Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇତିଶ୍ରୀ ମୃତ୍ୟୁ ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି । ଏନେଇ କୋରାପୁଟ ଜେଲ ଅଧୀକ୍ଷକଙ୍କ ପକ୍ଷରୁ ସୂଚନା ମିଳିଛି । ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡ ଭୋଗୁଛନ୍ତି…

ଫାଟିଲା ଗ୍ୟାସ ସିଲିଣ୍ଡର, ଜଳିଗଲା ୧୦ ବଖରା ଘର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଵ୍ଲକ ଟାଙ୍କଳ ଗ୍ରାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରୋଷେଇ ଘରେ ଗ୍ୟାସ ସିଲିଣ୍ଡର ଫାଟିଯିବାରୁ ଜାଳି ଯାଇଛି ୪ଟି ପରିବାରର ୧୦ ବଖରା ଘର । ସର୍ବସ୍ୱାନ୍ତ ହୋଇଯାଇଛନ୍ତି ୪ ପରିବାର। ସୂଚନାନୁସାରେ, ରବିବାର ରାତି ୮ଟା ବେଳେ ସ୍ଥାନୀୟ ଅଞ୍ଚଳର…

ଭୁଶୁଡ଼ିଲା ନବନିର୍ମିତ ଗାର୍ଡ ୱାଲ; ନିମ୍ନମାନର କାର୍ଯ୍ୟ ଅଭିଯୋଗ

କଟକ: କଟକ ଜିଲ୍ଲା ମାହାଙ୍ଗା ଗ୍ରାମ୍ୟ ଉନ୍ନୟନ ନୃତାଙ୍ଗ ଜଙ୍କୋଟି ରାସ୍ତାର ଖରତାଙ୍ଗ ବରଦିଆ ସାଇଫନ ନିକଟରେ ଭୁଶୁଡି ପଡିଛି ୨ ଶହ ଫୁଟ ନବନିର୍ମିତ ଗାର୍ଡ ୱାଲ ଭୁଶୁଡ଼ି । ସୂଚନାନୁସାରେ, ଦୁଇ ମାସ ତଳେ ରାସ୍ତା କାମ କରାଯାଇଥିଲା । ସୁକ ନଦୀ କଡ଼ରେ ରାସ୍ତାର ସୁରକ୍ଷା ପାଇଁ ଦକ୍ଷିଣ…

ମାଲକାନଗିରିରେ ବର୍ଷା ବିତ୍ପାତ, ବିଭିନ୍ନ ଅଞ୍ଚଳ ଜଳମଗ୍ନ

ମାଲକାନଗିରି: ପାଞ୍ଚ ଦିନ ହେବ ବର୍ଷୁଛି । ମାଲକାନଗିରି ଜିଲ୍ଲାରେ ଫୁଲିଛି ବିଭିନ୍ନ ନଦୀର ଜଳସ୍ତର । ନଦୀ ଅବବାହିକା ଅଞ୍ଚଳ ଜଳମଗ୍ନ ହୋଇଛି । ଲାଗି ରହିଛି ବନ୍ୟା ପରିସ୍ଥିତି । କାଙ୍ଗୁରକୋଣ୍ଡା ପୋଲ ଉପରେ ପ୍ରବାହିତ ହେଉଛି ୪-୫ ଫୁଟ୍ ପାଣି । କାଲିମେଳା-ମୋଟୁକୁ ଆଜି ଯୋଗାଯୋଗ ବିଚ୍ଛିନ୍ନ…

ରାଜ୍ୟରେ ଆଉ ଜଣେ ଡାକ୍ତରଙ୍କ ମୁଣ୍ଡ ନେଲା କରୋନା

ପୁରୁଷୋତ୍ତମପୁର: ଗଞ୍ଜାମ ଜିଲ୍ଲାରେ ବଢୁଛି କରୋନା ପ୍ରକୋପ। ବର୍ତ୍ତମାନ ସୁଦ୍ଧା ଏହି ମହାମାରୀ ପ୍ରଭାବରେ ଗଲାଣି ୨୫ କୋଭିଡ଼୍ ଯୋଦ୍ଧାଙ୍କ ଜୀବନ। ରବିବାର ଦିନ ପ୍ରାଣ ହରାଇଛନ୍ତି ଆଉ ଜଣେ ଆଗଧାଡ଼ିର କୋଭିଡ଼୍ ଯୋଦ୍ଧା । କରୋନାରେ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିବା ଜିଲ୍ଲାରେ…

