Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି, ଗତବର୍ଷ ତୁଳନାରେ ରେକର୍ଡ ସଂଖ୍ୟକ ପଞ୍ଜୀକୃତ

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି । ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି । ଚାଷୀମାନେ…

ଗିରଫ ହେଲେ ସହକାରୀ ଯନ୍ତ୍ରୀ ଅଶୋକ କୁମାର ପଣ୍ଡା, ରହିଛି ଆଖି ଖୋସି ହୋଇଗଲା ପରି ସମ୍ପତ୍ତି

କଟକ: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ ୩ର ଆସିଷ୍ଟାଣ୍ଟ ଇଂଜିନିୟର ଅଶୋକ ପଣ୍ଡା । ଗିରଫ ପରେ କୋର୍ଟ ଚାଲାଣ ହେଲେ ଅଶୋକ ପଣ୍ଡା । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେବେ ଆସିଷ୍ଟାଣ୍ଟ ଇଂଜିନିୟର ଅଶୋକ । ଆୟଠୁ ୨୧୩…

କାଉ ମିଳନ ଦେଖିବାରୁ ବଞ୍ଚି ଥାଉ ଥାଉ ପରିବାର ହେଲେ ଶୁଦ୍ଧି; ଗାଁରେ ପହଞ୍ଚିଲା ପ୍ରଶାସନ

କୋରାପୁଟ:କାଉ ମିଳନ ଦେଖିବାରୁ ବଞ୍ଚି ଥାଉ ଥାଉ ପରିବାର ଶୁଦ୍ଧି ହେବା ଘଟଣାକୁ ନେଇ ପ୍ରଶାସନର ତତ୍ପରତା ଦେଖାଇଛି । CDPOଙ୍କ ନେତୃତ୍ବରେ ପାତ୍ରଗୁଡ଼ା ଗାଁ ଯାଇ ଲୋକଙ୍କ ସହ ଏକ ଟିମ୍ ଆଲୋଚନା କରିଛି । ଏଥିସହ ଏଭଳି ଅନ୍ଧବିଶ୍ବାସ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି ପ୍ରଶାସନ ।…

ଇଗ୍ନୋର ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଅଗଷ୍ଟ ୧୫ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ ।…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର…

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର ।‌ ଅବକାରୀ ବିଭାଗ ଚଢାଉ କରି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ…

ଆସନ୍ତା ୩୧ରେ ହେବ ସ୍ପେଶାଲ୍ OTET;ଦୁଇଟି ସିଟିଂରେ…

ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ତେବେ ସ୍ପେଶାଲ୍ OTET ନେଇ ଆସିଗଲା ନୂଆ ତାରିଖ । ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ OTET ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି ।…

‘ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି’

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର । ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ । ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି, ଅର୍ଚ୍ଚନା ଯାହା ଅଭିଯୋଗ…

ବିପଦରେ ପାରାଦୀପ! ସହରକୁ ମାଡି ଆସିପାରେ ସମୁଦ୍ର…

ପାରାଦୀପ: କୌଣସି ମୁହୂର୍ତ୍ତରେ ବି ପାରାଦୀପ ଭିତରକୁ ମାଡି ଆସିପାରେ ସମୁଦ୍ର । କୋଷ୍ଟାଲ ହାଇୱେ ଯୋଗୁଁ ଏବେ ବିପଦରେ ରହିଛି ବନ୍ଦର ନଗରୀ ପାରାଦ୍ୱୀପ । ତିଆରି ହେଉଥିବା କୋଷ୍ଟାଲ ହାଇୱେ ପାଇଁ ସମୁଦ୍ରକୂଳ ଲୁଣା ବାଲି ବ୍ୟବହାର ହେଉଥିବାରୁ ଏପରି ବିପଦ ଦେଖାଦେଇଛି । କେନ୍ଦ୍ର ସରକାରଙ୍କ…

ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି;ରହିବ ଏହି ସବୁ ସୁବିଧା…

ଭୁବନେଶ୍ବର: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବଡ଼ ଘୋଷଣା । ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି । ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି । ଆବଶ୍ୟକତା ଦେଖି ବଡ଼ ଜିଲ୍ଲାରେ ୨ଟି ମଣ୍ଡି ହେବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି…