Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର: କରୋନା ସମୟରେ ରାଜ୍ୟ କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ୨୦୦୭-୨୦୧୭ ଶିଳ୍ପନୀତିରେ ସଂଶୋଧନ ହୋଇଛି । ଆଇପିଆର୍ ଇନସେଟିଭ୍ ଆମେଣ୍ଡମେଣ୍ଟକୁ ସଂଶୋଧନ କରି ଏଥର ଶିଳ୍ପସଂସ୍ଥାକୁ ସରକାର ଦେଇ ପାରିବେ ଭାଟ୍ । ଏଥିରେ ୩୦୦ ଶିଳ୍ପସଂସ୍ଥା ଲାଭ ପାଇପାରିବେ । …

କେଉଁ ଜିଲ୍ଲାରେ କିଏ କରିବେ ପତାକା ଉତ୍ତୋଳନ, ଜାଣନ୍ତୁ

ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ୧୫ ତାରିଖରେ ପାଳନ ହୁଏ ସ୍ୱାଧୀନତା ଦିବସ । ଚଳିତ ବର୍ଷ ମହାମାରୀ କରୋନା ଯୋଗୁଁ କଟକଣା ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବ । ତେବେ କେଉଁ ଜିଲ୍ଲାରୁ କିଏ ପତାକା ଉତ୍ତୋଳନ କରିବେ ଆସନ୍ତୁ ଜାଣିବା । ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ଡି-ବ୍ରଦର୍ସ ଗ୍ୟାଙ୍ଗର ୨ ସହଯୋଗୀ ଗିରଫ

କଟକ: କୁଖ୍ୟାତ ଅପରାଧୀ ଡି-ବ୍ରଦର୍ସ ଗ୍ୟାଙ୍ଗର ଦୁଇ ସହଯୋଗୀ ଗିରଫ । ଉଭୟଙ୍କୁ କଟକ ଲାଲବାଗ ଥାନା ପୋଲିସ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଲେ ଡାନି ଓ ରନିଆ । ଏମାନଙ୍କଠାରୁ ୨ଟି ବନ୍ଧୁକ, ୬୯ଟି ଗୁଳି, ୩ଟି ମାଗାଜିନ ଜବତ ହୋଇଛି । କଟକ ଡିସିପି ପ୍ରତୀକ ସିଂହ କହିଛନ୍ତି, ଗତରାତିରେ…

ଶ୍ରୀମନ୍ଦିର ମେଘନାଦ ପାଚେରୀ କଡରେ ଷଣ୍ଢ ଖାଉଛି ମହାପ୍ରସାଦ

ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରୀ କଡରେ ପଡିରହିଛି କିଲୋ କି ଦୁଇ କିଲୋ ନୁହେଁ କ୍ୱିଂଟାଲ ଶୁଖିଲା ମହାପ୍ରସାଦ । ଏ ସବୁ ମହାପ୍ରସାଦକୁ ଖାଉଛନ୍ତି ଷଣ୍ଢ । ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପେଜନାଳ ପାଖ ମେଘନାଦ ପାଚେରୀ କଡରେ ଖଜା, ବଲ୍ଲଭ, ଲୁଣି ଖୁଡୁମା ଆଦି ଭୋଗ ସହ ତାଳପତ୍ର ପେଡିରେ ଭର୍ତି…

ଅଗଷ୍ଟ ୧୫ ପାଇଁ ସଟ୍‌ଡାଉନ୍ କୋହଳ

ଭୁବନେଶ୍ୱର: ଅଗଷ୍ଟ ୧୫ ପାଇଁ କୋହଳ ହେଲା କଟକଣା । ୪ ଜିଲ୍ଲା ଗଂଜାମ, ଖୋର୍ଦ୍ଧା, ଗଜପତି, କଟକ ସମେତ ରାଉରକେଲା ସହରରେ ସଟଡାଉନ୍ କିଛି ଘଂଟା ପାଇଁ କୋହଳ ହେବ । ଏହି ୪ ଜିଲ୍ଲା ଏବଂ ରାଉରକେଲା ମ୍ୟୁନିସପାଲଟିରେ ସପ୍ତାହିକ ସଟଡାଉନ୍‌କୁ କିଛି ଘଂଟା ପାଇଁ କୋହଳ କରାଯିବ । ଏନେଇ ଆଜି ରାଜ୍ୟ…

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇ ଆଜି ଧାର୍ଯ୍ୟ ହୋଇଛି ଲଗ୍ନ । ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି ।ସମ୍ବଲପୁର ଝାଡୁଆପଡାର ବ୍ରହ୍ମପୁରା ମନ୍ଦିର ପରିସରରେ ଆଜି ଲଗ୍ନ ବାହାର କରଯାଇଛି । ଭଦ୍ରାବମାସ ଶୁକ୍ଳପକ୍ଷ ପଂଚମୀ ତିଥି ସକାଳ ୯ଟା ୩୫…

ତାଲିମ ବେଳେ ମହାନଦୀରେ ବୁଡି ଯବାନ ନିଖୋଜ

ବୌଦ୍ଧ: ବୌଦ୍ଧସ୍ଥିତ ମହାନଦୀରେ ବୁଡି ଜଣେ ଆଇଆର୍‌ବି ଯବାନ ନିଖୋଜ ହୋଇଛନ୍ତି । ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ୍ଟ ଟିମ ପକ୍ଷରୁ ନିଖୋଜ ଯବାନଙ୍କୁ ଖୋଜିବା ଆରମ୍ଭ ହୋଇଛି। ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲା ବଲସିଙ୍ଗାରେ ଥିବା ଆଇଆରବି ୫ମ ବାଟାଲିୟନ ପକ୍ଷରୁ ବୌଦ୍ଧ ପୋଲ ମହାନଦୀ ଘାଟରେ…

୪ ଓଡ଼ିଆଙ୍କ ସମେତ ୧୧୨ ପୋଲିସ ଅଧିକାରୀଙ୍କୁ ଉତ୍କର୍ସ ତଦନ୍ତ ପଦକ

ନୂଆଦିଲ୍ଲୀ: ୪ ଜଣ ଓଡ଼ିଆଙ୍କ ସମେତ ୧୧୨ ଜଣ ପୋଲିସ ଅଧିକାରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ତରଫରୁ ଉତ୍କର୍ସ ତଦନ୍ତ ପଦକ-୨୦୨୦ ପ୍ରଦାନ କରାଯାଇଛି । ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ପୁଲିସ ଅଧିକାରୀଙ୍କ ପାରଦର୍ଶିତାକୁ ସ୍ବୀକୃତି ଦେବା ଏହି ସ୍ବତନ୍ତ୍ର ପୁରସ୍କାରର ଲକ୍ଷ୍ୟ। ପୁରସ୍କାର…

ଅଡିଓ ଭାଇରାଲ ମାମଲା: ଗିରଫ ୨ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଅଡିଓ ଭାଇରାଲ ଘଟଣାରେ ଗିରଫ ହୋଇଥିବା ୨ ଜଣଙ୍କୁ ଜାମିନ୍ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ୨ ଜଣଙ୍କୁ ସର୍ତମୂଳକ ଜାମିନ ଦେଇଛନ୍ତି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚଲିକାରେ ଉଭୟ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ୍ ମିଳିଥିବା…

୪ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌

ଭୁବନେଶ୍ୱର: ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ । ଏନେଇ ଆଜି ଭିଡିଓ କନଫରେନ୍ସିଂହରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସେ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର…