Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ;୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର:ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ୍‌ ସ୍କୁଲରେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟରେ ନିଯୁକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ…

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଶନିବାର ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି…

ଆଗାମୀ ୨ ଦିନ ଯାଏଁ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ସନ୍ଧ୍ୟା ପ୍ରାୟ ୬ଟା ପର୍ଯ୍ୟନ୍ତ ଓଡ଼ିଶାର ଚାରିଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛନ୍ତି। ଆଗାମୀ ୩ଘଣ୍ଟା ମଧ୍ୟରେ ବଲାଙ୍ଗୀର, ବରଗଡ଼, ମୟୂରଭଞ୍ଜ ଏବଂ ନୂଆପଡ଼ାର କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ…

ମହାନଦୀ ଜଳବିବାଦକୁ ନେଇ ହେବ ଆପୋଷ ବୁଝାମଣା, ସେପ୍ଟେମ୍ବର ୬ରେ ଶୁଣାଣି

ଭୁବନେଶ୍ୱର: ଦୀର୍ଘଦିନ ଧରି ଚାଲିଥିବା ମହାନଦୀ ଜଳ ବିବାଦର ସମାଧାନ ପାଇଁ ଓଡ଼ିଶାର ପ୍ରସ୍ତାବକୁ ବିଚାର କରିବାକୁ ଛତିଶଗଡ଼ ସରକାର ପ୍ରସ୍ତୁତ ଥିବା ଜଣାପଡ଼ିଛି। ୨୩ ଜୁଲାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଛତିଶଗଡ଼ ପ୍ରତିପକ୍ଷଙ୍କୁ ଚିଠି ଲେଖି କହିିଥିଲେ ଯେ କେନ୍ଦ୍ରର ସମର୍ଥନ…

ମହିଳାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ସିଡବ୍ଲ୍ୟୁସି ଗିରଫ

ଜଗତସିଂହପୁର: ଜଗତସିଂହପୁରରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ସିଡବ୍ଲ୍ୟୁସି ଭାବରେ କାର୍ଯ୍ୟରତ ବିବେକାନନ୍ଦ ବଳ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗତ ସାତ ମାସ ଧରି ଜଣେ ୨୫ ବର୍ଷୀୟ ମହିଳାଙ୍କୁ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେହି…

ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ, ୨୦ ତମ କିସ୍ତି ପ୍ରଦାନ କଲେ ମୋଦି….

ନୂଆଦିଲ୍ଲୀ/ଭୁବନେଶ୍ବର: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନର ୨୦ ତମ କିସ୍ତି । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିବିଟି ଜରିଆରେ ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା । ସେହିପରି ଓଡିଶାରୁ ୩୪ ଲକ୍ଷ ୮୫ ହଜାର…

ଟ୍ରକ୍‌କୁ ପଛରୁ ପିଟିଲା ଭ୍ୟାନ୍‌; ୧୩ ଯବାନ ଆହତ

ଅନୁଗୁଳ: ଅନୁଗୁଳରେ ଟ୍ରକକୁ ପଛ ପଟରୁ ପିଟିଲା ଭ୍ୟାନ୍‌। ଏହି ସଡକ ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଅନୁଗୁଳର ଏନଏଚ୍‌ ୫୫ ଜରପଡ଼ା ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଝାରସୁଗୁଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଓଏସଏପି…

ବ୍ରହ୍ମପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ବ୍ରହ୍ମପୁର: ବ୍ରହ୍ମପୁରରେ ଏନକାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହାକ ଆହତ ହୋଇଛି। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ପିତାତଳି ନକିଟରେ ଏନକାଉଣ୍ଟର ହୋଇଛି। ସୂଚନା ଅନୁସାରେ ସୁନୀଲ ନହାକ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଥିଲା ପୋଲିସ। ତାର ବାମଗୋଡରେ ଗୁଳି…

ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର;ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ 'ପୁଷ୍କରା'କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର 'ପୁଷ୍କରା' ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଓଡ଼ିଆ ଫିଲ୍ମ 'ପୁଷ୍କରା'କୁ…