Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୁବଶୀଘ୍ର ଯାଜପୁରରେ ଆରମ୍ଭ ହେବ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ

ଯାଜପୁର: ଯାଜପୁରର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଦୀର୍ଘଦିନ ଧରି ବ୍ୟାସନଗର ପୌରାଂଚଳ ଏବଂ ପାଣିକୋଇଲି ଅଂଚଳରେ ବିକାଶ ମୂଳକ କାର୍ଯ୍ୟ ପଛେଇ ଯାଇଥିବାରୁ ଏହି ଅଂଚଳର ବିକାଶ ପାଇଁ ଜିଲ୍ଲା ଖଣିଜ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରିବାକୁ ନିଷ୍ପତି…

କରୋନା ଭୟାବହତା ଯୋଗୁଁ ଏବେ ସ୍କୁଲ ଖୋଲିବା ସମ୍ଭବ ନୁହେଁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋରୋନାର ଭୟାବହତା ଯୋଗୁଁ ଏବେ ରାଜ୍ୟରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ଏପରିକି ଆଗାମୀ ସେପ୍ଟେମ୍ବର ମାସ ସୁଦ୍ଧା ମଧ୍ୟ କୋରୋନା ନିୟନ୍ତ୍ରଣକୁ ଆସିବା ନେଇ ମଧ୍ୟ ସମ୍ଭାବନା ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀରରଂଜନ ଦାସ । ଆହୁରି ମଧ୍ୟ ମନ୍ତ୍ରୀ…

କଣ୍ଟେନମେଣ୍ଟ ଜୋନରୁ ସର୍ବାଧିକ ୭୩ ଆକ୍ରାନ୍ତ ଚିହ୍ନଟ ସହ, କନ୍ଧମାଳରେ ୧୩୦୦ ଛୁଇଁଲା ମୋଟ ସଂଖ୍ୟା

ଫୁଲବାଣୀ: କନ୍ଧମାଳ ଜିଲ୍ଲାରୁ ଶନିବାର ଦିନ ୯୮ ଟି ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ଏହି ଜିଲ୍ଲାରେ ମୋଟ ସଂଖ୍ୟା ୧୨୯୯ କୁ ବୃଦ୍ଧି ପାଇଛି । ଜିଲ୍ଲା ପ୍ରଶାସନ ଦେଇଥିବା ସୂଚନା ଅନୁଯାୟୀ, କୋଟାଗଡ଼ରୁ ୧୭ଟି, ତୁମୁଦିବନ୍ଧରୁ ୧୪, ଫୁଲବାଣୀରୁ ୧୩, ଦାରିଙ୍ଗବାଡିରୁ ୧୨, ଚକପଡ଼ରୁ ୯ ଜଣ,…

ସ୍ବାଧୀନତା ଦିବସ ପାଳନ ଅବସରରେ କରୋନା ଯୋଦ୍ଧାଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ କୃତଜ୍ଞତା ଜ୍ଞାପନ  

ଯାଜପୁର: ଆଜି ସାରା ଦେଶରେ ପାଳନ ହୋଇଛି ୭୪ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଯାଜପୁର ଜିଲ୍ଲା ହକି ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।…

ଢେଙ୍କାନାଳରେ ୮୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଢେଙ୍କାନାଳ: ଶନିବାର ଦିନ ଆଉ ୬୯ ପଜିଟିଭ ସହ ୮୬୩ ଛୁଇଁଛି ମୋଟ ପଜିଟିଭ ସଂଖ୍ୟା । ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆଜି ଚିହ୍ନଟ ସମସ୍ତ ପଜିଟିଭ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୩୩ ଜଣ ଭୁବନ ବ୍ଲକରୁ ରିପୋର୍ଟ ହୋଇଛନ୍ତି। ଭୁବନ ଏନଏସିରୁ ୩୦…

ଭୁବନେଶ୍ୱର ଓ କଟକରେ ଏସବିଆଇର ୨ ଶାଖା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଭୁବନେଶ୍ୱର ଓ କଟକରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ଦୁଇଟି ନୂତନ ଶାଖା ସହିତ ୨୮ ଜିଲ୍ଲାରେ ୨୮ଟି ହବ୍ ଉଦଘାଟନ୍ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ମହାମାରୀ…

ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଓଡ଼ିଶାର ହସ୍ତକଳା ଶିଳ୍ପୀ ପରିବାର ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ମିସନ ଅନ୍ନ ସେବା…

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ମିସନ ଅନ୍ନ ସେବାର ଅଂଶ ସ୍ୱରୂପ କୋଭିଡ୍‌-୧୯ ଲକ୍‌ଡାଉନ୍ ସମୟରେ ସାରା ଦେଶରେ ପ୍ରବାସୀ ଶ୍ରମିକ ଓ ଅଭାବୀ ବର୍ଗର ଲୋକମାନଙ୍କୁ ପାଞ୍ଚ କୋଟିରୁ ଉର୍ଦ୍ଧ୍ୱ ଭୋଜନ ବଣ୍ଟନ ଓ ସହାୟତା ପ୍ରଦାନ କରିଥିବା ରିଲାଏନ୍ସ ଫାଉଣ୍ଡେସନ ଏବେ ଏହି ସହାୟତାକୁ ସଂପ୍ରସାରିତ…

ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତୁ୍ୟ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୩୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୨, ଗଞ୍ଜାମରୁ ୧, କେନ୍ଦୁଝରରୁ ୧, ନୟାଗଡରୁ ୧ ଏବଂ ସମ୍ବଲପୁର ଜିଲ୍ଲାରୁ…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୨୪୯୬ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୨୪୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୧୨୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଗୋଟିଏ ଦିନରେ ରାଜ୍ୟରେ ରେକର୍ଡ ୪୭ ହଜାର କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ମିଶନ ୫୦ ହଜାର କୋଭିଡ୍ ଟେଷ୍ଟିଂ ଲକ୍ଷ୍ୟରେ ବଢୁଛି ଓଡ଼ିଶା । ଏବେ ଦୈନିକ ୪୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଉଛି । ଗତ ୨୪ ଘଣ୍ଟାରେ ରେକର୍ଡ ୪୭ ହଜାର ୮୮୭ ଟେଷ୍ଟ କରାଯାଇଛି । ଗତ ୨୪ ଘଣ୍ଟାରେ ୪୦ ହଜାର ୭୬୧ ଆଣ୍ଟିଜେନ୍ ଓ ୭ ହଜାର ଆରଟିପିସିଆର ପରୀକ୍ଷା ହୋଇଛି । ଏହି…