇନ୍ ଭାବେ ମହାପ୍ରସାଦ ବିକ୍ରି ନେଇ ବିଜ୍ଞାପନ…

ଏମ୍‌ବିଏ ପଢୁଆ ଧଳାଜହର ବେପାରୀ ଗିରଫ, ଦେଢ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର: ଏକ ବଡ ଧରଣର ଧଳା ଜହର କାରବାର ପର୍ଦ୍ଦାଫାଶ ହୋଇଛି । ଏକସଙ୍ଗରେ ବାଲେଶ୍ୱରରୁ ଜବତ ହୋଇଛି ୧କିଲୋ ୩୨୫ ଗ୍ରାମ ବ୍ରାଉନ ସୁଗାର । ଯାହାର ଆନୁମାନିକ ମୂଲ୍ୟ ଦେଢ କୋଟି । ଏଥି ସହ କାରବାରରେ ସଂପୃକ୍ତ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସୂଚନା ଯୋଗ୍ୟ ଯେ,…

ଖୋର୍ଦ୍ଧାରେ ହେବନି ଗଣେଶ ପୂଜା: ଜିଲ୍ଲାପାଳ

ଖୋର୍ଦ୍ଧା: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଖୋର୍ଦ୍ଧା ଜିଲ୍ଳାରେ ଗଣେଶ ପୂଜା ହେବନି ବୋଲି ମଙ୍ଗଳବାର ଦିନ କହିଛନ୍ତି ଜିଲ୍ଲାପାଳ ସନତ କୁମାର ମହାନ୍ତି । ଜିଲ୍ଲାରେ କରୋନା ସଂକ୍ରମଣ ସ୍ଥିତିର ସମୀକ୍ଷା ବୈଠକ ପରେ ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଭିଜିଲାନ୍ସ ଜାଲରେ ଫସିଲେ ବାଲୁଗାଁ ଅବସରପ୍ରାପ୍ତ ରେଞ୍ଜର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ କୁମାର ଜେନାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍ ତାଙ୍କ ଅଫିସ ଓ…

ମାଲକାନଗିରିରେ ୧୪ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ…