Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗିରଫ ହେଲେ କୋଟିପତି ଡିଏଫ୍‌ଓ

ଭୁବନେଶ୍ୱର: ଗିରଫ ହେଲେ କୋଟିପତି ଡିଏଫଓ । ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିଲିକା ୱାଇଲ୍ଡ ଲାଇଫ୍ ଡିଏଫ୍‌ଓ ଆଲୋକ ରଞ୍ଜନ ହୋତାଙ୍କୁ ଭିଜିଲାନ୍ସ ଗିରଫ କରିଛି । ବର୍ତ୍ତମାନ ସୁଦ୍ଧା ତାଙ୍କ ଠାରୁ ୧ କୋଟି ୩୨ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରାଯାଇଛି। ଡିଏଫ୍‌ଓଙ୍କ…

ଭଦ୍ରକରେ ୧୦୦୦ ଡେଇଁଲା କରୋନା ସଂକ୍ରମଣ

ଭଦ୍ରକ: ଭଦ୍ରକରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୬୮ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଜିଲ୍ଲା ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ ଜିଲ୍ଲାରେ ଚିହ୍ନଟ ହୋଇଥିବା…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ…

ସେପ୍ଟେମ୍ବର ୯ରୁ ଓଜେଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରୁ ଆରମ୍ଭ ହେବ ଓଜେଇ ପରୀକ୍ଷା । ୯ରୁ ଆରମ୍ଭ ହୋଇ ୧୫ ତାରିଖ ଯାଏଁ ଚାଲିବ । ଚଳିତ ବର୍ଷ ସିବିଟି ମୋଡରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ଏଥିଲାଗି ଓଡ଼ିଶାର ୧୬ ଜିଲ୍ଲାର ପଲିଟେକନିକ ଓ ଆଇଟିଆଇ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ବୈଷୟିକ ଓ ତାଲିମ…

ଦୋକାନରେ ବୋମା ମାଡ; ଜଣେ ଆହତ

ଭଦ୍ରକ: ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଅଞ୍ଚଳ ସ୍ଥିତ ପଞ୍ଚପଡାରେ ଥିବା ଦୋକାନ ନିକଟରେ ସୋମବାର ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ବୋମା ମାଡ କରିବା ଫଳରେ ଜଣେ ଝିଅ ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ପୂର୍ବ ସନ୍ଧ୍ୟାରେ ଉକ୍ତ ଦୋକାନୀଙ୍କର ଦୁଇ ଜଣ ଯୁବକଙ୍କ ସହ କୌଣସି କାରଣବଶତଃ…

ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ…

ସୁନ୍ଦରଗଡରେ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୪୫୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ନଈବଢି ପୂର୍ବରୁ ଭୁଶୁଡିଲା ନଦୀବନ୍ଧ; ଆତଙ୍କିତ ଅବସ୍ଥାରେ ଜନସାଧାରଣ

ପୁରୀ: ପୁରୀ ଜିଲ୍ଲା ବଳଙ୍ଗା ଜଳସମ୍ପଦ ଉପଖଣ୍ଡ ଅଧୀନରେ ଥିବା ଭାର୍ଗବୀ ନଦୀବନ୍ଧରୁ ଖସିଛି ମାଟିଅତଡା । କଂଟାବଣିଆଠାରେ ଏହି ମାଟି ଅତଡାଟି ଖସିଛି । ଏଭଳି ପରିସ୍ଥିତିକୁ ଦେଖି ଆତଙ୍କିତ ଅବସ୍ଥାରେ ଅଛନ୍ତି ପୁରୀର ପିପିଲି, ନିମାପଡା ଓ ଖୋର୍ଧା ବାଲିପାଟଣା ବ୍ଲକ ଅନ୍ତର୍ଗତ ଅନେକ ପଂଚାୟତର…

ଆଉ ୧୦ ମୁଣ୍ଡ ନେଲା କରୋନା, ରାଜ୍ୟରେ ତିନି ଶହ ଛୁଇଁବ ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଜୀବନ ନେଉଛି କରୋନା । ଗତ ୨୪ ଘଣ୍ଟାରେ ଆଉ ୧୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼, ବାଲେଶ୍ୱର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା…

ରାଜ୍ୟରେ ୨୯ ଜିଲ୍ଲାରୁ ୧୩ ଶହ ୪୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୪୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୩ଟି । ମୋଟ୍ ୨୯ ଜିଲ୍ଲାର ନୂଆ ଭୂତାଣୁ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ୪୮ ହଜାର…