୧୯ ରେ ଆଉ ଏକ ଲଘୁଚାପ; ଆସନ୍ତାକାଲିଠୁ ଆହୁରି ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟ‌‌‌ରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୧୮ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର,…

କରୋନା ପକାଇଛି ରୋଜଗାରରେ ବେଡି; ଦୁର୍ଦ୍ଦିନରେ ଶତାଧିକ ମୋଚି ପରିବାର

ଯାଜପୁର: କରୋନା ସଂକ୍ରମଣ ରୋକିବାକୁ ଲାଗୁହେଲା ଲକଡାଉନ୍ ଓ ସଟଡାଉନ୍ ଆଦି ନାନା କଟକଣା । ହେଲେ ଏହା ଛଡାଇ ନେଲା ରୋଜଗାର । ଏବେ ନିଜ ଭବିଷ୍ୟତକୁ ନେଇ ଯାଜପୁର ବ୍ୟାସନଗର ସହରାଂଚଳର ଶତାଧିକ ମୋଚି ପରିବାର । ବର୍ଷ ବର୍ଷ ଧରି ଜୋତା ଚପଲ ଓ ବ୍ୟାଗ୍ ଆଦି ମରାମତି କରି ଯାହା ରୋଜଗାର ହୁଏ ସେଥିରେ…

ବଡ଼ଠାକୁରଙ୍କ ପ୍ରଳମ୍ବାସୁର ବଦ୍ଧ ବେଶ

ପୁରୀ: ଭାଦ୍ରବ କୃଷ୍ଣ ଦ୍ୱାଦଶୀ ଦିନ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ପରେ ଶ୍ରୀବଳଭଦ୍ରଙ୍କର ପ୍ରଳମ୍ବାସୁର ବଦ୍ଧ ବେଶ ଅନୁଷ୍ଠିତ ହୋଇଥାଏ ! ପ୍ରଳମ୍ବାସୁର ବଧ ବେଶରେ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରନ୍ତି ! ବଳଭଦ୍ର ଦେବଙ୍କର ଦୁଇ ହସ୍ତରେ ହଳ,ମୂଷଳ ଶୋଭାପାଏ…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ସ୍ଥାନାନ୍ତର ବେଳେ ଉତ୍ତେଜନା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହି ଆକ୍ରାନ୍ତ ମାନଙ୍କୁ ହସପିଟାଲ ସ୍ଥାନାନ୍ତର ପାଇଁ ଗାଁ କୁ ଆମ୍ବୁଲାନ୍ସ ଯାଇଥିବା ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା । ସୂଚନା ଅନୁସାରେ ଆଜି ଅନୁଗୁଳ ଜିଲ୍ଲାରୁ ୫୦ ଜଣ କରୋନା ଚିହ୍ନଟ…

ଗୋଲିଆ ଗୁଳିକାଣ୍ଡ ଘଟଣା: ଏଏସପିଙ୍କ ଉପସ୍ଥିତରେ ପୋଲିସର ଫ୍ଲାଗ ମାର୍ଚ୍ଚ

ବୁଗୁଡା: ଗୋଲିଆ ଗୁଳିକାଣ୍ଡ ଘଟଣାରେ ପୋଲିସର ଫ୍ଲାଗ ମାର୍ଚ୍ଚ । ଗଂଜାମ ଜିଲ୍ଲା ବୁଗୁଡା ଥାନା ଅନ୍ତର୍ଗତ ଗୋଲିଆ ଗାଁରେ ଏଏସପିଙ୍କ ଉପସ୍ଥିତି ପୋଲିସ ଫ୍ଲାଗ ମାର୍ଚ୍ଚ କରିଛି । ସମ୍ଭାବ୍ୟ ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି । ସୂଚନା ଯୋଗ୍ୟ ଯେ,…