Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶୁଖିଲା ପଡିଛି କେନାଲ; ଚାଷ କରିବାକୁ ହନ୍ତସନ୍ତ ହେଉଛନ୍ତି ଚାଷୀ

ଯାଜପୁର: ଶୁଖିଲା ପଡିଛି କେନାଲ । ମାଟି ଓ ପଙ୍କରେ ପୋତି ହେବାକୁ ବସିଲାଣି । କେନାଲରେ ଏବେ ଅନବନା ଗଛ ଉଠି ଜଙ୍ଗଲର ଭ୍ରମ ସୃଷ୍ଟି କଲାଣି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଜାରକା ଜଳସେଚନ ଡିଭିଜନ୍ ଅଧିନରେ ଥିବା ହାଇଲେଭଲ କେନାଲର । ଏହି କେନାଲଟି କଟକ ଜଗତପୁର ନିକଟ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ମୋଟ ସଂଖ୍ୟା ୫୦ ହଜାର ପାର୍

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରେକର୍ଡ ଭାଙ୍ଗୁଛି ସଂଖ୍ୟା । ରାଜ୍ୟରେ ଆଜି ମଧ୍ୟ ୧୫୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ସର୍ବଧିକ ୧୮୭୬ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ…

ସମ୍ବଲପୁର ସହରର ଏହି ୧୦ ଟି ସ୍ଥାନରେ ଲାଗୁ ହେଲା ୧୪୪ ଧାରା

ସମ୍ବଲପୁର: ସମ୍ବଲପୁର ସହରରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବୁଧବାର ଠାରୁ ସମ୍ବଲପୁର ମ୍ୟୁନିସିପାଲିଟି କର୍ପୋରେସନ୍ (ଏସଏମସି) ଅଧୀନରେ ଥିବା ୧୦ଟି ଅଞ୍ଚଳରେ ଧାରା ୧୪୪ ଧାରା ଜାରି କରିଛନ୍ତି । କରୋନା ସଂକ୍ରମଣରେ ରୋକ…

କଣ୍ଟନମେଣ୍ଟ ଜୋନ ଘୋଷଣା ହେଲା ଦେବଗଡ଼ ଜିଲ୍ଲାର ଏହି ଅଞ୍ଚଳ

ଦେବଗଡ଼: ସବୁଠି ବଢୁଛି ସଂକ୍ରମଣ। ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଲକ କଲଣ୍ଡା ଗ୍ରାମରୁ ମଙ୍ଗଳବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମଣ ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ପଜିଟିଭ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ଜଣେ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଦଳେଇପୁଟ ଗାଁରେ ବୋମାମାଡ଼। ଏଥିରେ ଜଣେ ଆହତ ହୋଇଥିବା ସୂଚନା । ମିଳିଥିବା ସୂଚନା ଅନୁସାରେ,ଗାଁର ଦୁଇ ପରିବାର ମଧ୍ୟରେ ଦୀର୍ଘ ଦିନ ଧରି ବାଦ ବିବାଦ ଲାଗି ରହିଥିଲା। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ଆହତ…

କୋଭିଡ ମହାମାରୀ: ୩ ମାସର ସ୍କୁଲ ଫି ଛାଡ଼ କଲା ଯାଜପୁରର ଏହି ବିଦ୍ୟାଳୟ

ଯାଜପୁର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ୩ ମାସର ସମ୍ପୁର୍ଣ୍ଣ ସ୍କୁଲ୍ ଫି ଛାଡ କରିଛି ଏକ ଘରୋଇ ସ୍କୁଲ । ଯାଜପୁର ଜିଲ୍ଲା ବ୍ୟାସନଗର ଅଂଚଳରେ ଥିବା ଡ୍ରିମ୍ ଇଣ୍ଡିଆ ସ୍କୁଲ କତୃପକ୍ଷ ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ସ୍କୁଲ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।…

ଆଜି ରାଜ୍ୟ କ୍ୟାବିନେଟ୍, ୧୮ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବୈଠକ ବସିବ । ପ୍ରାୟ ୧୮ଟି ପ୍ରସ୍ତାବ ଉପରେ ବିଚାରବିମର୍ଶ ପରେ ମଞ୍ଜୁରୀ ଦେଇପାରେ ରାଜ୍ୟ କ୍ୟାବିନେଟ୍ ।…

ଆଜି ବାହାରିବ +୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ବାହାରିବ ଆଜି ବାହାରିବ +୨ ବିଜ୍ଞାନ ପରୀକ୍ଷାଫଳ । ଅପରାହ୍ଣ ସାଢ଼ା ୧୨ଟାରେ ରେଜଲ୍ଟ ପ୍ରକାଶ ପାଇବ । www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ଏଥିରୁ ନିଜ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ…

କାଲି ସନ୍ଧ୍ୟାରୁ ଚାରି ଦିନ ସଟଡାଉନ୍ ରହିବ ଚାନ୍ଦବାଲି ଏନଏସି

ଭଦ୍ରକ: ଚାରି ଦିନ ସଟଡାଉନ୍ ରହିବ ଚାନ୍ଦବାଲି ଏନଏସି ଅଞ୍ଚଳ । କରୋନା ସଂକ୍ରମଣ ବଢୁଥିବାରୁ ୪୮ ଘଣ୍ଟା ସଟଡାଉନ୍ ଘୋଷଣା କରିଛନ୍ତି ଭଦ୍ରକ ଜିଲ୍ଲା ପ୍ରଶାସନ । କାଲି ସନ୍ଧ୍ୟା ୬ଟା ପରଠୁ ଚାନ୍ଦବାଲି ପୌରାଞ୍ଚଳରେ ସଟଡାଉନ୍ କଟକଣା ଜାରି ହେବ । ଗୁରୁବାର ଓ ଶୁକ୍ରବାର ସଟଡାଉନ୍ ଥିବା ବେଳେ…

ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି

'ବସୁଦେବ ସୁତ ଦେବଂ କଂସ,ଚାଣୁର ମର୍ଦନଂ। ଦେବକୀ ପରମାନଂଦମ କୃଷ୍ଣମ ବନ୍ଦେ ଜଗତଗୁରୁମ। ।' ଭାଦ୍ରବ କୃଷ୍ଣ ଅଷ୍ଟମୀ ଦିନ ସାନ୍ଧ୍ୟ ଧୂପ ଶେଷ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ସୁଧସୁଆର ସେବକ ଭଣ୍ଡାର ଦ୍ୱାର ଆଗରେ (ଭିତର କାଠ ସମ୍ମୁଖ) ପୋଛା ମାରନ୍ତି । ତତ୍ପରେ, ପୂଜାପଣ୍ଡା…